Posted inଖେଳ

ଜର୍ମାନୀ ଆଇରନ ମ୍ୟାନ ପ୍ରତିଯୋଗିତାରେ ସୌଭାଗ୍ୟ

କଟକ ଅଫିସ,୨୨।୭- ଆସନ୍ତା ୨୮ରୁ ଜର୍ମାନୀର ହାମବର୍ଗଠାରେ ଆଇରନ ମ୍ୟାନ ପ୍ରତିଯୋଗିତା ହେବ। ଏଥିରେ ଓଡ଼ିଶାରୁ ଭାଗ ନେବେ ସୌଭାଗ୍ୟ କୁମାର ରଥ । ରବିବାର ପୂର୍ବାହ୍ନରେ ସୌଭାଗ୍ୟ ଜର୍ମାନୀ ଅଭିମୁଖେ ଯାତ୍ରା କରିଛନ୍ତି । ୩.୮ କିମି ସନ୍ତରଣ, ୧୮୦ କିମି ସାଇକେଲ ଚାଳନା, ୪୨ କିମି ଦୌଡ଼କୁ ନେଇ ଏହି ପ୍ରତିଯୋଗିତା ହେବ । ଏହି ପ୍ରତିଯୋଗିତାରେ ବିଜୟୀ ହେଲେ ସୌଭାଗ୍ୟ ରାଜ୍ୟର ଦ୍ୱିତୀୟ ଆଇରନ ମ୍ୟାନ ହେବେ । ପୂର୍ବରୁ ସିଦ୍ଧାର୍ଥ ରାଉତରାୟ ରାଜ୍ୟର ଏକମାତ୍ର ଆଇରନ ମ୍ୟାନ ଭାବେ ପ୍ରସିଦ୍ଧଲାଭ କରିଛନ୍ତି । ଉକ୍ତ ପ୍ରତିଯୋଗିତା ନିମନ୍ତେ ପ୍ରସ୍ତୁତି ଜୋରଦାର କରିଛି ବୋଲି ସୌଭାଗ୍ୟ ନିଜ ପ୍ରତିକ୍ରିୟାରେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?