ଜଳିଗଲା ଟାଟା ମ୍ୟାଜିକ, କାରଣ ଅସ୍ପଷ୍ଟ

ଚୌଦ୍ୱାର,୨୦।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ତାରେଣୀ ବଜାରରେ ଏକ ଟାଟା ମ୍ୟାଜିକ ଗାଡ଼ି (ଓଆର୍‌ ୦୫ଏମ୍‌୭୫୨୩) ମଙ୍ଗଳବାର ବିଳମ୍ବିତ ରାତିରେ ଜଳିଯାଇଛି। ଗାଡ଼ିଟି ଘର ଆଗରେ ଥୁଆ ହୋଇଥିଲା ବେଳେ ତାହା ଜଳୁଥିଲା। ପାଟ୍ରୋଲିଂ କରୁଥିବା ପୋଲିସ ଏହା ଦେଖି ଦମକଳ ବାହିନିକୁ ଖବର ଦେଇଥିଲେ। ଦମକଳ ବାହିନି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ। ପୋଲିସ ଘଟଣାର ତଦନ୍ତ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri