Posted inUncategorized

ଜମ୍ମୁ-କଶ୍ମୀରରେ କାର୍ଯ୍ୟକ୍ଷମ ହେଲା ୨ଜି ମୋବାଇଲ ଇଣ୍ଟରନେଟ ସେବା

ଶ୍ରୀନଗର,୨୫।୧: ଦୀର୍ଘ ୫ ମାସ ପରେ ଜମ୍ମୁ-କଶ୍ମୀରରେ ୨ଜି ମୋବାଇଲ ଇଣ୍ଟରନେଟ ସେବା କାର୍ଯ୍ୟକ୍ଷମ ହୋଇଛି। ଶନିବାରଠାରୁ କଶ୍ମୀର ଭ୍ୟାଲିରେ ଏହି ମୋବାଇଲ ସେବା କାର୍ଯ୍ୟକ୍ଷମ ହେବା ପରେ ଲୋକଙ୍କ ମଧ୍ୟରେ ଖୁସି ଦେଖାଦେଇଛି। ଜମ୍ମୁ-କଶ୍ମୀର ପ୍ରଶାସନର ଅନୁମତି ଅନୁଯାୟୀ, ଏଥିରେ ୩୦୧ ଓ୍ବେବସାଇଟ ବ୍ୟବହାର କରିପାରିବେ ବୋଲି ଜଣାପଡିଛି। ଏହା ଉଭୟ ପ୍ରିପେଡ ଓ ପୋଷ୍ଟପେଡ ସିମ୍‌ କାର୍ଡରେ ଉପଲବ୍ଧ ହେବ। ସୂଚନାଯୋଗ୍ୟ, ଗତବର୍ଷ ଅଗଷ୍ଟରେ ଏଠାରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରଠାରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ସବୁର ସମାଧାନ ଲୋଡ଼ା

ବିଚିତ୍ର ବିଶ୍ୱାଳ କୋଭିଡ୍‌-୧୯ ବା କରୋନାର ଆକ୍ରମଣରେ ସାରା ବିଶ୍ୱ ଆଜି ହାହାକାର। ବିଶ୍ୱର ୨୦୦ରୁ ଊର୍ଦ୍ଧ୍ୱ ଦେଶ ବର୍ତ୍ତମାନ ଏହି ମହାମାରୀ କବଳରେ। ପ୍ରତିଦିନ...

ମୋଦି ପାଳନ କରନ୍ତୁ ରାଜଧର୍ମ: ଅଟଳଙ୍କ ପରାମର୍ଶ ମନେ ପକାଇଲେ ସୋନିଆ

ନୂଆଦିଲ୍ଲୀ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସାକାଣ୍ଡ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଜଣେ ଇଞ୍ଜିନିୟରରୁ ଭାରତର ସଫଳତମ ବୋଲର୍‌

ଭାରତୀୟ କ୍ରିକେଟ ଦଳରେ ‘ଜମ୍ବୋ’ ନାମରେ ପରିଚିତ ଅନିଲ କୁମ୍ବଲେ ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ଭାରତୀୟ ଦଳର ପୂର୍ବତନ କୋଚ ଥିବା ଅନିଲ...

ଆଇସିସି ବିଶ୍ୱକପ୍‌: ଭାରତ ସେମିର ନିକଟତର

ମାଞ୍ଚେଷ୍ଟର,୨୮।୬(ପି.ଟି.) – ଆଇସିସି କ୍ରିକେଟ ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ସେମିଫାଇନାଲର ନିକଟତର ହୋଇଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ...

ସଙ୍ଗରୋଧ କେନ୍ଦ୍ର ନେବାକୁ ପୋଲିସ ନାକେଦମ୍‌: କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିଲେ

ବୁଗୁଡ଼ା,୧୪ା୬(ଡି.ଏନ.ଏ.)- ନିକଟସ୍ଥ ବେତାରସିଂ ଗ୍ରାମର ଜଣେ ସୁରଟ ଫେରନ୍ତା ପଜିଟିଭ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିଲା। ତାଙ୍କ ସଂସ୍ପର୍ଶରେ ବୁଗୁଡ଼ା...

ବର୍ଷା ବିତ୍ପାତ: ବ୍ରହ୍ମପୁର ଜଳମଗ୍ନ

ବ୍ରହ୍ମପୁର ଅଫିସ,୨୫ା୧୦- ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ଗଞ୍ଜାମ ଜିଲାରେ ବର୍ଷା ଜାରି ରହିଛି ା ଗୋପାଳପୁର ପାଣିପାଗ କେନ୍ଦ୍ର ପକ୍ଷରୁ...


Coronavirus Update

Archives

Model This Week

Why Dharitri