Posted inଜାତୀୟ

ଜମ୍ମୁ-କଶ୍ମୀରରେ ଭୂକମ୍ପ

ଶ୍ରୀନଗର,୯।୯: ଜମ୍ମୁ-କଶ୍ମୀରରେ ସୋମବାର ଦିନ ପ୍ରାୟ ୧୨ଟା ୧୦ରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୦। ଏହା କଶ୍ମୀର-ହୀମାଚଳ ପ୍ରଦେଶ(ଛାମ୍ବା) ସୀମାରେ ଅନୁଭୂତ ହୋଇଥିବା ବେଳେ ଏପର୍ଯ୍ୟନ୍ତ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ତେବେ ଜମ୍ମୁ-କଶ୍ମୀରରେ ଡୋଡା ଓ କିସ୍ତଓ୍ବାଡ ଜିଲାରେ ୪.୯ ତୀବ୍ରତାର ଭୂକମ୍ପ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri