Posted inଜାତୀୟ

ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର, ୭।୬: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଭାରତୀୟ ସୁରକ୍ଷାବଳ ପକ୍ଷରୁ କରାଯାଇଥିବା ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟ ୨ ଜଣ ପୂର୍ବତନ ସ୍ପେଶାଲ ପୋଲିସ ଅଫିସର ବୋଲି ଜଣାପଡିଛି। ଗୁରୁବାର ସନ୍ଧ୍ୟାରୁ ଚାଲିଥିବା ଅପରେଶନରେ ଶୁକ୍ରବାର ସକାଳୁ ସେନାକୁ ସଫଳତା ମିଳିଛି। ଘଟଣାସ୍ଥଳରୁ ଦୁଇଟି ଏକେ-୪୭ ରାଇଫଲ, ଗୋଟିଏ ଏକେଏମ ରାଇଫଲ ଏବଂ ଗୋଟି ଏସଲଆର ରାଇଫଲ ଜବତ କରିଛି ପୋଲିସ। ସୂଚନାଯୋଗ୍ୟ, ଦକ୍ଷିଣ କଶ୍ମୀରର ପୁଲୱାମାର ଲସ୍ସିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀମାନେ ସୂଚନା ପାଇବା ପରେ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିୟମ ହୋଇଥିଲେ। ଏଥିରେ ଲୁଚି ରହିଥିବା ସମସ୍ତ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri