ଜଳେଶ୍ବରରୁ ୬ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ବର, ୩୦।୮(ବ୍ୟୁରୋ): କଟକ ଅବକାରୀ ବିଭାଗର ଭ୍ରାମ୍ୟମାଣ ଫ୍ଲାଇଂ ସ୍କ୍ବାଡ୍‌ ତରଫରୁ ଅଚାନକ ଚଢ଼ାଉ କରାଯାଇ ଜଳେଶ୍ୱର ଷ୍ଟେଶନବଜାର କାଳୀମନ୍ଦିର ସମ୍ମୁଖରୁ ୧ଶହ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡିଛି। ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ଜଳେଶ୍ୱର ରାଜପୁର ଗ୍ରାମର ସେକ୍‌ ତୈରୁଦ୍ଦିନ (୨୫)। ଅବକାରୀ ପୋଲିସ  ଗିରଫ ଯୁବକଙ୍କୁ  କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଡ୍‌କ୍ୱାର୍ଟର ଛାଡିବା ମହଙ୍ଗା ପଡିଲା, ୮୭ ଶିକ୍ଷକଙ୍କୁ କାରଣଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୩୦।୪(ଡି.ଏନ.ଏ)- କରୋନା ପାଇଁ ଲକ୍‌ଡାଉନ ଘୋଷଣା ପରେ ବିଦ୍ୟାଳୟ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ହେଡ୍‌କ୍ୱାର୍ଟର ଛାଡି ନ ଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିଲା।...

ବିଦ୍ୟାଳୟ, ମହାବିଦ୍ୟାଳୟ ପରିଦର୍ଶନ କଲେ ଉଚ୍ଚଶିକ୍ଷା ନିର୍ଦ୍ଦେଶକ

ପାଟଣା,୧୦।୧(ସ୍ବ.ପ୍ର.): ଦୀର୍ଘ ୯ ମାସ ପରେ କୋଭିଡ୍‌ କଟକଣା ମଧ୍ୟରେ ଜାନୁୟାରୀ ୮ତାରିଖରୁ ରାଜ୍ୟରେ ଦଶମ ଓ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ କଟକଣା ମଧ୍ୟରେ...

ଯୁବକଙ୍କୁ ନିର୍ମମ ହତ୍ୟା ଘଟଣାରେ ୨ ଅଭିଯୁକ୍ତ ଅଟକ: ସାଇଣ୍ଟିଫିକ ଟିମ୍‌, ପୋଲିସର ତଦନ୍ତ ଜାରି

କୋକସରା,୨୯।୧୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗାଁର ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଅଭିଯୋଗରେ କୋକସରା ପୋଲିସ ଘଟଣାର ତଦନ୍ତ...

ଜିଲା ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ସୁନ୍ଦରଗଡ଼,୨୧।୧୨(ଡି.ଏନ୍‌.ଏ.) : ପଶ୍ଚିମ ଓଡ଼ିଶାର ସମ୍ବଲପୁରଠାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ଶନିବାର ପିକେଟିଂ କରାଯାଇ ସମସ୍ତ କାର୍ଯ୍ୟାଳୟ...

ଜେନେରେଟରରେ ଚାଲିଛି ହାଇଟେକ ଥାନା

କଳିଙ୍ଗନଗର,୨୩ା୨(ଡି.ଏନ.ଏ): କଳିଙ୍ଗନଗର ଶିଳ୍ପାଞ୍ଚଳରେ ୧୦ବର୍ଷ ତଳେ ୨ଏକର ଜମିରେ ନିର୍ମିତ ହୋଇଥିଲା ଏକ ହାଇଟେକ ଥାନା। ୬୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଏହି ଥାନା...

ମଉଳିଲା ରଜମଉଜ

କାମାକ୍ଷାନଗର, ୧୬।୬(ଡି.ଏନ.ଏ.) – କରୋନା ଆସିବା ଦିନରୁ ଓଡ଼ିଆ ଘରର ସବୁ ପର୍ବପର୍ବାଣି ମଉଳିଯାଇଛି। ଜନସମାଗମ ଉପରେ କଟକଣା ଜାରି କରାଯାଇଥିବାରୁ ଏକାଠି ହୋଇ ଉତ୍ସବ...

ଗାୟତ୍ରୀ ଆଶ୍ରମ ଉଚ୍ଛେଦ ମାମଲା, ତ୍ରୁଟି ଧରିଲା ଜିଲା ପ୍ରଶାସନ: ଆକଳନ ୩.୯୦ ଲକ୍ଷ, ପ୍ରସ୍ତାବ ୧୮ ଲକ୍ଷ

ଢେଙ୍କାନାଳ ଅଫିସ, ୨୯।୮-  ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ହୋଇଥିବା ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ଲାଗି ଦିଆଯାଇଥିବା ପ୍ରସ୍ତାବରେ ସାଂଘାତିକ ତ୍ରୁଟି ହୋଇଛି।...

ମୃତ୍ୟୁ ପୂର୍ବରୁ ଲାଗିଛି ଆଘାତ

ବଲାଙ୍ଗୀର ଅଫିସ,୩୦ା୪: ଗତ ୨୨ ତାରିଖରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ ଏମ୍‌ବିବିଏସ୍‌ ଛାତ୍ର ନିଶାନ୍ତ କୁମାର(୧୯)ଙ୍କ ସନ୍ଦେହଜନକ ମୃତ୍ୟୁ...

Advertisement
Archives

Model This Week