ଜଳିଗଲେ ୫୦୦ କୁକୁଡ଼ା ଚିଆଁ

ଛେଣ୍ଡିପଦା,୧୮।୧୨ (ସ୍ବ.ପ୍ର.)-ଛେଣ୍ଡିପଦା ବ୍ଲକ କୋଶଳା ଗ୍ରାମ ଶିମିଳିସାହିର ବାଉରି ସାହୁଙ୍କ କୁକୁଡା ଫାର୍ମରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଫାର୍ମରେ ଥିବା ୫ଶହରୁ ଊର୍ଦ୍ଧ୍ୱ କୁକୁଡା ଚିଅଁା ଜଳିଯାଇଛନ୍ତି। ଏଥିସହ ୧୦ ବଖରା ଛାରଖାର ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଗ୍ରାମବାସୀ ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରି ବିଫଳ ହୋଇଥିଲେ। ଖବରପାଇ ଛେଣ୍ଡିପଦା ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ କ୍ଷୟକ୍ଷତିର ଆକଳନ କରାଯାଇ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ପେଟି ଦେଶୀ ମଦ ଜବତ, ୨ ଗିରଫ

ଗୋପ,୩୦ା୪(ଡି.ଏନ.ଏ): କରୋନା ରୋକିବା ପାଇଁ ଲକଡାଉନ ଜାରି ହୋଇଥିବାବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ହେଲେ ଗୋପ ଥାନା ଅଞ୍ଚଳରେ ଚୋରାରେ ମଦ ବିକ୍ରି...

୨୩୪ ଅମାନିଆଙ୍କଠାରୁ ୨.୩୪ ଲକ୍ଷ ଜରିମାନା

ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ସହରର ଟ୍ରାଫିକ ସମସ୍ୟା ଦୂର କରିବା, ଦୁର୍ଘଟଣା ରୋକିବା ସହ ଲୋକଙ୍କ ଧନ ଜୀବନ ସୁରକ୍ଷା ପାଇଁ ପୋଲିସ ତା’ର ପ୍ରୟାସ ଜାରି...

‘ଆମ ଗଁ। ଆମ ବିକାଶ’ ଯୋଜନାରେ ଅର୍ଥ ହଡ଼ପ ଅଭିଯୋଗ

ଭଦ୍ରକ ଅଫିସ, ୨୪।୭: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ନୂଆଗଁ। ପଞ୍ଚାୟତ ଜନ୍ତୁଆଳି ରାଜସ୍ବ ଗ୍ରାମବାସୀଙ୍କ ଏକ ପ୍ରତିନିଧି ଦଳ ‘ଆମ ଗଁ। ଆମ ବିକାଶ’...

କାମକରୁନି ଏଚ୍‌ଆଇଭି ପରୀକ୍ଷଣ ମେଶିନ

ଢେଙ୍କାନାଳ ଅଫିସ, ୧୬।୭: କରୋନା ସଙ୍କଟ ସମୟରେ ବଡ଼କଷ୍ଟରେ ଆୟୋଜନ କରାଯାଉଛି ରକ୍ତଦାନ ଶିବିର। ରକ୍ତ ଭଣ୍ଡାରକୁ ସଂଗୃହୀତ ଆସୁଛି ରକ୍ତ। ହେଲେ ଏହା ରୋଗୀଙ୍କ କାମରେ...

ମା’ଙ୍କ ରୋଗ ଉପଶମ କରିବାକୁ ଯାଇ ପୁଅ ତିଆରି କଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର

ଖୋର୍ଦ୍ଧା ଅଫିସ,୧୬।୧୦:ମା’ଙ୍କ ରୋଗ ଉପଶମର ପଥ ଦେଖାଇଲା ନୂଆ ଉପାୟ। ପୁଅ ତିଆରି କରି ପକାଇଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର। ତାହା କୁକୁଡ଼ା ଅଣ୍ଡାରୁ...

କୂଅରେ ପଡି ବାର୍‌ହା ମୃତ

ଛେଣ୍ଡିପଦା,୧୭।୯(ସ୍ବ.ପ୍ର)-ଛେଣ୍ଡିପଦା ଥାନା ଜରପଡା ବନାଞ୍ଚଳ ବସନ୍ତପୁର ଗ୍ରାମରେ ଥିବା ଏକ ଖୋଲା କୂଅରେ ଏକ ବାରହା ଖସିପଡ଼ି ମଙ୍ଗଳବାର ମୃତ୍ୟୁବରଣ କରିଛି। ବନବିଭାଗ ସୂତ୍ରରୁ ପ୍ରକାଶ,...

ବାହାନଗା ତହସିଲ ପକ୍ଷରୁ ଉଚ୍ଛେଦ ଆରମ୍ଭ

ବାହାନଗା, ୫ା୧୦(ଡି.ଏନ.ଏ.)-ଘରୁ ବାହାରିବା ଲାଗି ରାସ୍ତା ନ ଥିବାରୁ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଓଡଶାଳ ପଞ୍ଚାୟତର ଝଳଝଳିଆ ଗ୍ରାମର ୩ ପରିବାର ଗତ ୩୦...

ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ ପର୍ଯ୍ୟଟକ

ସମ୍ବଲପୁର,୧ା୧୨(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାର ପାର୍ଶ୍ୱ ଜମାଦାରପାଲିଠାରେ ଗୁରୁବାର ହୀରାକୁଦ ଇକୋ ରିଟ୍ରିଟ୍‌ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍‌ ମୋଡ୍‌ରେ ହୀରାକୁଦ ସମେତ...

Advertisement
Archives

Model This Week