ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା : ଜଳ ସଂରକ୍ଷଣ, ପ୍ରୋତ୍ସାହନ ନିମନ୍ତେ ଆଲୋଚନା

କର୍ଲାମୁଣ୍ଡା,୨୫।୮(ଡି.ଏନ.ଏ.)
କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଭିନ୍ନ ପଞ୍ଚାୟତରେ ଜଳଶକ୍ତି ଅଭିଯାନ ସମ୍ପର୍କରେ ସ୍ବତନ୍ତ୍ର ଗ୍ରାମସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରେଗେଡା ଗ୍ରାମପଞ୍ଚାୟତଠାରେ ସରପଞ୍ଚ ସୁଶାନ୍ତ ପରିଡାଙ୍କ ସଭାପତିତ୍ୱରେ ସ୍ବତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଜଳ ସଂରକ୍ଷଣ, ବର୍ଷାଜଳ ଅମଳ ଓ ସଂରକ୍ଷଣ ସମ୍ପର୍କରେ ଜଳଶକ୍ତି ଅଭିଯାନ ମାଧ୍ୟମରେ ଜଳ ସଂରକ୍ଷଣ ଓ ପ୍ରୋତ୍ସାହନ ନିମନ୍ତେ ଆଲୋଚନା କରାଯାଇଥିଲା। ପୋଖରୀ ଖନନ, ଜଳାଶୟ ନିର୍ମାଣ, ପଙ୍କଉଦ୍ଧାର ସଫେଇ, ଛୋଟ ଛୋଟ ନଦୀ, ନାଳରେ ଚେକଡ୍ୟାମ ନିର୍ମାଣ, ଜମିରେ ହୀଡ ତିଆରି, ଫାର୍ମ ଖୋଲିବା, ରିଚାର୍ଜ ପିଟ ଖୋଲିବା, ବ୍ୟକ୍ତିଗତ ଘର ଛାତ ଉପରେ ବର୍ଷାଜଳ ଅମଳ କରିବା ପାଇଁ ପ୍ରସ୍ତାବଗୁଡିକ ଅନୁମୋଦନ ହୋଇଥିଲା। ଏଥିରେ କାର୍ଯ୍ୟନିର୍ବାହୀ ଅଧିକାରୀ ରମେ ମହଲା, ନୋଡାଲ ଅଫିସର ଓଁ ଜଗଦୀଶ ଜାନୀ, ସମତି ସଭ୍ୟ ଅରବିନ୍ଦ ଚୌଧୁରୀ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri