Posted inଜାତୀୟ

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୧।୫: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଗୁରୁବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୨ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଚିକିତ୍ସା ପାଇଁ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ଯବାନ ଶହୀଦ ହୋଇଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଅନ୍ୟଜଣେ ଯବାନଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଏହାପୂର୍ବରୁ ବୁଧବାର ଶ୍ରୀନଗର ଉପକଣ୍ଠ ପଣ୍ଡାଚ ଅଞ୍ଚଳରେ ଆତଙ୍କବାଦୀଙ୍କ ଆକ୍ରମଣରେ ୨ ବିଏସ୍‌ଏଫ୍‌ ଯବାନ ଶହୀଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ଗୌରବ ବଢାଉଛନ୍ତି ମହିଳା: ୭୭ତମ ସ୍ବାଧୀନତା ଦିବସର ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ଦେଶ ତ୍ରୀରଙ୍ଗା ରଙ୍ଗରେ ରଙ୍ଗୀନ ହେଉଛି। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ୭୭ତମ ସ୍ବାଧୀନତା ଦିବସର ପୂର୍ବ...

ପ୍ରୟାଗରାଜର ପୂର୍ବତନ ଏସ୍‌ଏସ୍‌ପିଙ୍କୁ କରୋନା

ପ୍ରୟାଗରାଜ,୧୬।୬: ଉତ୍ତରପ୍ରଦେଶ ପ୍ରୟାଗରାଜର ପୂର୍ବତନ ଏସ୍‌ଏସ୍‌ପି ସତ୍ୟାର୍ଥ ଅନିରୁଦ୍ଧ ପଙ୍କଜ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ଆସିବା ପରେ ମଙ୍ଗଳବାର ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି...

ସେନା ଗାଡି ଦୁର୍ଘଟଣାଗ୍ରସ୍ତ : ୩ ଯବାନ ମୃତ

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀରର କୁପୱାଡା ଜିଲାରେ ପାଟ୍ରୋଲିଂ କରୁଥିବା ବେଳେ ବୁଧବାର ଏକ ସେନା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏତିରେ ତିନି ଜଣ ଯବାନଙ୍କର ମୃତ୍ୟୁ ଘଟିଛି।...

ବିବାହ ପାଇଁ ଦୁଇଟି ଭିନ୍ନ ଲିଙ୍ଗ ହେବା ଜରୁରୀ କି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୦।୪: ସମଲିଙ୍ଗୀ ବିବାହର ସ୍ବୀକୃତି ମାମଲାରେ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଶୁଣାଣି ବେଳେ ମୁଖ୍ୟ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ପ୍ରଶ୍ନ କରିଛନ୍ତି ଯେ,...

ଦେଢ ବର୍ଷ ପରେ ୯୮ ହିନ୍ଦୁ ତୀର୍ଥଯାତ୍ରୀ ଫେରିଲେ ପାକିସ୍ତାନ

ନୂଆଦିଲ୍ଲୀ,୭ ।୯: ପାକିସ୍ତାନରେ ରହୁଥିବା ୯୮ ହିନ୍ଦୁ ପରିବାର ଦୀର୍ଘ ଦେଢ ବର୍ଷ ପରେ ପୁଣିଥରେ ସେମାନଙ୍କ ଘର ପାକିସ୍ତାନକୁ ଫେରି ଯାଇଛନ୍ତି । ଏମାନେ...

ମହଙ୍ଗା ପିଆଜ ଯୋଗୁ ଅତୀତରେ ୨ ସରକାରଙ୍କ ପତନ ଘଟିଛି: ଏବେ କେଜ୍ରିଓ୍ବାଲ ସରକାରଙ୍କ ଉପରେ ଖଣ୍ଡା

ନୂଆଦିଲ୍ଲୀ,୨୫।୯: ଦେଶରେ ପିଆଜ ଦାମ୍‌ ଏବେ ବଢ଼ିଚାଲିଛି। ଅତୀତରେ ମହଙ୍ଗା ପିଆଜ ଯୋଗୁ ଦିଲ୍ଲୀର ୨ ସରକାରଙ୍କ ପତନ ଘଟିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ...

ଥରିଲା ପଶ୍ଚିମବଙ୍ଗ

କୋଲକାତା, ୨୬।୮: ପଶ୍ଚିମବଙ୍ଗରେ ବୁଧବାର ସକାଳ ୭ଟା ୫୪ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ଥିବା ଜାତୀୟ ଭୂବିଜ୍ଞାନ ଗବେଷଣା...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

Advertisement
Archives

Model This Week