ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାରେ ବସ୍‌ ଦୁର୍ଘଟଣାଗ୍ରସ୍ତ: ୧୩ ଗୁରୁତର

ଜଳେଶ୍ୱର,୧୦।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ନାମ୍ପୋଠାରେ ରବିବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସ୍‌ଟି ଚନ୍ଦନେଶ୍ୱରରୁ ଜଳେଶ୍ୱର ଅଭିମୁଖେ ଯାଉଥିବା ସମୟରେ ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ତେବେ ବସ୍‌ ଡ୍ରାଇଭର, ହେଲ୍ପର ଓ କଣ୍ଡକ୍ଟର ଫେରାରଥିବା ଜଣାପଡ଼ିଛି। ଖବରପାଇ ନାମ୍ପୋ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍‌କୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି

ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ...

ନାଗାବଳୀ ମଝିରେ ଫସିଲେ ଦୁଇ ପର୍ଯ୍ୟଟକ

ରାୟଗଡ଼ା ଅଫିସ,୧୭ା୭: ରାୟଗଡ଼ା ଜିଲା ନାଗାବଳୀ ନଦୀ ମଝିରେ ଦୁଇ ପର୍ଯ୍ୟଟକ ଫସି ରହିଛନ୍ତି। ନଦୀ ମଝିରେ ଏକ ପଥରେ ଉପରେ ଦୁହେଁ ଫସି ରହିଥିବା...

ଫାଷ୍ଟଫୁଡ୍‌ ଖାଦ୍ୟରେ ରାସାୟନିକ ଦ୍ରବ୍ୟ

ପଟ୍ଟାମୁଣ୍ଡାଇ, ୨୭ା୧୨(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ସହରବାସୀଙ୍କ କ୍ଷେତ୍ରରେ ଫାଷ୍ଟଫୁଡ୍‌ର ଆଦର ବୃଦ୍ଧି ପାଇବାରେ ଲାଗିଛି, ଯାହାକୁ ନେଇ ସହରର ସାହି ଛକଠାରୁ ଆରମ୍ଭ କରି ମୁଖ୍ୟ ଛକରେ ମଧ୍ୟ...

୪ ଗାଁକୁ ନାହିଁ ପକ୍କାରାସ୍ତା, ଲୋକେ ହଇରାଣ

ଅମରପାଲି,୧୪ା୧୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତର ୪ ଗ୍ରାମକୁ ଏଯାଏ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ସାମିଲ କରାଯାଇନାହିଁ। ଫଳରେ ଉକ୍ତ ୪ଗ୍ରାମର...

ଭଦ୍ରକରୁ ପୁଣି ୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୧।୯: ଭଦ୍ରକ ଜିଲାରୁ ମଙ୍ଗଳବାର ୯୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସଚିବଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି,୨୮।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସଚିବ ଦେବନାରାୟଣ ପଣ୍ଡାଙ୍କ ମୃତଦେହ ଶନିବାର ସତୀଗୁଡ଼ା ଜଳଭଣ୍ଡାର ନିକଟରୁ ଉଦ୍ଧାର କରାଯାଇଛି। ଦେବନାରାୟଣ ଶୁକ୍ରବାର କାର୍ଯ୍ୟାଳୟକୁ ଯାଇ ଫେରି...

ଶିକ୍ଷକ ନିଯୁକ୍ତି ଦାବି: ବିଦ୍ୟାଳୟରେ ତାଲା ପକାଇବାକୁ ଗ୍ରାମବାସୀଙ୍କ ଚେତାବନୀ

ଭବାନୀପାଟଣା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ାଗୋଡ଼ା ସର୍କଲର ଥୁଟିବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଗ୍ରାମବାସୀ ଡିଇଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।...

ରାସ୍ତାରୁ କଲେଜ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ସାଇଣ୍ଟିଫିକ୍‌ ଟିମ୍‌ର ଅନୁସନ୍ଧାନ

ଗଞ୍ଜାମ, ୩୦ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ବିରୁଳିଗଡ଼ ରାସ୍ତା ପଣସପଡ଼ିଆ ସାହୁକାର ପୋଖରୀ ନିକଟରେ ଏକ ମୃତଦେହ ପଡ଼ିଥିବା ଦେଖି ଲୋକେ...

Advertisement
Archives

Model This Week