ଜଳିଗଲା ୮ ବଖରା

ତିହିଡ଼ି,୧୮।୧(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ସୟା ପଞ୍ଚାୟତ ଅଧୀନ ବାଉଁଶବାଗ ଗ୍ରାମରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୮ ବଖରା ଘର ଜଳିଯାଇଛି। ଗ୍ରାମର ଅଭିମନ୍ୟୁ ପାତ୍ର, ପ୍ରତାପ ପାତ୍ର ଓ ପଞ୍ଚାନନ ପାତ୍ରଙ୍କ ଘର ପୋଡ଼ି ଯାଇଛି। ଏଥିସହ ଗୋଟିଏ ବାଛୁରି ନିଆଁରେ ପୋଡ଼ି ଦଗ୍ଧ ହୋଇଯାଇଥିବାବେଳେ ୨ଟି ଗାଈ ଗୁରୁତର ହୋଇଛନ୍ତି। ଗୁହାଳେ ଦିଆଯାଇଥିବା ଧୂଆଁରୁ ନିଆଁ ଉଠି ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଇଛି। ତିହିଡ଼ିରୁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଯାଇ ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ମଦ ଫେରାଇ ଦେଇଥିଲେ କନଷ୍ଟେବଳ

ପାଟଣା,୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ କାର୍ଯ୍ୟରତ ଜଣେ କନଷ୍ଟେବଳ ଜବତ ମଦ ଫେରାଇ ପ୍ରତିବଦଳରେ ଲାଞ୍ଚ ନେଉଥିବାର ସ୍ବୀକାରୋକ୍ତି ଅଡିଓ ଭାଇରାଲ ହୋଇଛି। କନେଷ୍ଟବଳ...

ଅଧିକାରୀଙ୍କ ସୁରକ୍ଷାରେ ନକଲି ଶିକ୍ଷକ

ଯାଜପୁର ଅଫିସ,୪।୧: ନକଲି ପ୍ରମାଣପତ୍ର ଦେଇ ଚାକିରି କରୁଥିବା ଶିକ୍ଷକଙ୍କୁ ବହିଷ୍କାର କରି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ...

ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ବାରଙ୍ଗ,୨୩ା୫(ଡି.ଏନ୍‌.ଏ.): ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ସଫାରୀ କାଉଣ୍ଟରର ୩ କର୍ମଚାରୀଙ୍କୁ ସୋମବାର ଗିରଫ କରି ପୋଲିସ...

ମହିଳାଙ୍କ ତଣ୍ଟିକାଟି ହତ୍ୟା

ଶେରଗଡ଼,୨୮ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଶେରଗଡ଼ ନିକଟସ୍ଥ ପାରସିଙ୍ଗି ଗ୍ରାମରେ ବୁଧବାର ରାତି ପ୍ରାୟ ୯ଟାରେ ଜଣେ ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ...

ଓଡ଼ଗାଁରେ ସରକାରୀ ନିୟମକୁ ବେଖାତିର: ସ୍କୁଲକୁ ପିଲାଙ୍କୁ ଡକାଇ ଶିକ୍ଷକ ବାଣ୍ଟୁଛନ୍ତି ବହି, ସାମାଜିକ ଦୂରତାର ପ୍ରଶ୍ନ ନାହିଁ

ଓଡଗାଁ,୨୫।୪(ସ୍ବ.ପ୍ର.)- କରୋନା ମୁକାବିଲାକୁ ନେଇ ସମ୍ପ୍ରତି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପିଲାଙ୍କୁ ଘରେ ଘରେ ବୁଲି...

ଠେଙ୍ଗାରେ ପିଟିପିଟି ସାଙ୍ଗକୁ ହତ୍ୟା କଲେ ସାଙ୍ଗ

କୁଆଁରମୁଣ୍ଡା,୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ତଲସେରା ଗ୍ରାମର ପ୍ରହ୍ଲାଦ ଲାଖୁଆ(୪୩)ଙ୍କୁ ସେହି ଗ୍ରାମର ରଞ୍ଜିତ୍‌ ପ୍ରଧାନ(୪୦) ବୁଧବାର ରାତିରେ ପିଟିପିଟି ହତ୍ୟା କରିଥିବା...

ଟ୍ରକ୍‌ ଧକ୍କାରେ ଚାଲିଗଲା ଦମ୍ପତିଙ୍କ ଜୀବନ

ଝାରସୁଗଡ଼ା ଅଫିସ,୪।୧୧: ଝାରସୁଗଡ଼ା ଜିଲା ରେଙ୍ଗାଲି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ କତରବଗା ନିକଟରେ ଗୁରୁବାର ଅପରାହ୍ନରେ ଏକ ୧୪ ଚକିଆ ମାଲ୍‌...

ସ୍ୟାଟ ଉଚ୍ଛେଦକୁ ଗଞ୍ଜାମ ଓକିଲ ସଂଘର ବିରୋଧ: କାର୍ଯ୍ୟରୁ ନିବୃତ୍ତ ରହିଲେ ଆଇନଜୀବୀ

ବ୍ରହ୍ମପୁର ଅଫିସ,୯।୮: ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ (ସ୍ୟାଟ) ଉଚ୍ଛେଦ ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଆଇନଜୀବୀମାନେ କାର୍ଯ୍ୟରୁ ନିବୃତ୍ତ ରହିଛନ୍ତି। ଏ ନେଇ...

Advertisement
Archives

Model This Week