ଜଳିଗଲା ୨ ଉଠାଦୋକାନ

ବାଲେଶ୍ୱର ଅଫିସ, ୨୯।୮- ବାଲେଶ୍ୱର ଷ୍ଟେଶନ ଛକରେ ଥିବା ୨ଟି ଉଠା ଦୋକାନରେ ବୁଧବାର ରାତି ୧୦ଟା ସମୟରେ ନିଆଁ ଲାଗି ଯାଇଥିଲା। ଗୋଟିଏ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଥିବାବେଳେ ଅନ୍ୟଟିରେ ଆଂଶିକ ନିଆଁ ଲାଗିଛି। ଖବରପାଇ ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡ଼ି ନାହିଁ। ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା ଲାଗି ଏସ୍‌ଏଚ୍‌ଜି ସହାୟତା ଦେଲା

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ମୁକାବିଲା ଲାଗି କନଖିଣ୍ଡା ପଞ୍ଚାୟତ ସ୍ବୟଂ ସହାୟକ ଗୋଷ୍ଠୀ ମାଁ ସମଲେଶ୍ୱରୀ-ଏ ୧୦ ହଜାର ଟଙ୍କା ପ୍ରଧାନମନ୍ତ୍ରୀ କେୟାର ପାଣ୍ଠିକୁ...

ଦୁଇ ନକଲି ଡ୍ରାଇଭିଂ ଲାଇସେନ୍ସଧାରୀ ଭାରୀଯାନ ଚାଳକ ଗିରଫ

ବଡ଼ବିଲ,୨୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ରବିବାର ଦୁଇ ନକଲି ଡ୍ରାଇଭିଂ ଲାଇସେନ୍ସଧାରୀ ଭାରୀଯାନ ଚାଳକଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ...

ଗଣବଳାତ୍କାର ଶିକାର ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଦାବି :ଯାଦବ ମହାସଭା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଭବାନୀପାଟଣା,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଗତ ୧୪ ତାରିଖରେ ଗଣବଳାତ୍କାର ଶିକାର ପୀଡ଼ିତାଙ୍କୁ ଆଇନ୍‌ ଅନୁମୋଦିତ ନ୍ୟାୟ ପ୍ରଦାନ ସହିତ ସରକାରୀ ପ୍ରୋତ୍ସାହନ...

ସଙ୍କଟରେ ଚାନ୍ଦୁଆ ଶିଳ୍ପ

ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ...

ବୃନ୍ଦାବନ ଛାତ୍ରୀ ଜ୍ୟୋତ୍ସ୍ନାରାଣୀ ଏବେ ବନ୍ତଳା ଦିଦି : ୭୦ ଯୁବତୀଙ୍କୁ ଦେଇସାରିଲେଣି ରୋଜଗାର

ବନ୍ତଳା,୧୯ା୫(ଦୀନେଶ ଦେହୁରୀ)- ସ୍ବାମୀଙ୍କ ସହ ବୃନ୍ଦାବନରେ ଥିବା ବେଳେ ଜ୍ୟୋତ୍ସ୍ନାରାଣୀଙ୍କୁ ଘାରିଥିଲା ସ୍ବାବଲମ୍ବୀ ହେବାର ଚିନ୍ତା। ପ୍ରଥମେ ପ୍ରଥମେ ମନା କରିଥିଲେ ସ୍ବାମୀ। ପରେ ସ୍ତ୍ରୀଙ୍କ...

ହୀରାକୁଦର ୫ଟି ଗେଟ୍‌ ବନ୍ଦ

ସମ୍ବଲପୁର, ୧୭।୮(ବ୍ୟୁରୋ): ସବୁ ନଦୀରେ ଜଳସ୍ତର କମିଛି। ବିଭିନ୍ନ ଅଞ୍ଚଳରୁ ପାଣି ଛାଡ଼ିଯାଇଛି। ଏ ନେଇ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଶନିବାର ସୂଚନା...

ଦେବୀ ନଦୀରେ ବନ୍ୟାଜଳ :ବାଉରିଆକଣରେ ବିପଦ ସଙ୍କେତଠାରୁ ଊର୍ଦ୍ଧ୍ୱରେ ପ୍ରବାହିତ, ଲୋକେ ଆତଙ୍କିତ

କାକଟପୁର,୧୫ା୮(ଡି.ଏନ୍‌.ଏ.): ଦେବୀ ନଦୀରେ ବନ୍ୟାଜଳ ବୁଧବାରଠାରୁ ବୃଦ୍ଧି ପାଇବାରେ ଲାଗିଛି। ତେବେ ଗୁରୁବାର ପ୍ରାୟ ୨ଟାରେ ବନ୍ୟାଜଳ ବାଉରିଆକଣଠାରେ ବିପଦସଙ୍କେତ ଟପି ପ୍ରବାହିତ ହେଉଥିବାରୁ ନଦୀ...

ଢେଙ୍କିକୋଟରେ ୪୦ ଡିଗ୍ରୀ ଟପିଲା ତାପମାତ୍ରା

ଢେଙ୍କିକୋଟ, ୨୮ା୪(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟରେ ଗତକାଲିଠାରୁ ଅଗ୍ନିବର୍ଷା ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜନସାଧାରଣ ପ୍ରଚଣ୍ଡ ଖରାରୁ...

Coronavirus Update


Archives

Model This Week

Why Dharitri