Posted inଜାତୀୟ

ଜମ୍ମୁ-କଶ୍ମୀର ସ୍ଥିତି ପରଖିବାକୁ ପହଞ୍ଚିଲେ ୧୫ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୯।୧: ଜମ୍ମୁ-କଶ୍ମୀରର ସ୍ଥିତି ପରଖିବାକୁ ୧୫ ରାଷ୍ଟ୍ରଦୂତ ଗୁରୁବାର ନୂଆଦିଲ୍ଲୀ ପହଞ୍ଚିଛନ୍ତି। ଏମାନେ ଜାନୁୟାରୀ ୯-୧୦ ଦୁଇଦିନ ଧରି କଶ୍ମୀରରେ ରହିବେ। ଏମାନଙ୍କ ମଧ୍ୟରେ ରହିଛନ୍ତି ଆମେରିକା, ମାଲଡିଭିସ, ନରଓ୍ବେ, ଆର୍ଜେଣ୍ଟିନା, ନାଇଜର, ଟୋଗୋ, ଭିଏତ୍‌ନାମ, ବାଂଲାଦେଶ, ସାଉଥ୍‌ କୋରିଆ, ପେରୁ ଆଦି ଦେଶର ରାଷ୍ଟ୍ରଦୂତ। ଏମାନେ ସେଠାରେ ସିଭିଲ୍‌ ସୋସାଇଟି ଲିଡରଙ୍କୁ ସାକ୍ଷାତ୍‌ କରିବା ସହ ସେଠାରେ ସୁରକ୍ଷା ବ୍ୟବସ୍ଥା, ସେନା ଓ ଗୁଇନ୍ଦା ବିଭାଗର ସ୍ଥିତି ଉପରେ ନଜର ପକାଇବେ। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମଥର ଲାଗି ଏମାନେ ସେଠାକୁ ଗସ୍ତ କରିଛନ୍ତି। ସରକାରଙ୍କ ପକ୍ଷରୁ ଅଧିକାରୀମାନଙ୍କର ଏହା ପ୍ରଥମ କଶ୍ମୀର ଗସ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ପିଆର୍‌-ଏନ୍‌ଆର୍‌ସି ସମ୍ପର୍କ ନାହିଁ

ନୂଆଦିଲ୍ଲୀ,୨୫ା୧୨ (ପି.ଟି./ଆଇଏଏନ୍‌ଏସ୍‌): ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ମଧ୍ୟରେ କିଛି ସମ୍ପର୍କ ନାହିଁ। ତେଣୁ ଏନପିଆର୍‌କୁ ନେଇ ରାଜ୍ୟ...

ପରିବାର ସହ ବର୍ଷକୁ ଶହେ ଦିନ ରହିବେ ଏନ୍‌ଏସ୍‌ଜି ଯବାନ: ଶାହା

କୋଲକାତା,୧।୩: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ସକାଳ ପ୍ରାୟ ୧୧ଟାରେ କୋଲକାତାରେ ପହଞ୍ଚିଛନ୍ତି। ଏହି ସମୟରେ ସେ ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ(ଏନ୍‌ଏସ୍‌ଜି)ର ନୂତନ ଗୃହ...

ସିସୋଡିଆଙ୍କ ଚ୍ୟାଲେଞ୍ଜ, ୪ ଦିନ ମଧ୍ୟରେ ମତେ ଗିରଫ କର…

ନୂଆଦିଲ୍ଲୀ, ୧୫।୯ : ଦିଲ୍ଲୀରେ ହୋଇଥିବା ମଦ ଦୁର୍ନୀତି ସମ୍ପର୍କରେ ଭାରତୀୟ ଜନତା ପାର୍ଟି (ଭାଜପା) ଦ୍ୱାରା ପ୍ରକାଶିତ ଷ୍ଟିଙ୍ଗ ଭିଡିଓକୁ ନେଇ ଉପମୁଖ୍ୟମନ୍ତ୍ରୀ ମନୀଷ...

‘ଏଏପି’ରେ ଯୋଗ ଦେଲେ ଅଭିନେତ୍ରୀ

ନୂଆଦିଲ୍ଲୀ,୧୩।୫: ଅଭିନେତ୍ରୀ କଙ୍ଗନା ଶର୍ମା ଗୁରୁବାର ‘ଏଏପି’ରେ ଯୋଗ ଦେଇଛନ୍ତି। ଏ ନେଇ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଅରବିନ୍ଦ କେଜ୍‌ରିୱାଲଙ୍କ ନୀତି ଦ୍ୱାରା ବଲିଉଡର...

ଭାଜପା ଏମ୍‌ପିଙ୍କ ସରକାରଙ୍କୁ ପ୍ରଶ୍ନ, ବେରୋଜଗାରୀ ପାଇଁ ଦାୟୀ କିଏ ?…

ନୂଆଦିଲ୍ଲୀ,୨୮।୭ : ଭାଜପା ନେତା ତଥା ଏମ୍‌ପି ବରୁଣ ଗାନ୍ଧୀ ପୁଣି ଥରେ ନିଜ ଦଳର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସଂସଦରେ ସରକାର ଦେଇଥିବା ଏହି...

ଡାକ୍ତରଙ୍କୁ ଦରମା ନ ମିଳିବା ନେଇ ମତ ରଖିଲେ ସୁପ୍ରିମକୋର୍ଟ: କହିଲେ, ଯୁଦ୍ଧରେ ସୈନ୍ୟଙ୍କୁ କରିପାରିବ ନାହିଁ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୨।୬: କରୋନା ଭାଇରସ୍‌ ବିରୋଧରେ ଯୋଦ୍ଧା ସାଜିଥିବା ଡାକ୍ତରଙ୍କ ଦରମା ନ ମିଳିବା ଏବଂ ତାଙ୍କର ଉପଯୁକ୍ତ ରହଣୀ ବ୍ୟବସ୍ଥାକୁ ନେଇ ଶୁକ୍ରବାର କଡ଼ା ଆଭିମୁଖ୍ୟ...

ଦେଶର ପ୍ରଥମ ଓ୍ବାଟର ମେଟ୍ରୋର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଥିରୁଭାନନ୍ତପୁରମ୍‌,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଥିରୁଭାନନ୍ତପୁରମ୍‌ରେ ଡିଜିଟାଲ ସାଇନ୍ସ ପାର୍କର ମୂଳଦୁଆ ପକାଇବା ସହ କୋଚିରେ ୱାଟର ମେଟ୍ରୋ ତଥା ବିଭିନ୍ନ ପ୍ରକଳ୍ପର ଉ୍‌ଦଘାଟନ କରିଛନ୍ତି।...

ମୋଦିଙ୍କ ଶପଥ ଗ୍ରହଣରେ ଫସିଲେ ଆଶା: ସ୍ମୃତି କଲେ ସାହାଯ୍ୟ

ନୂଆଦିଲ୍ଲୀ,୩୧।୫: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବା ପାଇଁ ଗୁରୁବାର ନୂଆଦିଲ୍ଲୀରେ ହଜାର ହଜାର ସଂଖ୍ୟାରେ ଲୋକ ସାମିଲ ହୋଇଥିଲେ। ରାଜନୀତିଜ୍ଞଙ୍କଠାରୁ ଆରମ୍ଭ...

Advertisement
Archives

Model This Week