ଜଳେଶ୍ବରରୁ ୬ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ବର, ୩୦।୮(ବ୍ୟୁରୋ): କଟକ ଅବକାରୀ ବିଭାଗର ଭ୍ରାମ୍ୟମାଣ ଫ୍ଲାଇଂ ସ୍କ୍ବାଡ୍‌ ତରଫରୁ ଅଚାନକ ଚଢ଼ାଉ କରାଯାଇ ଜଳେଶ୍ୱର ଷ୍ଟେଶନବଜାର କାଳୀମନ୍ଦିର ସମ୍ମୁଖରୁ ୧ଶହ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡିଛି। ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ଜଳେଶ୍ୱର ରାଜପୁର ଗ୍ରାମର ସେକ୍‌ ତୈରୁଦ୍ଦିନ (୨୫)। ଅବକାରୀ ପୋଲିସ  ଗିରଫ ଯୁବକଙ୍କୁ  କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ପର୍ଲା, ୨୪।୨ (ଡି.ଏନ୍‌.ଏ.)- ସରକାର ଦିବ୍ୟାଙ୍ଗମାନକୁ ଭତା, ଆବସ ଯୋଜନାରେ ଘର, ସରକାରୀ ପୋରଛାହନ୍‌ ଆଦି ଯୁଗେଇ ଦେଇ ସମାଜର ମୁଖିଆ ଧାରରେ ସାମିଲ କରୁଛନ୍‌।...

ସାମାଜିକ ଦୂରତ୍ୱରେ ହେଲା ଅକ୍ଷିମୁଠି ଅନୁକୂଳ

ଜହ୍ନାପଙ୍କ, ୨୬।୪ (ଡି.ଏନ.ଏ): ଭାରତୀୟ କିଷାନ ସଂଘ ବୌଦ୍ଧ ପକ୍ଷରୁ ନିରାଡମ୍ବର ଭାବେ ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତର ପୋଲାମ ଗ୍ରାମରେ ଅକ୍ଷିମୁଠି ଅନୁକୂଳ ହୋଇଯାଇଛି।...

ଟ୍ରକ୍‌ ଧକ୍କାରେ ଛାତ୍ରୀ ଗୁରୁତର: ଟ୍ରକ୍‌ ସହ ଡ୍ରାଇଭର ଅଟକ, ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୋଳ ଅଫିସ,୨୦।୯: ଅନୁଗୋଳ ଜିଲା କୁମଣ୍ଡ-ଜରାସିଂହା ରାସ୍ତାରେ ଶୁକ୍ରବାର ମଧ୍ୟାହ୍ନରେ ଟ୍ରକ୍‌ ଧକ୍କାରେ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ସେ ହେଲେ...

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ

ପାଟପୁର,୧ା୧୨-ପାଟପୁର ଥାନା ଅଞ୍ଚଳରେ ଘରୁ ଟେକି ନେଇ ଜଣେ ପଞ୍ଚମ ଶେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମରେ ଶନିବାର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ...

ଖୋଲୁନି ମଣ୍ଡି: ଗାଁରେ ଦଲାଲଙ୍କ ରାଜ୍‌

ବିଷମକଟକ, ୩୧।୧(ଡ଼ି.ଏନ.ଏ) – ସରକାର କୃଷକମାନଙ୍କ ଆର୍ଥତ୍କ ଅଭିବୃଦ୍ଧିର ବିକାଶ ଦିଗରେ ଗୁରୁୁତ୍ୱାରୋପ କରି ବିଭିନ୍ନ କିସମର ଚାଷ କରିବା ନିମନ୍ତେ ଚାଷୀକୁ ପ୍ରୋତ୍ସାହନ ଦେଉଛନ୍ତି।...

ନନ୍ଦନକାନନରେ ନୂଆ ଅତିଥି: ଜନ୍ମ ନେଲେ ୭ ମାଣ୍ଡାରିନ ବତକ ଶାବକ

ବାରଙ୍ଗ,୧୨।୪(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣ ସାଜିଥିବା ପାଦଚଲା ବିହଙ୍ଗ ସରଣୀରେ ରବିବାରଦିନ ଏକ ମାଇ ମାଣ୍ଡାରିନ ବତକ ଦେଇଥିବା ଅଣ୍ଡାଫୁଟି ୭ଟି ଛୁଆ ବାହାରିଛି। ଫଳରେ...

ଏମ୍‌ଆରଙ୍କ କବ୍‌ଜାରୁ ମୁକୁଳିପାରୁନି ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ

ନୟାଗଡ଼ ଅଫିସ,୮।୯-ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ଏମ୍‌ଆର (ମେଡିସିନ ରିପ୍ରେଜେଣ୍ଟେଟିଭ)ଙ୍କ କବ୍‌ଜାରୁ ମୁକୁଳି ପାରୁନାହିଁ। ମେଡ଼ିକାଲ ପରିସରକୁ କୌଣସି ଏମ୍‌ଆର ଆସିପାରିବେ ନାହିଁ ବୋଲି ନୋଟିସ୍‌...

ପଥର ଖାଦାନରୁ ମିଳିଲା ସୂର୍ଯ୍ୟଙ୍କ ମୃତଦେହ

ଢେଙ୍କାନାଳ ଅଫିସ୍‌, ୨।୪: ନିଖୋଜ ହେବାର ୪ଦିନ ପରେ ଏକ ପଥରଖାଦାନରୁ ମିଳିଛି ଆଲାଏନ୍ସ ବ୍ରଡ୍‌ବ୍ୟାଣ୍ଡ୍‌ ଇଣ୍ଟରନେଟ୍‌ ପ୍ରୋଭାଇଡର ସୂର୍ଯ୍ୟନାରାୟଣ ତ୍ରିପାଠୀ (୩୬)ଙ୍କ କ୍ଷତାକ୍ତ ମୃତଦେହ।...

Advertisement
Archives

Model This Week