ଜରୁରୀ ସହାୟତା ପାଣ୍ଠି ଗଠନ କଲେ ମୋଦି

ନୂଆଦିଲ୍ଲୀ,୨୯ା୩(ପି.ଟି.): କରୋନା ସଂକ୍ରମଣ ରୋକିବା ସହ ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଜରୁରିକାଳୀନ ସହାୟତା ପାଣ୍ଠି ଗଠନ ଲାଗି ଶନିବାର ଘୋଷଣା କରିଛନ୍ତି। ସୁସ୍ଥ ଭାରତ ଗଠନରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଜରୁରୀ ସ୍ଥିତିରେ ରିଲିଫ ପାଣ୍ଠି (ପିଏମ୍‌-କେୟାର୍ସ ଫଣ୍ଡ) ସହାୟକ ହେବ ବୋଲି ସେ ଟୁଇଟ୍‌ କରିଛନ୍ତି। କୋଭିଡ୍‌-୧୯ ବିରୋଧରେ ଭାରତର ଲଢ଼େଇ ଲାଗି ଦାନ କରିବାକୁ ଚାହୁଁଥିବା ଯେକୌଣସି ବ୍ୟକ୍ତି ଏ ସମ୍ପର୍କରେ ଜଣାଇପାରିବେ। ଏହି ପାଣ୍ଠିକୁ ମଧ୍ୟ ଅନ୍ୟ ବିପର୍ଯ୍ୟୟ ସମୟରେ ଉପଯୋଗ କରାଯାଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ଏହି ନୂଆ ଦାତବ୍ୟ ଟ୍ରଷ୍ଟର ଅଧ୍ୟକ୍ଷ ରହିବାକୁ ଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏହାର ସଦସ୍ୟ ରହିବେ ବୋଲି ଜଣାପଡିଛି। ଏହି ପାଣ୍ଠିକୁ ଦାନ କରିବା ଲାଗି ବହୁ ବିଶିଷ୍ଟ ବ୍ୟକ୍ତି ଆଗେଇ ଆସିଛନ୍ତି। ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ୨୫ କୋଟି ଟଙ୍କା ଦାନ କରିବାକୁ ଟୁଇଟର ଯୋଗେ ଘୋଷଣା କରିଛନ୍ତି। ବର୍ତ୍ତମାନ ସମୟରେ ଦେଶବାସୀଙ୍କ ଜୀବନ ବଡ଼। ‘ଜାନ୍‌ ହୈ ତୋ ଜହାଁ ହୈ’ ବୋଲି ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋପାଳ ରାଜଭବନକୁ ପହଞ୍ଚିଲା କରୋନା

ଭୋପାଳ,୨୫।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସୋମବାର ୨୪ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସହରର ହଟସ୍ପଟ ଜୋନ କରୋନା ସଂକ୍ରମଣର ଶିକାର...

୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଜନଗଣନା ଆଶା କମ, ପାଣିଠାରୁ ନେଇ ଲ୍ୟାପଟପ ପର୍ଯ୍ୟନ୍ତ ପଚରାଯିବ ୩୧ ପ୍ରଶ୍ନ…

ନୂଆଦିଲ୍ଲୀ,୨୮।୫ : କରୋନା ମହାମାରୀ କାରଣରୁ ସ୍ଥଗିତ ଜନଗଣନା ପ୍ରକ୍ରିୟା ଲୋକସଭା ନିର୍ବାଚନ ପୂର୍ବରୁ ଆରମ୍ଭ ହେବାର ଆଶା କମ ରହିଛି। ଅଧିକାରୀମାନେ ଏ ସମ୍ପର୍କରେ...

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୯ କୁ ବୃଦ୍ଧି...

ଆଇନ ଶୃଙ୍ଖଳାରେ ବାଧା ସୃଷ୍ଟି କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୩।୪: ‘ଓ୍ବାରିସ ପଞ୍ଜାବ ଦେ’ର ମୁଖ୍ୟ ଅମୃତପାଲ ସିଂ ଗିରଫ ହେବା ପରଠାରୁ ଏବେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଇତିମଧ୍ୟରେ ପଞ୍ଜାବ ମୁଖ୍ୟମନ୍ତ୍ରୀ...

ଅଗଷ୍ଟ ୧ରୁ କଲେଜ ପାଠପଢ଼ା

ନୂଆଦିଲ୍ଲୀ,୩୦ା୪: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ୨୦୨୦-୨୧ ଶିକ୍ଷାବର୍ଷ ଲାଗି ବୁଧବାର ନୂଆ ଗାଇଡ୍‌ଲାଇନ ଜାରି କରିଛି। ଏହି ଗାଇଡ୍‌ଲାଇନ ଅନୁଯାୟୀ ପୁରୁଣା ଛାତ୍ରୀଛାତ୍ରଙ୍କ ପାଠପଢ଼ା...

ମୁମ୍ବାଇରେ ବର୍ଷା ବିତ୍ପାତ: ୩୨ ମୃତ

ମୁମ୍ବାଇ, ୧୯।୭: ମୁମ୍ବାଇରେ ରାତି ସାରା ଲଗାଣ ବର୍ଷା ଯୋଗୁ ଭୂସ୍ଖଳନ ଘଟି କେତେକ ଘର ଭୁଶୁଡ଼ି ପଡ଼ିବାରୁ ୩୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବଜ୍ରପାତରେ...

୨୫୦ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ରଖିଛି ଆଇଏସ୍‌ଆଇ…

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ୨୫୦ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ପ୍ରସ୍ତୁତ ରଖିଛି। ଶୀତଦିନେ ତୁଷାରପାତ ପୂର୍ବରୁ ଆତଙ୍କବାଦୀଙ୍କୁ ଲଞ୍ଚ୍‌ପ୍ୟାଡ୍‌ ଛାଡ଼ିବାକୁ ଆଇଏସ୍‌ଆଇ...

ଲକ୍‌ ଡାଉନ୍‌ର ପ୍ରଭାବ: ୧୦ ବର୍ଷ ପଛକୁ ଚାଲିଯିବ ଦେଶ; ସୃଷ୍ଟି ହେବେ ୧୦ କୋଟି ନୂଆ ଗରିବ; ବିପିଏଲ୍‌ ସଂଖ୍ୟା ଛୁଇଁବ ୯୧ କୋଟି

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତ ସରକାର ଦେଶବ୍ୟାପୀ ଲକ୍‌ ଡାଉନ୍‌ ଜାରି କରିଛନ୍ତି। ଏହାଦ୍ୱାରା ଦେଶ ଆର୍ଥିକ ଦୃଷ୍ଟିକୋଣରୁ ୧୦ ବର୍ଷ ପଛକୁ...

Advertisement
Archives

Model This Week