Posted inଜାତୀୟ

ଜଳସେଚନ ଦୁର୍ନୀତି ମାମଲାରେ ଅଜିତ ପାଓାରଙ୍କୁ କ୍ଲିନ୍‌ ଚିଟ୍‌

ନୂଆଦିଲ୍ଲୀ,୬।୧୨: ମହାରାଷ୍ଟ୍ର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ବମ୍ବେ ହାଇକୋର୍ଟରୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଜଳସେଚନ ଦୁର୍ନୀତି ମାମଲାରେ ଆଣ୍ଟି କରପ୍ସନ୍‌ ବ୍ୟୁରୋ(ଏସିବି) ତାଙ୍କୁ କ୍ଲିନ୍‌ ଚିଟ୍‌ ଦେଇଥିବା ଜଣାପଡ଼ିଛି। ନଭେମ୍ବର ୨୭ରେ ବମ୍ବେ ହାଇକୋର୍ଟରେ ଏକ ଶପଥ ପତ୍ର ଦାଖଲ କରାଯାଇଥିଲା। ସେଥିରେ ଉଲ୍ଲେଖ କରାଯାଇଥିଲା ଯେ, ବିଦର୍ଭ ଇରିଗେସନ୍‌ ଡେଭଲପ୍‌ମେଣ୍ଟ କର୍ପୋରେଶନ୍‌ର ଅଧ୍ୟକ୍ଷ କାର୍ଯ୍ୟକାରୀ ଏଜେନ୍ସୀଙ୍କ କାର୍ଯ୍ୟ ପାଇଁ ଅଜିତ୍‌ ପାଓ୍ବାରଙ୍କୁ ଉତ୍ତରଦାୟିତ୍ୱ କରିନାହାନ୍ତି। କାରଣ ତାଙ୍କ ପାଖରେ କୌଣସି ବୈଧାନିକ ଦାୟିତ୍ୱ ନ ଥିବା ସେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ଅଭିମୁଖେ ଯାଉଥିବାବେଳେ ଓଲଟି ପଡିଲା ପିକ୍‌ଅପ୍‌ ଭ୍ୟାନ; ଅଳ୍ପକେ ବର୍ତ୍ତିଲେ ଗାଡିଚାଳକ

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରକୁ ଜିଲା ସଦର ମହକୁମା ଭବାନୀପାଟଣା ସହ ସଂଯୋଗ କରୁଥିବା ମୁଖ୍ୟ ସଡ଼କରେ ମଙ୍ଗଳବାର ସକାଳେ…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

ଅଭିଯୋଗ ପରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ଘେରିରେ ବ୍ୟବହୃତ ବାଉଁଶ, ଜାଲ ଜବତ

ଗଞ୍ଜାମ, ୨୩।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଦାମୋଦରପୁର ନିକଟସ୍ଥ ଋଷିକୂଲ୍ୟା ନଦୀରେ ମାଫିଆମାନେ ବେଆଇନ ଭାବେ ଚିଙ୍ଗୁଡ଼ି ଘେରି ନିର୍ମାଣ କରିଥିଲେ। ମଙ୍ଗଳବାର ତହସିଲଦାର ସୁକାନ୍ତ…

ଯୁକ୍ତ ୩ ପ୍ରଥମବର୍ଷ ନାମଲେଖା ଆରମ୍ଭ: ଏହି ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ): ରାଜ୍ୟରେ ମଙ୍ଗଳବାର ଠାରୁ ଯୁକ୍ତ ୩ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ପାଇଁ ନାମ ଲେଖା ଆରମ୍ଭ ହୋଇଛି। ଏନେଇ ସୋମବାର କଟ୍‌ ଅଫ…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

ରେଳଧାରଣାରୁ ମିଳିଲା ବିଜେଡି ନେତାଙ୍କ ମୃତଦେହ: ସୁଇସାଇଡ ନୋଟରେ ଲେଖାଅଛି ମୋ ମୃତ୍ୟୁ ପାଇଁ…

ଝାରସୁଗୁଡ଼ା, ୨୩।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରରେ ଏକ ଚାଞ୍ଚଲ୍ୟକର ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଝାରସୁଗୁଡ଼ା ବାର୍‌ ଏସୋସିଏସନର ପୂର୍ବତନ ସଭାପତି ତଥା ସ୍ଥାନୀୟ…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଚାଲିଛି ଚଢାଉ

ସମ୍ବଲପୁର,୨୩।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭେଲପମେଣ୍ଟ ଅଥରିଟି (ସିଏଡିଏ) ଡିଭିଜନର ନିର୍ବାହୀ ଯନ୍ତ୍ରୀ ଇଂ. ପଦ୍ମଲୋଚନ ନାୟକଙ୍କ ବିରୋଧରେ…

India-Pakistan Basmati Rice: ହର୍ମୁଜ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ଗେମ ପ୍ଲାନ, ଭାରତକୁ ଲାଗିବ ଶକ୍ତ ଧକ୍କା!

ନୂଆଦିଲ୍ଲୀ,୨୩।୬: ଭାରତ ଏବଂ ପାକିସ୍ତାନ ଦୀର୍ଘ ଦିନ ଧରି ବାସୁମତୀ ଚାଉଳକୁ ନେଇ ପ୍ରତିଦ୍ୱନ୍ଦ୍ୱିତାରେ ବ୍ୟସ୍ତ ଅଛନ୍ତି। ଉଭୟ ଦେଶ ମଧ୍ୟପ୍ରାଚ୍ୟ ଏବଂ ୟୁରୋପର ବଜାରରେ ବିକ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri