ଶ୍ରୀନଗର,୨୨।୫: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖା ନିକଟରେ ଆଇଇଡି ବିସ୍ଫୋରଣରେ ବୁଧବାର ଜଣେ ଜବାନ ଶହୀଦ୍ ହୋଇଛନ୍ତି। ସ୍ଥାନୀୟ ମେଣ୍ଢର ଅଞ୍ଚଳରେ ଏଭଳି ହୋଇଥିବା ଭାରତୀୟ ପ୍ରତିରକ୍ଷା ମୁଖପାତ୍ର ପ୍ରକାଶ କରିଛନ୍ତି। ଏନେଇ ତଦନ୍ତ ଜାରି ରହିଛି।
ଶ୍ରୀନଗର,୨୨।୫: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖା ନିକଟରେ ଆଇଇଡି ବିସ୍ଫୋରଣରେ ବୁଧବାର ଜଣେ ଜବାନ ଶହୀଦ୍ ହୋଇଛନ୍ତି। ସ୍ଥାନୀୟ ମେଣ୍ଢର ଅଞ୍ଚଳରେ ଏଭଳି ହୋଇଥିବା ଭାରତୀୟ ପ୍ରତିରକ୍ଷା ମୁଖପାତ୍ର ପ୍ରକାଶ କରିଛନ୍ତି। ଏନେଇ ତଦନ୍ତ ଜାରି ରହିଛି।
ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…
ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…
ତୁଳା ରାଶି ହେଉଛି ସୂର୍ଯ୍ୟ ଗ୍ରହଙ୍କ ନୀଚ ରାଶି। ସୂର୍ଯ୍ୟ ତୁଳାରେ ନୀଚ ହୋଇଥାନ୍ତି। ଏଭଳି ସ୍ଥିତିରେ ସୂର୍ଯ୍ୟଙ୍କର ଅନେକ ରାଶି ଉପରେ ଅଶୁଭ ପ୍ରଭାବ ପଡ଼ିବ।…
କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ…
ଲକ୍ଷ୍ନୌ,୭।୧୦: ଟି-୨୦ କ୍ରିକେଟ୍ରେ ଭାରତୀୟ ଦଳର ଫିଲ୍ଡିଂକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଥାଏ। ବିଶେଷକରି କ୍ୟାଚ ଧରିବା ମାମଲାରେ ଭାରତର ରେକର୍ଡ ଆହୁରି ଉନ୍ନତ ହେବାର…
କଟକ,୭।୧୦(ପ୍ରଭୁକଲ୍ୟାଣ ପାଲ୍) ଚୌଦ୍ୱାର ଜେଲ୍ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ…
ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…
ଲକ୍ଷ୍ନୌ,୭।୧୦: ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍ରେ ଭାରତୀୟ ଯୁବ ଅଲରାଉଣ୍ଡର ନମନ ଧୀର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଆକ୍ରମଣାତ୍ମକ ବ୍ୟାଟିଂ…