Posted inଜାତୀୟ

ଜମ୍ମୁ-କଶ୍ମୀର ଛାତ୍ରୀଛାତ୍ରଙ୍କୁ ମିଳିଲା ଇଣ୍ଟରନେଟ୍‌ ସୁବିଧା

ଶ୍ରୀନଗର,୬।୧: ବେଶ୍‌ କିଛିଦିନ ହେବ ଜମ୍ମୁ-କଶ୍ମୀରରେ ଇଣ୍ଟରନେଟ୍‌ ସେବା ବନ୍ଦ କରି ଦିଆଯାଇଥିବା ବେଳେ କିଛିଦିନ ତଳେ ଏହା ପୁଣିଥରେ କାର୍ଯ୍ୟକାରୀ କରାଯାଇଥିଲା। ଆଗକୁ ନିଟ୍‌(ଏନ୍‌ଇଇଟି) ୨୦୨୦ ପରୀକ୍ଷା ଥିବା ବେଳେ ଅଓ୍ବନ୍ତିପୋରାରେ ସୋମବାର ଛାତ୍ରୀଛାତ୍ରଙ୍କୁ ଇଣ୍ଟରନେଟ୍‌ ସୁବିଧା ଯୋଗାଇ ଦିଆଯାଇଥିବା ଜଣାପଡିଛି। ଏମାନେ ଏହି ପରୀକ୍ଷା ପାଇଁ ଇଣ୍ଟରନେଟ୍‌ ମାଧ୍ୟମରେ ଫର୍ମ ପୂରଣ କରିପାରିବେ ବୋଲି ଜିଲା ପୋଲିସ କହିଛି। ସୂଚନାଯୋଗ୍ୟ, ଗତବର୍ଷ ଅଗଷ୍ଟ ମାସରୁ ଏଠାରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ପରେ ମୋଦି ସରକାର ସୁରକ୍ଷାକୁ ଦୃଷ୍ଟିରେ ରଖି ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦେଇଥିଲେ। ଏହାସହ କେତେଜଣ ରାଜନେତାଙ୍କୁ ମଧ୍ୟ ଗୃହବନ୍ଦୀ କରି ରଖିଥିଲେ। ଏବେ ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେବାରେ ଲାଗିଥିବାରୁ ଇଣ୍ଟରନେଟ୍‌ ସେବା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri