Posted inଜାତୀୟ

ଜମ୍ମୁ-କଶ୍ମୀର ଛାଡ଼ ନିର୍ଦ୍ଦେଶ: ଶ୍ରୀନଗର ବିମାନ ବନ୍ଦରରେ ଟିକେଟ ପାଇଁ ପର୍ଯ୍ୟଟକଙ୍କ ଭିଡ଼

ଶ୍ରୀନଗର,୩।୮: ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅମରନାଥ ଯାତ୍ରାକୁ ସ୍ଥଗିତ ରଖିବା ସହିତ ଶୀଘ୍ର ଜମ୍ମୁ-କଶ୍ମୀର ଛାଡିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବାପରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏଠାକୁ ଆସିଥିବା ପର୍ଯ୍ୟଟକ ଫେରିବା ଟିକେଟ ପାଇଁ ଶ୍ରୀନଗର ବିମାନ ବନ୍ଦରରେ ଭିଡ଼ ଜମାଇଛନ୍ତି। ଏୟାର ଇଣ୍ଡିଆ, ଇଣ୍ଡିଗୋ ଏବଂ ଭିସ୍ତାରା ଆଦି ବିମାନ ପରିବହନ ସଂସ୍ଥା ପକ୍ଷରୁ ଏଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି। ପରିସ୍ଥିତି ଉପରେ ତୀକ୍ଷଣ ଦୃଷ୍ଟି ରଖାଯାଇଛି। ଆବଶ୍ୟକ ପଡ଼ିଲେ ଅଧିକ ବିମାନକୁ ପରିବହନ କାର୍ଯ୍ୟରେ ଲଗା ଯିବ ବୋଲି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରେଶନ ବେଳେ ହତବାକ୍‌ ହେଲେ ଡାକ୍ତର: ପେଟରୁ ବାହାରିଲା ଛୁଞ୍ଚି, ବେଲ୍ଟ ସମେତ ୩୩ ସାମଗ୍ରୀ

ଛତ୍ରପୁର,୧୭।୭: ମଧ୍ୟପ୍ରଦେଶରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଜଣେ ରୋଗୀଙ୍କ ପେଟରୁ ଡାକ୍ତର ୩୩ ପ୍ରକାରର ଜିନିଷ ବାହାର କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଛତ୍ରପୁର...

କରୋନା ଲଢ଼େଇରେ ବଡ଼ ଅଭିଯାନ: ଜାନୁୟାରୀ ୨ରୁ ସମସ୍ତ ରାଜ୍ୟରେ ଟିକାକରଣ ଅଭ୍ୟାସ

ନୂଆଦିଲ୍ଲୀ,୩୧।୧୨: ଭାରତରେ କରୋନା ଟିକାକରଣ ପାଇଁ ସରକାରଙ୍କ ପକ୍ଷରୁ ଜାନୁୟାରୀ ୨ଠାରୁ ବଡ଼ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର...

କଂଗ୍ରେସର ଆଉ ୨ ବିଧାୟକ ଦେଲେ ଇସ୍ତଫା

ବେଙ୍ଗାଲୁର,୧୦।୭: କର୍ନାଟକରେ କଂଗ୍ରେସ ଓ ଜେଡି(ଏସ୍‌) ମେଣ୍ଟ ସରକାରକୁ ପୁଣି ଥରେ ଝଟକା ଲାଗିଛି। ବୁଧବାର କଂଗ୍ରେସର ଆଉ ୨ ଜଣ ବିଧାୟକ ଇସ୍ତଫା ଦେଇଛନ୍ତି।...

ବାଜପେୟୀଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ମହାନ ରାଜନେତା ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ଶୁକ୍ରବାର ଜନ୍ମବାର୍ଷିକୀ ପାଳନ କରାଯାଉଛି। ୩ ଥର ଦେଶର ପ୍ରଧାନମନ୍ତ୍ରୀ...

ବିଶ୍ୱବିଦ୍ୟାଳୟରେ ଅଗଷ୍ଟ ୧୫ ପର୍ଯ୍ୟନ୍ତ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ, ରାଜ୍ୟକୁ ଚିଠି ଲେଖିଲା ୟୁଜିସି…

ନୂଆଦିଲ୍ଲୀ,୨୦।୭ : ଦେଶର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଏବଂ ଶିକ୍ଷାନୁଷ୍ଠାନରେ ମଧ୍ୟ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଚାଲିବ। ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ...

ଆଜି କୋର୍ଟରେ ହାଜର ହେବେ ଲାଲୁ ଯାଦବ, ରାବ୍ରି ଦେବୀ

ନୂଆଦିଲ୍ଲୀ,୧୫।୩: ଜମି ବଦଳରେ ଚାକିରି ଦେବା ମାମଲାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ସ୍ତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି...

ମମତାଙ୍କ କ୍ୟାବିନେଟରେ ଲାଗିଲା ମୋହର: ବିଶ୍ୱବିଦ୍ୟାଳୟର କୁଳାଧିପତି ହେବେ ମୁଖ୍ୟମନ୍ତ୍ରୀ

କୋଲକାତା,୬।୬: ପଶ୍ଚିମବଙ୍ଗରେ ସୋମବାର ଏକ ବଡ଼ ପରିବର୍ତ୍ତନ ହୋଇଛି। ଯାହାକୁ ମମତାଙ୍କ କ୍ୟାବିନେଟ ମଧ୍ୟ ମୋହର ଲଗାଇଥିବା ଜଣାପଡ଼ିଛି। ରାଜ୍ୟପାଳ ଜଗଦୀପ ଧନଖରଙ୍କ ବଦଳରେ ଏବେ...

ଓଡ଼ିଶାର ପୂର୍ବତନ ଏମ୍‌ପି, ୨ ପୂର୍ବତନ ବିଧାୟକଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୫।୮:ଚିଟ୍‌ଫଣ୍ଡ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଏକ କମ୍ପାନୀର ୨.୧୬ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରିଛି।...

Advertisement
Archives

Model This Week