Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୪।୧: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଥିବା ସିଆର୍‌ପିଏଫ୍‌ ଶିବିର ଉପରେ ଶନିବାର ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଛନ୍ତି। କୋଡରା ଚକରେ ଥିବା ଟ୍ରାନ୍ସଫରମର ନିକଟରେ ଏମାନେ ଗ୍ରେନେଡ ମାଡ କରିଥିବା ସୂଚନା ମିଳିଛି। ଏହାପରେ ସେମାନେ କାଓ୍ବଡାରା ଅଞ୍ଚଳରେ ମଧ୍ୟ ଆଉ ଏକ ଗ୍ରେନେଡ ଆକ୍ରମଣ କରିଥିବା ଜଣାପଡିଛି। ଏଥିରେ ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୨୨ ବର୍ଷର ଝିଅକୁ ଡରିଗଲେ ସରକାର: ପ୍ରିୟଙ୍କା

ନୂଆଦିଲ୍ଲୀ,୧୫ ।୨: ପୋଲିସ ଟୁଲକିଟ ମାମଲାରେ ୨୨ ବର୍ଷିୟା ସାମାଜିକ କର୍ମୀ ଦିଶା ରବିଙ୍କୁ ଗିରଫ କରିଛି । ଏବେ ଏହାକୁ କୃଷକ ଓ କଂଗ୍ରେସ...

ସୁଶାନ୍ତ ସିଂହଙ୍କ ଆତ୍ମହତ୍ୟା ଘଟଣାରେ ଫିଲ୍ମ ନିର୍ଦ୍ଦେଶକଙ୍କୁ ସମନ ଜାରି କଲା ବାନ୍ଦ୍ରା ପୋଲିସ

ମୁମ୍ବାଇ,୨।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୧୯ ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ ପରିବାର ଲୋକେ, ସମ୍ପର୍କୀୟ ଓ ପ୍ରଶଂସକ ଏହାକୁ ଗ୍ରହଣ...

ଜି-୨୩ ବା ୨୪ କିଛି ନାହିଁ, ସୋନିଆଙ୍କ ନେତୃତ୍ୱରେ କଂଗ୍ରେସ ଗୋଟିଏ: ବିରପ୍ପା ମୋଇଲି

ନୂଆଦିଲ୍ଲୀ,୫ ।୩: କଂଗ୍ରେସର ଅସନ୍ତୁଷ୍ଟ ନେତାଙ୍କ ଜି-୨୩କୁ ନେଇ ବରିଷ୍ଠ ନେତା ବିରପ୍ପା ମୋଇଲି ଏକ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି କଂଗ୍ରେସରେ...

ଟିଏମ୍‌ସି ଟିକେଟ ନ ଦେବାରୁ ମନ୍ତ୍ରୀ, ବିଧାୟକ ଧରିଲେ ପଦ୍ମ

କୋଲକାତା୧୦।୨୩: ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ବୁଧବାର ନନ୍ଦିଗ୍ରାମ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଏହି ପରିପ୍ରେକ୍ଷୀରେ ମମତା ପୁଣି ସରକାର ଗଢ଼ିବ...

‘ମୁଖ୍ୟମନ୍ତ୍ରୀ ପଦ ଆଶାରେ କଂଗ୍ରେସରେ ଯୋଗ ଦେଇଛନ୍ତି ସିଦ୍ଧୁ’

ଚଣ୍ଡିଗଡ଼,୨୦।୧୨: ପଞ୍ଜାବ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ରାଣା ଗୁରୁଜିତ ସୋଧି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ସିଦ୍ଧୁ...

୫୭୦୦ ଲକ୍ଷ ବର୍ଷ ପୁରାତନ ପ୍ରାଣୀ ଜୀବାଶ୍ମର ମିଳିଲା ସନ୍ଧାନ

ଭୋପାଳ,୧୦।୨: ମଧ୍ୟପ୍ରଦେଶର ଭୋପାଳ ଠାରୁ ୪୦ କିଲୋମିଟରର ଦୂରରେ ଥିବା ୟୁନେସ୍କୋ ଦ୍ୱାରା ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯାଇ ଥିବା ଭୀମ୍‌ବେଟ୍‌କାରେ ୫୭୦୦ ଲକ୍ଷ...

ଦୀର୍ଘ ୪ ଘଣ୍ଟା ପରେ ଏନ୍‌ସିବି କାର୍ଯ୍ୟାଳୟରୁ ବାହାରିଲେ ଅନନ୍ୟା

ମୁମ୍ବାଇ,୨୨ ।୧୦: ଡ୍ରଗ୍ସ ମାମଲାରେ ପଚରା ଉଚରା ପାଇଁ ବଲିଉଡ୍ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଶୁକ୍ରବାର ଏନ୍‌ସିବି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ପାଖାପାଖି ୨ଟା ୩୦...

ଗିରୀଶ ମୁର୍ମୁ ସିଏଜି ନିଯୁକ୍ତ

ନୂଆଦିଲ୍ଲୀ,୭ା୮:ଜମ୍ମୁ-କଶ୍ମୀର ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଭାରତର ନୂଆ ସମୀକ୍ଷକ ଓ ମହାଲେଖା ପରୀକ୍ଷକ (ସିଏଜି) ଭାବେ ନିଯୁକ୍ତ କରାଯାଇଛି। ସେ ବୁଧବାର ରାତିରେ...

Advertisement


Archives

Model This Week