ଜଳ ସଂରକ୍ଷଣ ପାଇଁ ଅଣ୍ଟା ଭିଡ଼ିଲେ ୨୦ ହଜାର ଲୋକ: ୩ ଘଣ୍ଟାରେ ନିର୍ମାଣ ହେଲା ୪୦ ହଜାର କୁଣ୍ଡ

ଝାବୁଆ,୧।୩: ଜଳ ସଂରକ୍ଷଣ ପାଇଁ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ରବିବାର ୨୦ ହଜାର ଲୋକ ମିଳିତ ଭାବେ କାମ କରିଛନ୍ତି। ସେମାନେ ସକାଳ ୬ଟା ପୂର୍ବାହ୍ନ ୯ଟା ମଧ୍ୟରେ ୪୦ ହଜାର ଜଳସଂରକ୍ଷଣ କୁଣ୍ଡ ନିର୍ମାଣ କରିଛନ୍ତି। ସାମାଜିକ ସଂସ୍ଥା ଶିବଗଙ୍ଗା ପକ୍ଷରୁ ହୋଇଥିବା ସଚେତନତା ଦ୍ୱାରା ଲୋକେ ହାତରେ କୋଡ଼ି କୋଦାଳ ଧରି ସ୍ଥାନୀୟ ହାଥିପାଓ୍ବା ପାହାଡ଼ ଅଞ୍ଚଳରେ ମିଳିତ ଭାବେ ଏଭଳି କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ୧୫୦ରୁ ଅଧିକ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଏହି ମିଳିତ ଶ୍ରମଦାନ କାର୍ଯ୍ୟକ୍ରମର ୨ ମିନିଟ୍‌ ୪୬ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଶେୟାର କରାଯାଇଛି। ଏହାକୁ ବହୁ ୟୁଜର ବେଶ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶରେ ଆଇନ ଛାତ୍ରଙ୍କୁ ହତ୍ୟା

ନୂଆଦିଲ୍ଲୀ,୩।୭: ଉତ୍ତରପ୍ରଦେଶ ମିରଟରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ୨୧ ବର୍ଷୀୟ ଜଣେ ଆଇନ ଛାତ୍ରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଅଖାରେ ଭରି...

ବନ୍ୟା କଲା ବେଘର: ଜାତୀୟ ରାଜପଥର ରୋଡ୍‌ ଡିଭାଇଡର ଏବେ ପାଲଟିଛି ଆଶ୍ରୟ ସ୍ଥଳ

ପାଟନା,୨୧।୭: ବିହାରରେ ପ୍ରଳୟଙ୍କରୀ ବନ୍ୟା ତାଣ୍ଡବ ରଚିଛି। ବେଘର ହୋଇ ଜୀବନ ବିକଳରେ ଲୋକେ ଉଚ୍ଚାସ୍ଥାନକୁ ପଳାଇ ଆସିଛନ୍ତି। କମଳା ନଦୀରେ ବନ୍ୟା ଯୋଗୁ ୧୫...

ପାଣି ପାଇଁ ଅଣ୍ଟା ଭିଡ଼ିଥିବା ଲୋକ

ଖରାଦିନ ଆସିଲେ ଯଦି ସବୁଠୁ କେଉଁ ଚିନ୍ତା ବେଶି ଅତିଷ୍ଠ କରିଥାଏ ତାହା ହେଲା ପାଣି ଚିନ୍ତା। ଆଉ ଯଦି ପାହାଡ଼, ପର୍ବତ ବା ଟାଙ୍ଗରା...

କାହିଁକି ଗିରଫ ହେଲେ ହରିୟାଣା ପୋଲିସ ଆଇଜି

ଚଣ୍ଡିଗଡ଼, ୨୨।୮: ଜବରଦସ୍ତି ଘରେ ପଶି ୨ଜଣ ମହିଳାଙ୍କ ସହ ଖରାପ ବ୍ୟବହାର କରିବା ଅଭିଯୋଗରେ ହରିୟାଣା ପୋଲିସର ଜଣେ ବରିଷ୍ଠ ଆଇଜି ଗିରଫ ହୋଇଛନ୍ତି।...

ସରକାର କେତେ ସୁରକ୍ଷିତ ? ୫ ବର୍ଷରେ ୬୦୦ ସରକାରୀ ସୋସିଆଲ ମିଡ଼ିଆ ଆକାଉଣ୍ଟ୍‌ ହ୍ୟାକ…

ନୂଆଦିଲ୍ଲୀ, ୫।୪ : ଭାରତ ସମେତ ପୃଥିବୀର ସମସ୍ତ ଦେଶରେ ପ୍ରତିଦିନ ବହୁ ପ୍ରକାର ପ୍ରକାରର ହ୍ୟାକିଂ ହେଉଛି। ହ୍ୟାକରମାନେ ବେଳେବେଳେ ସରକାରଙ୍କୁ ଟାର୍ଗେଟ କରୁଛନ୍ତି।...

୩୨ଦିନ ମୃତ୍ୟୁ ସହ ଛକାପଞ୍ଝା

ଓ୍ବେଲିଂଟନ: ସମୁଦ୍ରର ଅଥଳ ଜଳରାଶି। ଦୀର୍ଘ ୩୨ଦିନ ମୃତ୍ୟୁ ସହ ଛକାପଞ୍ଝା। ଶେଷରେ ବଞ୍ଚିବାର ଇଚ୍ଛା ଆଗରେ ହାରିଯାଇଛି ମୃତ୍ୟୁ। ହଲିଉଡ୍‌ ଚଳଚ୍ଚିତ୍ରର କାହାଣୀ ପରି...

ଭାରତରେ ରୁଷିଆ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୩୧।୩: ୟୁକ୍ରେନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଲାଭରୋଭ ୨ଦିନିଆ ଭାରତ...

ତେଜସ୍ବୀ-ତେଜପ୍ରତାପ ଅଟକ

ପାଟନା,୨୩।୩: ବିହାରରେ ବୃଦ୍ଧି ପାଉଥିବା ବେରୋଜଗାର ସମସ୍ୟା, ଦରଦାମ ତଥା ଆଇନ ଶୃଙ୍ଖଳା ସ୍ଥିତିକୁ ନେଇ ଆରଜେଡି ପକ୍ଷରୁ ବିଧାନସଭା ଘେରାଉ ଉଦ୍ୟମ ହୋଇଛି। ଏଥିରେ...

Advertisement
Archives

Model This Week