Posted inଜାତୀୟ

ଜମ୍ମୁ-କଶ୍ମୀରରେ ସୁରକ୍ଷା କର୍ମୀଙ୍କୁ ମିଳିଛି ବଡ ସଫଳତା

ଶ୍ରୀନଗର,୨୬।୧: ଅଓ୍ବନ୍ତିପୋରାରେ ଶନିବାର ହୋଇଥିବା ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଏଥିରେ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦର ମୁଖ୍ୟଥିବା କାରୀ ୟାସିରଙ୍କ ଏହି ଏନକାଉଣ୍ଟରରେ ମୃତ୍ୟୁ ହୋଇଛି ବୋଲି କୁହାଯାଉଛି। କଶ୍ମୀରର ଆଇଜିଙ୍କ ସୂଚନା ଅନୁଯାୟୀ କାରୀ ୟାସିର ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ ଥିଲେ। ଏହାସହ ସେ ଆଇଇଡି ବ୍ଲାଷ୍ଟର ମାଷ୍ଟର ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଚତୁର୍ଥ ମୁଣ୍ଡନେଲା କରୋନା: ସଂକ୍ରମିତଙ୍କ ସଂଖ୍ୟା ୧୭୩କୁ ବୃଦ୍ଧି

ନୂଆଦିଲ୍ଲୀ, ୧୯।୩ : ପ୍ରାଣଘାତୀ କରୋନା ଭାଇରସ୍‌ କ୍ରମଶଃ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ଗୁରୁବାର ଏହା ଆଉ ଏକ ମୁଣ୍ଡ ଗଡ଼ାଇ ଥିବାବେଳେ ମୃତ୍ୟୁସଂଖ୍ୟା...

କୋଚି ବିମାନବନ୍ଦରରେ କରୋନା ରୋଗୀ

କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍‌ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ...

ବାୟୁସେନା ଦିବସରେ ଶକ୍ତି ପ୍ରଦର୍ଶନ କଲା ଭାରତ: ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା

ଗାଜିଆବାଦ୍‌,୮।୧୦: ଭାରତୀୟ ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳିତ ହୋଇଛି। ଉତ୍ତରପ୍ରଦେଶ ଗାଜିଆବାଦ୍‌ର ହିଣ୍ଡେନ୍‌ ବାୟୁସେନା ଏୟାର ବେସ୍‌ରେ ଏୟାର ଚିଫ୍‌ ମାର୍ଶାଲ ରାକେଶ...

ବିବାହ ବନ୍ଧନରେ ବାନ୍ଧିହେଲେ ଦଙ୍ଗଲ ଗର୍ଲ

ଚଣ୍ଡିଗଡ଼,୨।୧୨: ଅନ୍ତରାଷ୍ଟ୍ରୀୟ ପଦକ ବିଜେତା ତଥା ଦଙ୍ଗଲ ଗର୍ଲ ନାଁରେ ବେଶ୍‌ ପରିଚିତ ଥିବା ରେସ୍‌ଲର ବବିତା ଫୋଗଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହରିୟାଣା...

ଏଏମ୍‌ୟୁରେ କୁରାନ ସହିତ ରହିଛି ଗୀତା-ରାମାୟଣ : ମୋଦି

ଅଲୀଗଡ଼,୨୨।୧୨: ଅଲୀଗଡ଼ ମୁସଲିମ୍‌ ବିଶ୍ୱବିଦ୍ୟାଳୟ (ଏଏମ୍‌ୟୁ)ର ଶତାବ୍ଦୀ ବର୍ଷ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଶିକ୍ଷାର୍ଥୀଙ୍କୁ ଦେଶଗଠନ ପାଇଁ ଆଗେଇ ଆସିବାକୁ ଆହ୍ବାନ ଜଣାଇଛନ୍ତି।...

କରୋନା ଆକ୍ରାନ୍ତ ଟିଏମ୍‌ସି ବିଧାୟକଙ୍କ ପରଲୋକ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ଏଗ୍ରା ବିଧାୟକ ସମରେଶ ଦାସଙ୍କ ସୋମବାର ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ...

୩ ମାସ ଯାଏ ସରକାରଙ୍କୁ ଟଙ୍କାଟିଏ ବି ଦେବେନି ସିନେମାହଲ୍‌ ମାଲିକ

ଥିରୁଅନନ୍ତପୁରମ୍‌, ୧୨।୧: ମହାମାରୀ କରୋନାଠାରୁ ରକ୍ଷା ପାଇବା ପାଇଁ ବିଗତ ଏକ ବର୍ଷ ହେବ ସମସ୍ତ ଦେଶ ଏବଂ ରାଜ୍ୟ ସରକାର ଲୋକଙ୍କୁ ସହାୟତା ଯୋଗାଇ...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୬୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୮୮୬ ମୃତ

ନୂଆଦିଲ୍ଲୀ,୭।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର...

Advertisement
Archives

Model This Week