Posted inଜାତୀୟ

ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଭୂସ୍ଖଳନ: ୧୦ ଘଣ୍ଟା ଧରି ଅଟକି ରହିଲା ୧୫୦୦ ଗାଡି

ଶ୍ରୀନଗର,୨୭।୧୨-ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ରବିବାର ସକାଳେ ଭୂସ୍ଖଳନ ହୋଇଛି। ଫଳରେ ଦୀର୍ଘ ୧୦ ଘଣ୍ଟା ଧରି ରାସ୍ତା ଅବରୋଧ ହୋଇଥିଲା। ଏଥିଯୋଗୁ ଜାତୀୟ ରାଜପଥରେ ପ୍ରାୟ ୧୫୦୦ ଗାଡି ଅଟକି ରହିଥିଲା।
ଜାତୀୟ ରାଜପଥ ଟ୍ରାଫିକ୍‌ ବରିଷ୍ଠ ଅଧୀକ୍ଷକ ଜେଏସ ଜୋହର କହିଛନ୍ତି, ରାମବାନ ଜିଲାର CRPF କ୍ୟାମ୍ପ ନିକଟ ଡୁଗି ପୁଲି ଚାନ୍ଦକୋଟରେ ଏହି ଭୂସ୍ଖଳନ ହୋଇଥିଲା। ଦୀର୍ଘ ସମୟ ଧରି ରାଜପଥରେ ବହୁ ଗାଡି ଠିଆ ହୋଇ ରହିଥିଲା। ପରେ ରାସ୍ତାରୁ ମାଟି ଗୁଡିକୁ ଜେସିବି ମେଶିନ ସାହାଯ୍ୟରେ ହଟା ଯାଇଥିଲା। ସା ୭.୩୦ ପରେ ଗାଡି ଚଳାଚଳ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri