Posted inଜାତୀୟ

ଜମ୍ମୁ-କଶ୍ମୀରରେ ପ୍ରବଳ ହିମସ୍ଖଳନ: ଯବାନ ନିଖୋଜ

ଶ୍ରୀନଗର,୪।୧୨: ଉତ୍ତର କଶ୍ମୀରରେ ଅନେକ ଯାଗାରେ ପ୍ରବଳ ହିମସ୍ଖଳନ ଦେଖିବାକୁ ମିଳିଛି। ଏଥିଯୋଗୁ ଜଣେ ଯବାନ ନିଖୋଜ ହୋଇଯାଇଛନ୍ତି। ଯବାନ ଜଣଙ୍କ ବରଫ ଅତଡା ତଳେ ଚାପି ହୋଇଯାଇଥିବା ଅନୁମାନ କରାଯାଉଛି। ତାଙ୍କୁ ଖୋଜିବା ପାଇଁ ସେନାର ଏଆରଟି ଲାଗିପଡିଛନ୍ତି। ସୂଚନାଯୋଗ୍ୟ, କଶ୍ମୀରର କୁପଓ୍ବାଡା ଏବଂ ବାନ୍ଦିପୋରା ଜିଲାରେ ହିମସ୍ଖଳନ ଘଟିଛି। ୧୮ ହଜାର ଫୁଟରୁ ଅଧିକ ଉଚ୍ଛତାରୁ ହିମସ୍ଖଳନ ହୋଇଥିବାରୁ ନିଖୋଜ ଯବାନଙ୍କୁ ଖୋଜିବା କଷ୍ଟକର ହୋଇପଡିଛି। ଗତ କିଛିଦିନ ତଳେ ସିଆଚୀନରେ ଗ୍ଲାସିୟରରେ ଘଟିଥିବା ହିମସ୍ଖଳନ ଯୋଗୁ ୨ ଯବାନ ଶହୀଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri