Posted inଜାତୀୟ

ଜମ୍ମୁ କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୬: ଜାମ୍ମୁ କାଶ୍ମୀରର ଅନ୍ତନାଗ କେପି ରୋଡ଼ରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ସିଆରପିଏଫର ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିସହ ଯବନାଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏବେ ବି ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ଗୁଳି ବିନିମୟରେ ଘଟଣାସ୍ଥଳରେ ୩ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନନ୍ତନାଗ ପୁଲିସ, ଏସଏଚଓ ଓ ସିଆରପିଏଫର ୫ ଜଣ ଯବାନଙ୍କ ଦେହରେ ଗୁଳି ବାଜିଥିଲା। ଆହତଙ୍କୁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସିତ ଅବସ୍ଥାରେ ୨ଜଣଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, କେପି ରୋଡ଼ରେ ପୁଲିସ ଓ ସିଆରପିଏଫର ଏକ ପାଟ୍ରୋଲିଂ ଦଳ ଉପରକୁ ଅତର୍କିତ ଭାବେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଢେ ପାଞ୍ଚଟାରେ ସିଏଲପି ମିଟିଂ, କଂଗ୍ରେସ ବିଧାୟକ ବାଛିବେ କର୍ନାଟକର ପରବର୍ତ୍ତି ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୪।୫: କର୍ନାଟକ ବିଧାନସଭା ନିର୍ବାଚନରେ ଏକାକି କଂଗ୍ରେସକୁ ସଂଖ୍ୟାଗରିଷ୍ଠତା ମିଳିବା ପରେ ରବିବାର ସନ୍ଧ୍ୟା ୫ଟା ୩୦ରେ କଂଗ୍ରେସ ବିଧାୟକ ଦଳ(ସିଏଲପି)ର ବୈଠକ ହେବାକୁ ଯାଉଛି।...

ଏସସିଓରେ ଭାରତ ଆତଙ୍କବାଦ କଥା ଉଠାଇବାରୁ ବିଲାଓ୍ବଲ କହିଲେ, କୁଟନୈତିକ ଲାଭ ପାଇଁ ଏହାକୁ ଅସ୍ତ୍ର କରା ନ ଯାଉ

ପଣଜି,୫।୫: ଗୋଆରେ ଚାଲିଥିବା ସାଂଘାଇ ସହଯୋଗ ସଙ୍ଗଠନ(ଏସସିଓ)ର ବହିର୍ବାପ୍ୟାର ମନ୍ତ୍ରୀଙ୍କ ବୈଠକରେ ଭାରତ ଆତଙ୍କବାଦ ଉପରେ କଡା ପ୍ରହାର କରିଛି। ଏହାରି ଭିତରେ ସିଧାସିଧା ଭାବେ...

ବିବାହ ସମୟରେ ପହଞ୍ଚିଲେ ପ୍ରେମିକା: ୨ଶହ ବରଯାତ୍ରୀ ସହ ବରଙ୍କୁ ଅଟକ ରଖିଲେ କନ୍ୟାପକ୍ଷ

ଭୋପାଳ,୧୧।୭: ଉତ୍ତରପ୍ରଦେଶରେ ଏକ ବିବାହ ଉତ୍ସବରେ ଅଘଟଣ ଘଟିଥିବା ପଦାକୁ ଆସିଛି। ବର ବିବାହ ହେବାକୁ ଯାଇଥିବା ବେଳେ କନ୍ୟାପକ୍ଷ ବରଯାତ୍ରୀଙ୍କୁ ଅଟକ ରଖିଥିବା ଘଟଣା...

ପ୍ରବାସୀଙ୍କ ପରେ ଏବେ ଏହି ଅନାଥ ଶିଶୁଙ୍କ ଦାୟିତ୍ୱ ନେବେ ସୋନୁ

ମୁମ୍ବାଇ: ଦେଶରେ ଜାରି ରହିଥିବା କରୋନା ଲକ୍‌ଡାଉନ ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ପ୍ରବାସୀଙ୍କ ପାଇଁ ଦେବଦୂତ ସାଜିଛନ୍ତି। ଲକ୍‌ଡାଉନ ସମୟରେ ବିଭିନ୍ନ ରାଜ୍ୟରେ...

କେଜରିଓ୍ବାଲଙ୍କ ମାଗଣା ଯାତ୍ରା ଘୋଷଣାକୁ ନେଇ ପ୍ରଶ୍ନ ଉଠାଇଲେ ମହିଳା

ନୂଆଦିଲ୍ଲୀ,୪।୬: ରାଜଧାନୀ ଦିଲ୍ଲୀରେ ମେଟ୍ରୋ ଟ୍ରେନ୍‌ ଓ ସରକାରୀ ବସ୍‌ରେ ଯାତ୍ରା କରୁଥିବା ମହିଳା ଏଣିକି ମାଗଣରେ ଯାତ୍ରା କରିବେ ବୋଲି ସୋମବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

ଲଶ୍କର ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୨।୬: ଜମ୍ମୁ-କାଶ୍ମୀରର ଶୋପିଆନ ଜିଲାରୁ ଜଣେ ଲଶ୍କର ଆତଙ୍କବାଦୀଙ୍କୁ ଗିରଫ କରିଛି। ଆତଙ୍କବାଦୀ ଜଣକ ଜାକିର ଅହମ୍ମଦ ଖାନ। ତାଙ୍କ ନିକଟରୁ ବନ୍ଧୁକ ଏବଂ ଅନ୍ୟାନ୍ୟ...

ବେଆଇନ ଗୋରୁ ଚାଲାଣ ମାମଲାରେ ପ୍ରାଣୀଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ଗାଡ଼ି ମାଲିକ : ହାଇକୋର୍ଟ…

ମୁମ୍ବାଇ,୨୯।୧୨ : ବମ୍ବେ ହାଇକୋର୍ଟ କହିଛନ୍ତି ଯେ ବେଆଇନ ଗୋରୁ ଚାଲାଣ ମାମଲାରେ ବିଚାର ଶେଷ ନହେବା ପର୍ଯ୍ୟନ୍ତ ପ୍ରାଣୀଙ୍କର ପରିବହନ, ଚିକିତ୍ସା ତଥା ଯତ୍ନ...

ବଢୁଛି ଆର୍ଯ୍ୟନଙ୍କ ସମସ୍ୟା: ସୋମବାର ପୂର୍ବରୁ ହେବନାହିଁ ଜାମିନ ଶୁଣାଣି

ମୁମ୍ବାଇ,୯ ।୧୦: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନଙ୍କ ସମସ୍ୟା କମ୍ ହେବାର ନାଁ ନେଉନି । ଶନିବାର-ରବିବାର କୋର୍ଟ ବନ୍ଦ ରହୁଥିବାରୁ ତାଙ୍କ...

Advertisement
Archives

Model This Week