ଜଳିଗଲା ୨୦୦ରୁ ଊର୍ଦ୍ଧ୍ୱ କାଜୁଗଛ

ମହାକାଳପଡ଼ା,୨୪।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାହାକୁଦ କାଜୁ ଜଙ୍ଗଲରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗି ୨୦୦ରୁ ଊର୍ଦ୍ଧ୍ୱ କାଜୁ ଗଛ ଜଳିଯାଇଛି। ଖବର ପାଇ ମହାକାଳପଡ଼ା ଅଗ୍ନିଶମ ବିଭାଗର ୨ଟି ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ ଘଟଣାସ୍ଥଳରେ କାଜୁ ନିଗମର ଅଧିକାରୀ ଓ କର୍ମଚାରୀମାନେ ପହଞ୍ଚି ପ୍ରାଥମିକ ତଦନ୍ତରେ କେହି ଦୁର୍ବୃତ୍ତ ବିଡ଼ି କିମ୍ବା ସିଗାରେଟ୍‌ ଟାଣି ନିଆଁ ଲଗାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ୧୫୮ କୋଟିର ପ୍ରକଳ୍ପ କରିବେ ଲୋକାର୍ପଣ

ରାଉରକେଲା,୨୧ା୪: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ମଙ୍ଗଳବାର ରାଉରକେଲା ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଏଥର ରାଉରକେଲା ଆସୁଛନ୍ତି। ତେବେ ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସଜେଇ ହୋଇଛି…

ଚାଷ ଖୋଜୁଛି ମନ୍ତେଇ କୂଳ

ସାମାଜିକ, ସାଂସ୍କୃତିକ ଓ ଅର୍ଥନୈତିକ ମାନଚିତ୍ରର ଦୃଶ୍ୟପଟକୁ ଆକଳନ କଲେ ଭଦ୍ରକ ଜିଲାକୁ ଏକ ପ୍ରମୁଖ ସ୍ଥାନ ଭାବେ ପରିଗଣିତ କରାଯାଇପାରେ। ସାଳନ୍ଦୀ, ବୈତରଣୀ, ମନ୍ତେଇର ସୁଦୀର୍ଘ…

ବାକ୍‌ ସ୍ବାଧୀନତା ଓ କଟକଣା

ରାଜନୈତିକ କାରଣରୁ ସେନ୍ସର ବା କଟକଣା ପ୍ରସଙ୍ଗ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସେନ୍ସରଶିପ କହିଲେ ସାମାଜିକ ଭାବେ ଆପତ୍ତିଜନକ, ହାନିକାରକ, ସମ୍ବେଦନଶୀଳ, ଭୁଲ୍‌ ପ୍ରମାଣିତ,…

ବାଣ ଫୁଟୁଛି

ବାଣ କଥା ଉଠିଲେ ତାମିଲନାଡୁର ବିରୁଧନଗର ଜିଲାର ଶିବକାଶୀ ସହରାଞ୍ଚଳ ମନେପଡ଼େ। ସାଧାରଣରେ ଭାରତର ୯୦ ପ୍ରତିଶତ ବାଣ ଶିବକାଶୀରେ ତିଆରି ହୋଇଥାଏ। ଅତ୍ୟଧିକ କାରଖାନା ଥିବାରୁ…

୧୫ ବର୍ଷ ପରେ ପଦ ଛାଡିବେ ଟିମ କୁକ୍‌, ଆପଲର ନୂଆ ସିଇଓ ହେବେ…

ଓ୍ବାଶିଂଟନ,୨୧।୪: ବିଶ୍ୱର ସର୍ବବୃହତ ଟେକ କମ୍ପାନୀ ମଧ୍ୟରେ ସ୍ଥାନ ପାଇଥିବା ଆପଲ ୧୫ ବର୍ଷ ପରେ ଏହାର ଶୀର୍ଷ ନେତୃତ୍ୱ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛି। ଜନ…

ଏସବୁ ଜିଲାରେ ଆଜି କାଳବୈଶାଖୀ: ପ୍ରବଳ ଘଡ଼ଘଡ଼ି ସହ ବିଜୁଳି, ସତର୍କ ସୂଚନା ଜାରି କରି…

ଭୁବନେଶ୍ୱର,୨୧ା୪: ରାଜ୍ୟରେ ଗତ କିଛିଦିନ ଧରି ପାରଦ ଉପରମୁହାଁ ରହିଛି। ଦିନରେ ଗରମ ଓ ଗୁଳୁଗୁଳି, ଅପରାହ୍ନରୁ କାଳବୈଶାଖୀ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତେବେ ଆସନ୍ତା…

ଇସଲାମାବାଦ ଶାନ୍ତି ଆଲୋଚନା ପୂର୍ବରୁ ବଡ଼ ଦାବି କଲେଣି ଟ୍ରମ୍ପ, ଜାଣନ୍ତୁ କାହାକୁ କହିଲେ ଦେଶଦ୍ରୋହୀ

ଓ୍ବାଶିଂଟନ,୨୧।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିରୋଧୀ ଡେମୋକ୍ରାଟିକ ପାର୍ଟି ଉପରେ ଏକ କଠୋର ଆକ୍ରମଣ ଆରମ୍ଭ କରିଥିଲେ। ଟ୍ରମ୍ପ ଅଭିଯୋଗ କରିଥିଲେ ଯେ ଯେତେବେଳେ…

୩୧୫ ତହସିଲଦାରଙ୍କ ଖାତାରେ ଜମାହୋଇଛି ୨୫୬.୮୧କୋଟିର ରୟାଲ୍‌ଟି: ମୁଖ୍ୟ ସଚିବଙ୍କ ହସ୍ତକ୍ଷେପ ଲୋଡ଼ିଲେ ପିଏଜି

ଭୁବନେଶ୍ୱର,୨୧ା୪(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିିଜ ଦ୍ରବ୍ୟରୁ ସରକାରଙ୍କୁ ଯେଉଁ ଅର୍ଥ ମିଳିବା କଥା ତାହା ବାଟବଣା ହୋଇଛି। ନିୟମ ଅନୁଯାୟୀ, ଏହି ଉତ୍ସରୁ ସଂଗ୍ରହ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri