Posted inଜାତୀୟ

ଜମ୍ମୁ-କଶ୍ମୀର ଏନ୍‌କାଉଣ୍ଟର: କର୍ନେଲ, ମେଜରଙ୍କ ସମେତ ୫ ଯବାନ ଶହୀଦ

ହନ୍ଦଓ୍ବାଡା,୩।୫: ଉତ୍ତର କଶ୍ମୀରର ହନ୍ଦଓ୍ବାଡାରେ ରବିବାର ହୋଇଥିବା ଏନ୍‌କାଉଣ୍ଟରରେ ଜଣେ କର୍ନେଲ, ଜଣେ ମେଜର, ଜଣେ ପୋଲିସ ଅଧିକାରୀ ଓ ୨ ଯବାନ ଶହୀଦ ହୋଇଥିବା ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି। ୨୧ ରାଇଫଲ୍ସର କମାଣ୍ଡିଙ୍ଗ ଅଫିସର କର୍ନେଲ ଆଶୁତୋଷ ଶର୍ମା, ଏଥିରେ ଶହୀଦ ହୋଇଥିବା କହିଛି ଭାରତୀୟ ସେନା। କର୍ନେଲ ଶର୍ମା ପୂର୍ବରୁ କିଛି ଏନ୍‌କାଣ୍ଟରରେ ସଫଳତା ପାଇଥିବାର ରେକର୍ଡ ରହିଛି। ତେବେ ରବିବାର ହୋଇଥିବା ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ମଧ୍ୟ ନିହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri