ଜଳିଗଲା ୩ ବଖରା: ଆସବାବପତ୍ର, ଧାନଚାଉଳ ପୋଡ଼ି ପାଉଁଶ

ପଦ୍ମପୁର,୧୩।୨(ଡି.ଏନ୍‌.ଏ.): ଭଦ୍ରକ ବ୍ଲକ ଅଧୀନ ଗୋରାମାଟି ପଞ୍ଚାୟତସ୍ଥ ତୋରଣମଦା ଗ୍ରାମର ପଞ୍ଚାନନ ଜେନାଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିଯାଇଛି। ଘରେ ଥିବା ଆସବାବପତ୍ର ସମେତ ଧାନ ଚାଉଳ ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି। ଖବର ପାଇ ଭଦ୍ରକ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଗୁରୁବାର ଗୋରାମାଟି ସରପଞ୍ଚ ଗଣେଶ ପ୍ରସାଦ ମଲ୍ଲିକ, ସାରେଙ୍ଗ ରାଜସ୍ବ ନିରୀକ୍ଷକ ଅଗ୍ନି ବିପନ୍ନଙ୍କ ନିକଟରେ ପହଞ୍ଚି ପଲିଥିନ୍‌ ଓ ଶୁଖିଲା ଖାଦ୍ୟ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨୭୧ ସ୍ବାବ୍‌ ନମୁନା ରିପୋର୍ଟ ନେଗେଟିଭ୍‌

ବରଗଡ଼ ଅଫିସ୍‌,୧୬।୫: ବରଗଡ଼ ଜିଲାକୁ ବର୍ତ୍ତମାନ ସୁଦ୍ଧା କରୋନା(କୋଭିଡ୍‌-୧୯) ଭୂତାଣୁ ମାଡ଼ି ପାରି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସୁଦ୍ଧା ୧୪୩୮ଜଣଙ୍କ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ,୨ଗୁରୁତର

ନୂଆପଡା ଅଫିସ,୮।୯: ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିିଛି। ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ବଟେଶ୍ୱର ଶୈବପୀଠ

ଗଞ୍ଜାମ,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜାତୀୟ ରାଜପଥ ହୁମାଠାରୁ ମାତ୍ର ୩କିମି ରାସ୍ତା ପରେ ପଡିବ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ପୀଠ। ଅନ୍ୟାନ୍ୟ ଋତୁ ସମେତ ଶୀତରିତୁ...

ଓଡ଼ଗାଁରେ ଲକ୍‌ଡାଉନ

ଓଡଗାଁ, ୨୪।୩(ସ୍ବ. ପ୍ର.): ନୟାଗଡ ଜିଲା ଓଡଗାଁ ଆଦର୍ଶ ଥାନା ଅଞ୍ଚଳରେ ସୋମବାର ସନ୍ଧ୍ୟାରୁ ଲକ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି। ସାଧାରଣ ଲୋକେ କରୋନାର ଭୟାବହତାକୁ...

ଗଞ୍ଜାମରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି ପ୍ରବାସୀ: ନିୟମିତ ସ୍ବାସ୍ଥ୍ୟାବସ୍ଥା ମନିଟରିଂ କରୁଛି ଟିମ୍‌

ଛତ୍ରପୁର, ୨୭।୫(ଡି.ଏନ୍‌.ଏ.)- ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମକୁ ଫେରୁଛନ୍ତି। ଜି଼ିଲାରେ ବହୁ ପ୍ରବାସୀ ହୋମ୍‌ କ୍ୱାରାଣ୍ଟାଇନରେ ଅଛନ୍ତି। ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ନିରୀକ୍ଷଣ ପାଇଁ...

ମଣ୍ଡି ଖୋଲିବାରେ ବିଳମ୍ବ,ଦଲାଲ ହେଉଛନ୍ତି ମାଲାମାଲ

ଧାମନଗର, ୨୫।୧୨(ସ୍ବ.ପ୍ର.): ଚଳିତ ବର୍ଷ ଧାନ ଅମଳ ସରିବାକୁ ବସିଥିଲେ ମଧ୍ୟ ପ୍ରଶାସନ ମଣ୍ଡି ଖୋଲିବାକୁ ନେଇ ଅହେତୁକ ବିଳମ୍ବ କରି ଚାଲିଛି। ଫଳରେ ଚାଷୀମାନେ...

ଦ୍ୱିତୀୟ ବିବାହ ଅଭିଯୋଗ: ବରଙ୍କୁ ଉଠାଇନେଲା ପୋଲିସ

ଭଞ୍ଜନଗର,୧୨।୧୨(ଡି.ଏନ.ଏ.)-ଭଞ୍ଜନଗର ପୋଲିସ ବୁଧବାର ଅପରାହ୍ନରେ ସୋରାଦେବୀ ମନ୍ଦିରରେ ଚାଲିଥିବା ଏକ ବିବାହ ବେଦୀରୁ ବରଙ୍କୁ ଉଠାଇ ଆଣିଛି। ସମ୍ପୃକ୍ତ ଯୁବକ ଜଣକ ଦ୍ୱିତୀୟ ବିବାହ କରୁଥିବା...

ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ସ୍ଥଗିତ

ଦେବଗଡ଼, ୮।୧୨(ଡି.ଏନ.ଏ.)- ରବିବାର ସନ୍ଧ୍ୟାରେ ବାମଣ୍ଡା କ୍ରିକେଟ କ୍ଲବର ଏକ ବୈଠକ କ୍ଲବର ସଭାପତି ତଥା ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।୧୯୯୦...

Advertisement
Archives

Model This Week