Posted inଜାତୀୟ

ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ସତର୍କ ରହୁ ପୋଲିସ: ମୋଦି

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏହାପରେ ମୋଦି ସୂଚନା ଦେଇଛନ୍ତି ଯେ, ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ପୋଲିସ ସତର୍କ ରହିବା ଆବଶ୍ୟକ। ଇତିମଧ୍ୟରେ ଜମ୍ମୁ-କଶ୍ମୀର ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି। ପ୍ରାୟ ୪୫୦ କମ୍ପାନୀ ସୁରକ୍ଷାକର୍ମୀଙ୍କୁ ରାଜ୍ୟରେ ମୁତୟନ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ କେତେକ ସ୍ଥାନରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ବନ୍ଦ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୌସେନା ଗ୍ଲାଇଡର ଦୁର୍ଘଟଣା: ୨ ଅଧିକାରୀ ମୃତ

କୋଚି, ୪।୧୦: କେରଳର କୋଚିଠାରେ ଏକ ନୌସେନା ଗ୍ଲାଇଡର ଦୁର୍ଘଟଣା ଗ୍ରସ୍ତ ହୋଇଛି। ରବିବାର ସକାଳ ୭ଟାରେ ଗ୍ଲାଇଡ ନିୟନ୍ତ୍ରଣ ହରାଇ ସ୍ଥାନୀୟ ଥୋପୁପାଡ଼ି ପୋଲ...

ତେଲେଙ୍ଗାନା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଚଣ୍ଡିଗଡ଼,୨୯।୮: ହରିୟାଣାର ବଲ୍ଲଭଗଡ଼ର ଆସୋଟିଠାରେ ତେଲେଙ୍ଗାନା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ସକାଳ ୭ଟା ୪୩ରେ ଏକ୍ସପ୍ରେସ୍‌ର ବ୍ରେକ୍‌ ବାଉଣ୍ଡିଙ୍ଗ୍‌ରେ ନିଆଁ ଲାଗିଥିବା ରେଳବିଭାଗ ପକ୍ଷରୁ...

ଭାରତରେ ‘କରୋନା’ ଛନକା

ନୂଆଦିଲ୍ଲୀ, ୧ା୨(ପି.ଟି.): ଭାରତରେ କରୋନା ଭାଇରସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ୬ ସନ୍ଦିଗ୍ଧଙ୍କୁ ଚିକିତ୍ସା ଲାଗି ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ କେରଳରେ...

ରମାଦେବୀଙ୍କ ଉପରେ ବିବାଦୀୟ ଟିପ୍ପଣୀ: କ୍ଷମା ମାଗିଲେ ଆଜମ୍‌ ଖାଁ

ନୂଆଦିଲ୍ଲୀ,୨୯।୭: ସମାଜବାଦୀ ପାର୍ଟି ଏମ୍‌ପି ଆଜମ୍‌ ଖାଁ ଭାଜପା ଏମ୍‌ପି ରମାଦେବୀଙ୍କ ଉପରେ ବିବାଦୀୟ ଟିପ୍ପଣୀ ଦେଇଥିଲେ। ତେବେ ସୋମବାର ଲୋକସଭାରେ ଗୃହର ସାଧାରଣ କାର୍ଯ୍ୟ...

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ

ଜମ୍ମୁ,୧୭।୮: ଜମ୍ମୁ-କଶ୍ମୀରର ବାରମୂଳାରେ ଆତଙ୍କବାଦୀମାନେ ପୁଣିଥରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିଛନ୍ତି। ବାରମୂଳାର କ୍ରେରି ଅଞ୍ଚଳରେ ସିଆର୍‌ପିଏଫ୍‌ ଓ ପୋଲିସର ନାକା ପାର୍ଟି ଉପରେ ଆତଙ୍କବାଦୀମାନେ ଗୁଳି...

ପାଣିରେ ଭିଜା କିସ୍‌ମିସ୍‌ ଖାଆନ୍ତୁ, ମିଳିବ ଏହିସବୁ ଫାଇଦା

କିସ୍‌ମିସ୍‌ ପାଟିକୁ ଯେତିକି ସ୍ବାଦିଷ୍ଟ ଲାଗିଥାଏ, ଶରୀର ପାଇଁ ମଧ୍ୟ ମଧ୍ୟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କିସ୍‌ମିସରେ ଆଇରନ, ପୋଟାସିୟମ, ମ୍ୟାଗ୍ନେସିଅମ ଏବଂ ଫାଇବର...

୧୭ ଅକ୍ଟୋବର ପର୍ଯ୍ୟନ୍ତ ଜେଲ୍‌ରେ ରହିବେ ଚିଦାମ୍ବରମ

ନୂଆଦିଲ୍ଲୀ,୩।୧୦: ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ ଆଇଏନ୍‌ ଏକ୍ସ ମିଡିଆ ଭ୍ରଷ୍ଟଚାର ମାମଲାରେ ଗୁରୁବାର ଜାମିନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ହେଲେ କୋର୍ଟ ତାଙ୍କୁ...

ଏହି ବ୍ୟକ୍ତିଙ୍କ ହାତ ତିଆରି ଖାଦ୍ୟ ଖାଇଥାନ୍ତି ମୋଦି, ସାମ୍ନାକୁ ଆସିଲା ରୋଷେଇ ଘରର ଭିତିରି କଥା

ନୂଆଦିଲ୍ଲୀ,୧୮ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ଅର୍ଥାତ୍‌ ଗତକାଲି ତାଙ୍କର ୭୦ ତମ ଜନ୍ମଦିବସ ପାଳନ କରିଛନ୍ତି। ୧୯୫୦ ମସିହାରେ ମୋଦି ଜନ୍ମଗ୍ରହଣ କରିଥିଲେ।...

Coronavirus Update

Archives

Model This Week

Why Dharitri