Posted inଜାତୀୟ

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ୍‌

ଶ୍ରୀନଗର, ୨।୮: ଜମ୍ମୁ-କଶ୍ମୀରର ସୋପିୟାଂରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ପକ୍ଷରୁ ଚାଲିଥିବା ଗୁଳିବିନିମୟରେ ଜଣେ ଯବାନ୍‌ ଶହୀଦ ହୋଇଛନ୍ତି ବୋଲି ଜଣାପଡିଛି। ପୁଲଓ୍ବାମାରେ ଆତଙ୍କବାଦୀମାନେ ସେନାର ଏକ ଗାଡିରେ ଆଇଡି ବିସ୍ଫୋରଣ କରିଛନ୍ତି। ଏଥିରେ ଗାଡି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବାବେଳେ ଯବାନ ସୁରକ୍ଷିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବଙ୍କୁ ମିଳିଲାନି ଭାଇ ରାଜ ଠାକରେଙ୍କ ଭୋଟ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ବିଧାନସଭାରେ ଶନିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଥିଲେ। ତାଙ୍କ ସପକ୍ଷରେ ୧୬୯ଭୋଟ ଆସିଥିବା ବେଳେ ଏବେ ସେ ତାଙ୍କ...

ମହିଳା ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ରାଜୌରୀରେ ପିଙ୍କ୍‌ ଭ୍ୟାନ୍‌ ସେବା ଆରମ୍ଭ

ଶ୍ରୀନଗର,୧୨।୧୦: ମହିଳା ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ଜମ୍ମୁ-କଶ୍ମୀର ରାାଜୌରୀରେ ପିଙ୍କ୍‌ ଭ୍ୟାନ୍‌ ସେବା ଆରମ୍ଭ ହୋଇଛି। ଅନ୍ତର୍ଜାତୀୟ ବାଳିକା ଶିଶୁ ଦିବସ ପାଳନ ଅବସରରେ...

୧୫ ଦିନ ମଧ୍ୟରେ ଘରକୁ ଫେରିବେ ସମସ୍ତ ପ୍ରବାସୀ ଶ୍ରମିକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୬: ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ନିଜ ନିଜ ରାଜ୍ୟରେ ପହଞ୍ଚାଇବାକୁ ନିର୍ଦ୍ଦେଶ...

ଘରେ ଚୋରି କରିବା ଜିନିଷ କିଛି ନ ମିଳିବାରୁ, ଚୋର କାନ୍ଥରେ ଲେଖିଲେ ଏମିତି

ଭୋପାଳ,୬।୧୨: ମଧ୍ୟପ୍ରଦେଶର ଶାଜାପୁରରେ ଏକ ସରକାରୀ ଇଞ୍ଜିନିୟଙ୍କ ଘରୁ ଚୋରି ଉଦ୍ୟମ ହୋଇଛି। କିନ୍ତୁ ଚୋରି କରିବା ଜିନିଷ ନ ମିଳିବାରୁ ଚୋରକୁ ଖାଲି ହାତରେ...

କଠୁଆରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀର କଠୁଆ ଜିଲାରେ ଶନିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସ୍ଥାନୀୟ ହୀରାନଗର ସେକ୍ଟରର ମାନ୍ୟାରି-ଚୋରଗଲି ଅଞ୍ଚଳରେ ପାକିସ୍ତାନ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼...

କରୋନା ଚିକିତ୍ସା ପାଇଁ କର୍ନାଟକ କରିବ ପ୍ଲାଜମା ଥେରାପିର ବ୍ୟବହାର

ବେଙ୍ଗାଲୁରୁ,୨୧।୪: କରୋନା ସଂକ୍ରମଣ ରୋକିବାକୁ ସବୁ ଦିଗରେ ଚେଷ୍ଟା ଚାଲିଥିବା ବେଳେ ଏବେ ଭାରତରେ ପ୍ଲାଜମା ଥେରାପି ଆରମ୍ଭ ହୋଇଛି। କର୍ନାଟକରେ ଏବେ ପ୍ଲାଜମା ଥେରାପି...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲେ କୃଷକ

ପୁଣେ,୧।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ଏବଂ ଶିବସେନା ମଧ୍ୟରେ ଛକାପଞ୍ଝା ଲାଗିଛି। ଏସବୁ ଭିତରେ ବିଡ ଜିଲାର ଜଣେ ଚାଷୀ ମୁଖ୍ୟମନ୍ତ୍ରୀ ପଦ...

ସବୁଦିନ ଏହି ଶିବମନ୍ଦିର ପ୍ରଦକ୍ଷିଣ କରିଥାନ୍ତି ପକ୍ଷୀଦଳ…

ଶିବମନ୍ଦିରରେ ଶ୍ରଦ୍ଧାଳୁ ୧୦୮ ଥର ପ୍ରଦକ୍ଷିଣ କରିଥାନ୍ତି । ଏହାଦ୍ୱାରା ଶୁଭଫଳ ମିଳିଥାଏ ବୋଲି କେତେକେ କୁହନ୍ତି। ତେବେ ମହେନ୍ଦ୍ରଗିରି ପର୍ବତରେ ଥିବା ଭୀମାଶଙ୍କର ଶିବମନ୍ଦିରରେ...

Advertisement


Archives

Model This Week

Why Dharitri