ଜମ୍ମୁ-କଶ୍ମୀର, ଲଦାଖର ବିଭିନ୍ନ କଲେଜକୁ ପଠାଗଲା ରାଖୀ

ହିଞ୍ଜିଳିକାଟୁ,୧୪।୮(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରରୁ ଅନୁଚ୍ଛେଦ ୩୭୦  ଉଚ୍ଛେଦ ପରେ ବିଭିନ୍ନସ୍ତରରେ ଭିନ୍ନଭିନ୍ନ ଆଲୋଚନା କରାଯାଉଛି। ତେବେ ସେଠାକାର କଲେଜ ଛାତ୍ରୀଛାତ୍ରଙ୍କୁ ସ୍ନେହ ଶ୍ରଦ୍ଧା ଜ୍ଞାପନ ପାଇଁ ହିଞ୍ଜିଳିକାଟୁ କଲେଜ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଅଭିନବ ପ୍ରୟାସ କରାଯାଇଛି। ଜମ୍ମୁ- କଶ୍ମୀର ଓ ଲଦାଖର ବିଭିନ୍ନ କଲେଜକୁ ହିଞ୍ଜିଳିକାଟୁ କଲେଜ ପକ୍ଷରୁ ସ୍ନେହର ପ୍ରତୀକ ସ୍ବରୂପ ରାଖୀ ପ୍ରେରଣ କରାଯାଇଛି। ବୁଧବାର କଲେଜ ପରିସରରେ ବହୁ ଛାତ୍ରୀଛାତ୍ର ଲଫାପାରେ ରାଖୀକୁ ପଠାଇବା ସହ ୱାନ୍‌ ଇଣ୍ଡିଆ ବାର୍ତ୍ତା ପ୍ରେରଣ କରିଛନ୍ତି। ଶିବାନୀ ପାତ୍ରଙ୍କ ନେତୃତ୍ୱରେ କାଜଲ ପାଢ଼ୀ, ଜସମିନ୍‌ ପାଢ଼ୀ, ସରସ୍ବତୀ ବେହେରା, କେ. ପୂଜା, ସୋନାଲି ବେହେରା, ମୁକେଶ ପାଣିଗ୍ରାହୀ, ଅମିତ ପାଣିଗ୍ରାହୀ, ରାଜା ସ୍ବାଇଁ ପ୍ରମୁଖଙ୍କ ସହ କଲେଜର ବହୁ ଛାତ୍ରୀଛାତ୍ର ଏଥିରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପାଇଁ ପ୍ରଶାସନର କଠୋର ପଦକ୍ଷେପ: ଗଞ୍ଜାମ ସହରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌

ଗଞ୍ଜାମ,୨।୪(ଡି.ଏନ୍‌.ଏ.): ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ବିଭିନ୍ନ...

ବନ୍ୟାରେ ମତ୍ସ୍ୟଚାଷୀଙ୍କ ଜୀବିକା ଭାସିଗଲା

କେନ୍ଦ୍ରାପଡ଼ା, ୯।୮(ଜଗନ୍ନାଥ ଧଳ): ଚଳିତ ବନ୍ୟା କେନ୍ଦ୍ରାପଡ଼ା ଜିଲାର ଜୀବନ ଜୀବିକାକୁ ବିପର୍ଯ୍ୟସ୍ତ କରି ଦେଇଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଜିଲାର ୭...

ବାସୁଦେବପୁର ମାଟିରେ ଥାଇ ଆପଲ ବେର୍‌

ପଦ୍ମପୁର,୩।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ପଞ୍ଚାୟତର ତୁଳମତୁଳା ଗ୍ରାମର କେନାଲ କୂଳରେ ଅଧଏକର ଜମିରେ ହୋଇଛି ବଗିଚା। ଚାରିପଟେ ନିବୁଜ ବାଡ଼...

ପିପିଟି-ପିଏଚ୍‌ଓ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ପାରାଦୀପ, ୨୧।୨ (ସ୍ବ.ପ୍ର.): ପାରାଦୀପ ବନ୍ଦରରେ ବିଦେଶୀ ନାବିକଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ପ୍ରଥମକରି ପୋର୍ଟ ହେଲ୍‌ଥ ୟୁନିଟ୍‌ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର...

ପାଣି ପାଇଁ ଡହଳବିକଳ ଆତରସିଂବାସୀ

ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢ଼ୀ): ଗଜପତି ଜିଲାର ଅନେକ ଅଞ୍ଚଳରେ ପିଇବା ପାଣିର ଘୋର ଅଭାବ ପରିଲକ୍ଷିତ ହେଉଛି। ଆର.ଉଦୟଗିରି ଥାନା ଆତରସିଂ ଗ୍ରାମରେ ଉତ୍କଟ ଜଳାଭାବ...

ଆନ୍ଧ୍ରପ୍ରଦେଶରୁ ସାଇକେଲରେ ଫେରିଲେ ଯୁବକ

ଭଣ୍ଡାରିପୋଖରୀ, ୨୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କୁରିଗାଁ ପଞ୍ଚାୟତ ଢି଼ଅସାହି ଗ୍ରାମର ଜଣେ ଯୁବକ ସୁଦୂର ୭୦୦ କି.ମି. ଆନ୍ଧ୍ରପ୍ରଦେଶରୁ ସାଇକେଲରେ ଆସି ସୋମବାର କୁରିଗାଁରେ...

ରୌଦ୍ରତାପରେ ଜଳୁଛି ଟିଟିଲାଗଡ଼, ବଲାଙ୍ଗୀର

  ବଲାଙ୍ଗୀର ଅଫିସ, ୨୬ା୫ ବଲାଙ୍ଗୀର ଜିଲାରେ ଗତ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ଜାରି ରହିଛି ା ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ରେକର୍ଡ...

ଶିକ୍ଷା, ସମବାୟ, ବନ ବିଭାଗକୁ ଯାଞ୍ଚ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ, ୫୪: କଠିନ ପରିଶ୍ରମ କରି ବହୁ ମେଧାବୀ ଛାତ୍ରୀଛାତ୍ର, ତାଲିମପ୍ରାପ୍ତ ଯୁବତୀ, ଯୁବକ ଯୋଗ୍ୟତା ପ୍ରମାଣପତ୍ର ଧରି ବାରଦୁଆର ହେଉଛନ୍ତି। ହେଲେ ସହସ୍ରାଧିକ...

Advertisement
Archives

Model This Week