ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାରେ ବସ୍‌ ଦୁର୍ଘଟଣାଗ୍ରସ୍ତ: ୧୩ ଗୁରୁତର

ଜଳେଶ୍ୱର,୧୦।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ନାମ୍ପୋଠାରେ ରବିବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସ୍‌ଟି ଚନ୍ଦନେଶ୍ୱରରୁ ଜଳେଶ୍ୱର ଅଭିମୁଖେ ଯାଉଥିବା ସମୟରେ ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ତେବେ ବସ୍‌ ଡ୍ରାଇଭର, ହେଲ୍ପର ଓ କଣ୍ଡକ୍ଟର ଫେରାରଥିବା ଜଣାପଡ଼ିଛି। ଖବରପାଇ ନାମ୍ପୋ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍‌କୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ ଶ୍ରମିକ ମହାସଂଘ ପକ୍ଷରୁ ଧାରଣା

ନୟାଗଡ଼ ଅଫିସ,୧୬।୧୦-ନୟାଗଡ଼ ଜିଲାରେ କାର୍ଯ୍ୟରତ ନିର୍ମାଣ ଶ୍ରମିକ ମହାସଂଘ ପକ୍ଷରୁ ମଙ୍ଗଳବାର ଖଣ୍ଡପଡ଼ା ରୋଡ଼ସ୍ଥିତ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ ଆଗରେ ବିଭିନ୍ନ ଦାବି ନେଇ ଧାରଣା...

ବେଆଇନ ଗୋ ଚାଲାଣ: ପୋଲିସର ନିଷ୍କ୍ରିୟତା ବିରୋଧରେ ରାସ୍ତାରୋକୋ

ଭଦ୍ରକ ଅଫିସ,୨।୨: କଣ୍ଟେନରରେ ଲେଖା ହୋଇଛି ଡାକ ପାର୍ସଲ, ମାତ୍ର ଭିତରେ ବୋଝେଇ ହୋଇଛନ୍ତି ଗୋରୁ । ବେଆଇନ୍‌ ଗୋ ଚାଲାଣକୁ ବିରୋଧ କରିବା ସହ...

କୋକସରା ପୋଲିସର ଗାଡିମୋଟର ଯାଞ୍ଚ

କୋକସରା,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥ ବଙ୍ଗୋମୁଣ୍ଡା ଛକ ନିକଟରେ ବୁଧବାର ପୋଲିସ ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଇଥିଲା...

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମହାମାରୀ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ଦୈନଦିନ ଶହ ଶହ ସଂଖ୍ୟାରେ କରୋନା ଆକ୍ରାନ୍ତ ଚି଼ହ୍ନଟ ହେଉଥିବା ବେଳେ...

କୁମଝରିଆ ହାଇସ୍କୁଲରେ ମୋ ସ୍କୁଲ ଅଭିଯାନ, ରକ୍ତଦାନ କାର୍ଯ୍ୟକ୍ରମ

କୁଆଁରମୁଣ୍ଡା,୧୬।୧୨(ଡି.ଏନ.ଏ)-ସ୍କୁଲ ପ୍ରତି ଅଧିକ ସଂଖ୍ୟକ ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ଓ ସ୍କୁଲର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଅଭିଭାବକ, ଜନସାଧାରଣ,ପୁରାତନ ଛାତ୍ରୀଛାତ୍ରମାନଙ୍କୁ ସଂଶ୍ଳିଷ୍ଟ କରି ଅଞ୍ଚଳରେ ସରକାରୀ...

ଅନ୍ତେବାସୀଙ୍କୁ ପୋକରା ଚାଉଳ

ବାରିପଦା ଅଫିସ,୧୮ା୯-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ(ଏସ୍‌ଏସ୍‌ଡି) ଅଧୀନରେ ଥିବା ୩ଶହ ଛାତ୍ର ଓ ୨ଶହ ଛାତ୍ରୀ ଶଯ୍ୟା ବିଶିଷ୍ଟ ସୀମାନ୍ତ ଉଚ୍ଚ ବିଦ୍ୟାଳୟ...

ଜେଜେମା’ଙ୍କ ନିଷ୍ଠୁରତା, ପଡୋଶୀ ଘରେ ଖାଇବାରୁ ମା’ଛେଉଣ୍ଡ ନାତୁଣୀଙ୍କୁ ନିର୍ଦ୍ଧୁମ୍‌ ପିଟିଲେ

ବନ୍ତଳା, ୪।୮(ଡି.ଏନ.ଏ): ଜେଜେମା’ଙ୍କ ନିଷ୍ଠୁରତା। ପଡୋଶୀ ଘରେ ଯାଇ ଖାଇବାରୁ ତିନି ବର୍ଷର ଶିଶୁ କନ୍ୟାକୁ ଜେଜେମା ମାଡ଼ ମାରି ଘର ଭିତରେ ରଖି ତାଲା...

ଡାବୁଗାଁରେ ଉଡ଼ିଲା ତ୍ରିରଙ୍ଗା

ଡାବୁଗାଁ,୨୬ା୧: ନବରଙ୍ଗପୁର ଜିଲା ଡାବୁଗାଁରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଭିନ୍ନ ସ୍କୁଲ, ବ୍ଲକ୍‌ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ଥାନା, ପୋଷ୍ଟ ଅଫିସ, ମହିଳା...

Advertisement


Archives

Model This Week