Posted inଜାତୀୟ

ଜମ୍ମୁ-କଶ୍ମୀର ସ୍ଥିତି ସଙ୍କଟ ଜନକ; ଅତ୍ୟାଚାରରୁ ମୁକ୍ତି ଚାହୁଁଛନ୍ତି ଲୋକେ: ପ୍ରଗତି ମହିଳା ସଂଗଠନ

ଶ୍ରୀନଗର,୨୪।୯: ଜମ୍ମୁ-କଶ୍ମୀରର ସ୍ଥିତି ସଙ୍କଟ ଜନକ ରହିଛି। ଏଠାରେ ପ୍ରଶାସନିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ରାଜ୍ୟରେ ଜଙ୍ଗଲ ଆଇନ ଚାଲିଥିବା ପ୍ରଗତି ମହିଳା ସଂଗଠନ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇଛି। ସେମାନଙ୍କର ଗାରିମା ଏବଂ ସ୍ବାଭିମାନ ଏହାଦ୍ୱାରା ଭଙ୍ଗ ହୋଇଥିବା ଲୋକେ ଅନୁଭବ କରୁଥିବା ରିପୋର୍ଟରେ ଦର୍ଶାଯାଇଛି। ଯେ କୌଣସି ପରିବାରର ପିଲାଙ୍କୁ ବିନା କାରଣରେ ପୋଲିସ ଉଠାଇ ନେଉଛି। ସେ ନେଇ କୌଣସି ଖୋଜ୍‌ ଖବର ମଧ୍ୟ ମିଳୁନି। ହସ୍ପିଟାଲରେ ସ୍ବାସ୍ଥ୍ୟ ସେବା ଯୋଗାଇବା ଅସମ୍ଭବ ହୋଇ ପଡ଼ିଥିବା ମହିଳା ସଂଗଠନ ସହିତ ଜଡ଼ିତ ଥିବା ଆଇନଜୀବୀ ପୁନମ୍‌ କୌଶିକ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ…

୨୦୬୪ ସୁଦ୍ଧା ଅଧା କମିଯିବ କି ବିଶ୍ୱର ଜନସଂଖ୍ୟା? ବୈଜ୍ଞାନିକମାନେ ଦେଲେ ବଡ଼ ଚେତବାନୀ

ଓ୍ବାଶିଂଟନ,୧୮।୬: ଏକ ନୂତନ ଅନ୍ତର୍ଜାତୀୟ ଅଧ୍ୟୟନ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ, ମହାମାରୀ ଏବଂ ଯୁଦ୍ଧ ଭଳି ବିପଦ ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଗବେଷଣା ଆକଳନ…

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri