ଜଳିଗଲା ଦୋକାନ ଘର

ଜେନାପୁର,୬।୧୨ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ ମର୍ଜିତାପୁର ପଞ୍ଚାୟତ ଅଧୀନ ଚଉଷଠିପଡ଼ା (ନଟିଲୋ) ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁବାସ ବେହେରା (୪୫)ଙ୍କ ମାଂସ ଦୋକାନ ଜଳିଯାଇଛି। ଏ ନେଇ ଗୁରୁବାର କେହି ଦୁର୍ବୃତ୍ତ ତାଙ୍କ ଦୋକାନକୁ ପୋଡ଼ି ଦେଇଥିବା ସୁବାସ ଜେନାପୁର ଥାନାରେ ଅଭିଯୋଗ କରିଛନ୍ତି। ସକାଳେ ଚଢ଼େଇଧରା ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଆଁକୁ ସମ୍ପୂର୍ଣ୍ଣ ଲିଭାଇଥିଲା। ପ୍ରକାଶ ଯେ, ଚଉଷଠିପଡ଼ା ନଦୀ ବନ୍ଧରେ ସୁବାସ ଏକ ମାଂସ ଦୋକାନ କରିଥିଲେ। ବିଳମ୍ବିତ ରାତିରେ ଦୋକାନ ଜଳୁଥିବା ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷ ପରେ ବଳାତ୍କାରୀ ଅଭିଯୁକ୍ତ ଗିରଫ

ଖଡିଆଳ, ୪।୩ ଦୀର୍ଘ ୪ ବର୍ଷ ପରେ ଗିରଫ ହୋଇଛନ୍ତି ବଳାତ୍କାରୀ ଅଭିଯୁକ୍ତ। ସେ ହେଲେ ନୂଆପଡା ଜିଲା ଖଡିଆଳ ବ୍ଲକ ରାନିମୁଣ୍ଡା ପଞ୍ଚାୟତ କୋଟାମାଲ...

ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୩୧।୭(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ଜଳସ୍ତର ୬୦୫.୧୦...

କୋଭିଡ୍‌ କଟକଣା ମଧ୍ୟରେ ଚାଲିଛି ମା’ଙ୍କ ପୂଜାର୍ଚ୍ଚନା

ପାଟଣା,୧୩ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟର ମଣ୍ଡପରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ନୀତି କାନ୍ତି କୋଭିଡ୍‌ କଟକଣା ମଧ୍ୟରେ ଅଷ୍ଟମୀ ପୂଜା ଚାଲିଛି।...

ଗଛରେ ଝୁଲୁଥିଲା ଯୁବକଙ୍କ ମୃତଦେହ

କୋକସରା,୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ କେନ୍ଦୁଡଙ୍ଗରି ଗ୍ରାମ ନିକଟରେ ଏକ ପୋଖରୀ ନିକଟରେ ଥିବା ଶାଗୁଆନ ଗଛରେ ବୁଧବାର ସକାଳେ ଜଣେ ଯୁବକଙ୍କ...

ଅବକାରୀ ଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର,୨।୨(ବ୍ୟୁରୋ): ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡା ଜିଲା ବେଲପାହାଡ ଅବକାରୀ ବିଭାଗରେ କାର୍ଯ୍ୟରତ ଏସ୍‌ଆଇ ଦେବେନ୍ଦ୍ର ପ୍ରହରାଜଙ୍କ ଘରେ ସୋମବାର ଭିଜିଲାନ୍ସ ଚଢାଉ କରିଛି।...

କପ୍ତିପଦାରେ ଗଣ ମହୋତ୍ସବ ‘ବିରାଟ’ ଉଦଘାଟିତ: ’ମହୋସତ୍ବ ମାଧ୍ୟମରେ ସବୁ ବିଭେଦର ବିଲୟ ଘଟେ’

କପ୍ତିପଦା,୧୯ା୬(ଡ଼ି.ଏନ୍‌.ଏ)- ମହୋତ୍ସବ ମାଧ୍ୟମରେ ଜାତିବାଦ, ଆତଙ୍କବାଦ, ସନ୍ତ୍ରାସବାଦ ଭଳି ସବୁ ବିଭେଦର ବିଲୟ ଘଟେ । ସମଗ୍ର ବିଶ୍ୱରେ ଭାରତ ହିଁ ଅନନ୍ୟ ତାର ବିଶ୍ୱ...

ଟୋକିଓ ଅଲିମ୍ପିକ୍ସରେ ଓଡ଼ିଆ ଚିତ୍ରଶିଳ୍ପୀଙ୍କ କଳାକୃତୀ

ବରଗଡ଼ ଅଫିସ୍‌,୨।୮: ଟୋକିଓ ଅଲିମ୍ପିକ୍ସରେ ପଶ୍ଚିମ ଓଡ଼ିଶା ଚିତ୍ରଶିଳ୍ପୀଙ୍କ କଳାକୃତୀ ସ୍ଥାନୀତ ହୋଇଛି । ସମ୍ବଲପୁର ଏବଂ ବରଗଡ଼ ଜିଲାର ୮ଜଣ ଚିତ୍ରଶିଳ୍ପୀ ଏହି ଗୌରବ...

‘ସଫଳତା ପାଇବାରେ ଖବରକାଗଜ ସହାୟ ହୋଇଛି’

ବଡ଼ବିଲ, ୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ରହୁଥିବା ୟଶ୍‌ ଜାଲୁକା କେନ୍ଦ୍ରୀୟ ଲୋକସେବା ଆୟୋଗ( ୟପିଏସ୍‌ସି) ଦ୍ୱାରା ପରିଚାଳିତ ପରୀକ୍ଷା-୨୦୨୦ରେ ଦେଶରେ ୪ର୍ଥ ସ୍ଥାନ...

Advertisement
Archives

Model This Week