Posted inଜାତୀୟ

ଜରୁରୀ କାଳୀନ ପରିସ୍ଥିତିରେ ୨୨ ବର୍ଷ ବୟସ୍କ ଜେଟଲୀ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ କରିଥିଲେ ସତ୍ୟାଗ୍ରହ

ନୂଆଦିଲ୍ଲୀ,୨୪।୮: ପୂର୍ବତନ  ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଜଣେ ନିର୍ଭୀକ ରାଜନେତା ଥିଲେ। ୧୯୭୫ରେ ଦେଶରେ ଜରୁରୀ କାଳୀନ ପରିସ୍ଥିତି ଜାରି ସମୟରେ ଜେଟଲୀ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ସତ୍ୟାଗ୍ରହ କରିଥିଲେ। ୧୯୭୫ ଜୁନ୍‌ ୨୫-୨୬ ମଧ୍ୟ ରାତ୍ରରେ ଦେଶର ବଡ଼ ବଡ଼ ରାଜନେତାଙ୍କୁ ଗିରଫ କରାଯାଇଥିଲା। ଜୁନ୍‌ ୨୬ ସକାଳେ ୨୨ ବର୍ଷର ଛାତ୍ର ନେତା ଜେଟଲୀ ଇନ୍ଦିରାଙ୍କ ବିରୋଧରେ ଛାତ୍ରୀଛାତ୍ରଙ୍କ ଫଉଜ ନେଇ ପ୍ରଥମେ ସତ୍ୟାଗ୍ରହ କରିଥିଲେ। ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଇନ୍ଦିରାଙ୍କ କୁଶପୁତ୍ତଳିକା ଦାହ କରାଯିବା ସହିତ ଚମତ୍କାର ଶୈଳୀରେ ଭାଷଣ ଦେଇଥିଲେ। ଏହାପରେ ତାଙ୍କୁ ଗିରଫ କରାଯାଇ ତିହାର ଜେଲ୍‌ରେ ବନ୍ଦ କରାଯାଇଥିଲା। ବିଭିନ୍ନ ଗଣମାଧ୍ୟମରେ ଜେଟଲୀଙ୍କ ନାମକୁ ନେଇ ଚର୍ଚ୍ଚା ହୋଇଥିଲା। ଏହି ଘଟଣା ଇନ୍ଦିରା ସରକାରଙ୍କ ପାଇଁ ଏକ ଚ୍ୟାଲେଞ୍ଜ୍‌ ସୃଷ୍ଟି କରିବା ସହିତ ଜେଟଲୀଙ୍କ ରାଜନୈତିକ ଜୀବନରେ ପରିବର୍ତ୍ତନ ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri