Posted inଜାତୀୟ

ଜମ୍ମୁ- କଶ୍ମୀରରେ ଟ୍ରେନ୍‌ ସେବା ଆରମ୍ଭ

ଜମ୍ମୁ,୧୮।୧୧: ଶ୍ରୀନଗର-ବନିହାଲ ମଧ୍ୟରେ ପୁନର୍ବାର ଟ୍ରେନ୍‌ ସେବା ଆରମ୍ଭ କରାଯାଇଛି। ଗତ ଅଗଷ୍ଟ ମାସରୁ ଏଠାରେ ଟ୍ରେନ୍‌ ସେବା ବନ୍ଦ ଥିବା ବେଳେ ସୋମବାରଠାରୁ ଏଠାରେ ପୁଣିଥରେ ଟ୍ରେନ୍‌ ଚଳାଚଳ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଓ ୩୫ଏ ଉଚ୍ଛେଦ ପରଠାରୁ ଏଠାରେ ଟ୍ରେନ୍‌ ସେବାକୁ ବନ୍ଦ କରି ଦିଆଯାଇଥିଲା। ତେବେ ବହୁ ବର୍ଷ ଧରି ୩୭୦ ଉଚ୍ଛେଦକୁ ନେଇ ଲାଗି ରହିଥିବା ବିବାଦକୁ ଲକ୍ଷ୍ୟ କରି ଟ୍ରେନ୍‌, ଇଣ୍ଟରନେଟ୍‌ ଆଦି ସେବାକୁ ବନ୍ଦ କରି ଦିଆଯାଇଥିଲା। ଅନୁଚ୍ଛେଦ ୩୭୦ ଓ ୩୫ଏ ଉଚ୍ଛେଦ ସମୟରେ ଅଶାନ୍ତ ବତାବରଣକୁ ଲକ୍ଷ୍ୟ କରି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ମା’ଙ୍କୁ ଖୋଜୁଛି ବିଜୟ: ବଜାରରୁ ଗଳିକନ୍ଦି ବୁଲି ମାରୁଛନ୍ତି ପୋଷ୍ଟର

ଭୁବନେଶ୍ୱର, ୧୯ା୮(ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ନିଖୋଜଙ୍କ ସଂଖ୍ୟା ବଢି ଚାଲୁଥିବା ବେଳେ ଉଦ୍ଧାର କରିବାରେ ବିଫଳ ହେଉଛି କମିଶନରେଟ୍‌ ପୋଲିସ। ସିସିଟିଭି ଫୁଟେଜ୍‌ ଯାଞ୍ଚ ଆଳରେ ପୋଲିସ…

ଆଜି ଶୁଭ ଗ୍ରହଯୋଗ ସୃଷ୍ଟି: ମେଷ ସମେତ ୫ ରାଶିଙ୍କୁ ମିଳିପାରେ ବଡ଼ ଧନଲାଭ ସହ ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଦୃଷ୍ଟିରୁ ୧୯ ଅଗଷ୍ଟ ୨୦୨୬ ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ସପ୍ତମୀ ତିଥି ରହିବ ଏବଂ ବୁଧବାର ହେବ। ସନ୍ଧ୍ୟା…

ବିଶ୍ୱରେକର୍ଡ କଲେ ରିଷଭ ପନ୍ତ: ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଭାବେ କଲେ ଏମିତି କାରନାମା

ଗାଲେ, ୧୯ା୮(ପିଟି):ଭାରତର ବିସ୍ଫୋରକ ଉଇକେଟ୍‌କିପର-ବ୍ୟାଟର ରିଷଭ ପନ୍ତ ପ୍ରଥମ ଭାରତୀୟ ଓ ବିଶ୍ୱର ଚତୁର୍ଥ ବ୍ୟାଟର ଭାବେ ଟେଷ୍ଟ କ୍ରିକେଟରେ ୧୦୦ ଛକା ପୂରଣ କରିଛନ୍ତି। ଶ୍ରୀଲଙ୍କା…

ମୋଦି ସରକାରଙ୍କ ବଡ଼ ଘୋଷଣା: ଏବେ କେମିତି ମିଳିବ ନୂଆ PNG କନେକ୍ସନ? ଜାଣନ୍ତୁ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୯।୮: ମଧ୍ୟପ୍ରାଚ୍ୟ ସଙ୍କଟ ଏବଂ LPGର ଅଭାବ ମଧ୍ୟରେ ମୋଦି ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏବେ ସରକାରଙ୍କ ସମ୍ପୂର୍ଣ୍ଣ ଧ୍ୟାନ ଘରେ ଘରେ ପାଇପ…

ମୋଦି କ୍ୟାବିନେଟ୍‌ରେ ବଡ଼ ଅଦଳବଦଳ ଚର୍ଚ୍ଚା! ଧର୍ମେନ୍ଦ୍ରଙ୍କ ସମେତ ଏହି ସବୁ ନେତାଙ୍କୁ ମିଳିବ ଦାୟିତ୍ୱ! ମିଳିଲା ଏହି ସଙ୍କେତ

ନୂଆଦିଲ୍ଲୀ, ୧୯।୮: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମ ଘୋଷଣା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନକୁ ନେଇ ଚର୍ଚ୍ଚା…

ଦିଗହରା ଆମେରିକା

ଇରାନ ଉପରେ ୨୮ ଫେବୃଆରୀ ୨୦୨୬ରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ହୋଇଥିବା ଘମାଘୋଟ ଯୁଦ୍ଧ ବେଳେ ଗତ ୬୦ ଦିନିଆ ଅସ୍ତ୍ରବିରତି ସାମୟିକ…

୨୦ରୁ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌, ଏମ୍‌.ଏଡ୍‌ ନାମଲେଖା ଆବେଦନ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୯ା୮(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଅଧୀନରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌-ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୨୦ ତାରିଖ ଅପରାହ୍ନ ୨ଟାରୁ ଆବେଦନ…

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ,୧୯ା୮: ଅଭିଯୁକ୍ତଙ୍କ ପରିଚୟ ପ୍ରକାଶ କରିବା କିମ୍ବା ସେମାନଙ୍କୁ ଅମାନବୀୟ ଢଙ୍ଗରେ ଚିତ୍ରଣ କରିବା ଭଳି ବିଷୟବସ୍ତୁ ଅନ୍‌ଲାଇନରେ ପୋଷ୍ଟ କରିବାରୁ ପୋଲିସ ସଂଗଠନକୁ ରୋକିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri