Posted inଜାତୀୟ

ଜଳିଗଲା ଭାଜପା କାର୍ଯ୍ୟାଳୟ

ଆସନସୋଲ,୧୩।୧: ପଶ୍ଚିମବଙ୍ଗ ଆସନସୋଲର ସଲାନପୁର ଗାଁରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) କାର୍ଯ୍ୟାଳୟ ରବିବାର ବିଳମ୍ବିତ ରାତିରେ ଜଳିଯାଇଥିବା ଖବର ମିଳିଛି। ଏହି ଘଟଣାରେ ଭାଜପା ତୃଣମୂଳ କଂଗ୍ରେସ(ଟିଏମ୍‌ସି)କୁ ଦାୟୀ କରିଛି। ଭାଜପା କହିଛି ଦଳୀୟ କାର୍ଯ୍ୟାଳୟ ଜଳିଯିବା ପଛରେ ଟିଏମ୍‌ସିର ହାତ ଅଛି। ହେଲେ କେମିତି ନିଆଁ ଲାଗିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଫଶ୍ଚିମବଙ୍ଗରେ ଏବେ ଭାଜପା ଓ ଟିଏମ୍‌ସି ମଧ୍ୟରେ ତୁତୁମେମେ ଚାଲିଥିବାରୁ ଏହି ଘଟଣାକୁ ନେଇ ପୁଣି ରାଜନୀତି ଆରମ୍ଭ ହୋଇଛି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳଦର ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୨୪ ।୧: ତୈଳ ଦର ବୃଦ୍ଧିକୁ ନେଇ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ମୋଦି...

ଆଜିଠୁ ଲାଲକିଲ୍ଲା ବନ୍ଦ

ନୂଆଦିଲ୍ଲୀ,୨୧।୭: ସ୍ବାଧୀନତା ଦିବସ ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ସାଧାରଣ ନାଗରିକଙ୍କ ପାଇଁ ଲାଲକିଲ୍ଲା ଆଜିଠୁ ବନ୍ଦ ରହିଛି। ଜୁଲାଇ ୨୧ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ଲାଲକିଲ୍ଲା...

ସଞ୍ଜୟଙ୍କ ବିବାଦୀୟ ବୟାନକୁ ନେଇ ଆରମ୍ଭ ହେଲା ରାଜନୀତି

ନୂଆଦିଲ୍ଲୀ,୧୬।୧: ଶିବାସନା ନେତା ସଞ୍ଜୟ ରାଉତ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଇନ୍ଦିରା ଗାନ୍ଧୀଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ଏବେ ରାଜନୈତିକ ମୋଡ ନେଇଛି। ଏହାକୁ...

ବେଲୁର ମଠରେ ମୋଦି

କୋଲକାତା,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କର ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଦ୍ୱିତୀୟ ଦିନ ଅର୍ଥାତ୍‌ ରବିବାର ହାଓ୍ବଡାରେ ଥିବା ରାମକ୍ରିଷ୍ଣ ପରମହଂସଙ୍କ...

ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଏଜାଜ ଖାଁ କରୋନା ପଜିଟିଭ୍‌

ମୁମ୍ବାଇ,୫।୪: ସାରା ଦେଶରେ ପୁଣି ଥରେ କରୋନା କାୟା ବିସ୍ତାର କରିଚାଲିଛି। କରୋନାର ଦ୍ୱିତୀୟ ଲହର ଭୟାବହ ରୂପ ଧାରଣ କରିବାରେ ଲାଗିଛି। ଏହି ନୂଆ...

ନିର୍ବାଚନ ସରୁ ସରୁ ରବର୍ଟଙ୍କ ବଢ଼ିଲା ସମସ୍ୟା: ଅନ୍ତରୀଣ ଜାମିନ ରଦ୍ଦ ପାଇଁ ହାଇକୋର୍ଟରେ ପହଞ୍ଚିଲା ଇଡି

ନୂଆଦିଲ୍ଲୀ,୨୪।୫: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଲୋକ ସଭା ନିର୍ବାନରେ କଂଗ୍ରେସକୁ ମିଳିଥିବା ଶୋଚନୀୟ...

କରୋନା ରିଭ୍ୟୁ ମିଟିଂ: ଅନ୍ତର୍ଜାତୀୟ ବିମାନ ଯାତ୍ରାକୁ ନେଇ ସମୀକ୍ଷା କରିବାକୁ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ ।୧୧: ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରୋନର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅଧିକାରୀଙ୍କ ସହ ଦୁଇ ଘଣ୍ଟା...

ପ୍ରଥମଥର ସୂର୍ଯ୍ୟାସ୍ତ ପରେ ଲାଲକିଲାରେ ହେବ ମୋଦିଙ୍କ ସମ୍ବୋଧନ

ନୂଆଦିଲ୍ଲୀ,୨୧ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତି ପ୍ରାୟ ୯ଟା ୧୫ରେ ନୂଆଦିଲ୍ଲୀର ଲାଲ କିଲାରେ ଗୁରୁ ତେଗ ବାହାଦୂରଙ୍କ ୪୦୦ତମ ପ୍ରକାଶ ପର୍ବ...

Advertisement
Archives

Model This Week