Posted inଜାତୀୟ

ଜଷ୍ଟିସ ଲୋକୁର ଫିଜି ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ,୧୭।୫(ପି.ଟି.):ଅବସରପ୍ରାପ୍ତ ବିଚାରପତି ମଦନ ବି. ଲୋକୁର ଫିଜି ସୁପ୍ରିମକୋର୍ଟର ଅଣଆବାସିକ ପ୍ୟାନେଲ୍‌ରେ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ସେ ୨୦୧୮ ଡିସେମ୍ବର ୩୧ରେ ସୁପ୍ରିମକୋର୍ଟରୁ ଅବସର ଗ୍ରହଣ କରିଥିଲେ। ତାଙ୍କୁ ତିନିବର୍ଷ ପାଇଁ ନୂଆ ନିଯୁକ୍ତି ଦିଆଯାଇଛି। ସେ ଅଗଷ୍ଟ ୧୫ରେ ନୂତନ ଦାୟିତ୍ୱ ଗ୍ରହଣ କରିବେ ବୋଲି ତାଙ୍କର ଘନିଷ୍ଠତମ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ସେଲ୍‌ଫି ବି ମହଙ୍ଗା, ମନ୍ତ୍ରୀଙ୍କ ସହ ଫଟୋ ଉଠାଇଲେ ଦେବାକୁ ପଡ଼ିବ ୧୦୦ ଟଙ୍କା…

ଭୋପାଳ,୧୮।୭: ଦେଶରେ ପେଟ୍ରୋଲ୍‌ ଏବଂ ଗ୍ୟାସ୍‌ ସହିତ ଅନ୍ୟାନ୍ୟ ସାମଗ୍ରୀର ଦାମ୍‌ ବଢ଼ି ଚାଲିଛି। ଏପରିସ୍ଥଳେ ମଧ୍ୟପ୍ରଦେଶରେ ଏବେ ସେଲ୍‌ଫି ବି ମହଙ୍ଗା ହୋଇଛି। ମନ୍ତ୍ରୀଙ୍କ...

ମାଟି ତଳୁ ବାହାରିଲା ୫ କୋଟି ଟଙ୍କାର ଅଳଙ୍କାର: ଲୁଟି ନେଲେ ଲୋକେ

ପାଟନା, ୨୧।୮- ବିହାରର ମୁଜାଫରପୁର ନିକଟ ସାହେବଗଞ୍ଜ ନିକଟରେ ଏକ ଭଙ୍ଗା ଘରର କାନ୍ଥ ଖନନ ସମୟରେ ମାଟି ତଳୁ ବାହାରିଛି ଅଳଙ୍କାର। ୬ଟି ପିତଳ...

ମୁମ୍ବାଇର ପାଣି ସବୁଠାରୁ ବିଶୁଦ୍ଧ

ନୂଆଦିଲ୍ଲୀ,୧୬।୧୧: କେନ୍ଦ୍ରମନ୍ତ୍ରୀ ରାମ ବିଲାସ ପାଶଓ୍ବାନ ଶନିବାର ପାଣିର ଗୁଣବତ୍ତାକୁ ନେଇ ଏକ ର଼୍ୟାକିଂ ଜାରି କରିଛନ୍ତି। ଏହାକୁ ନେଇ ସେ କାହାକୁ ଦୋଷ ଦେଇ...

ଅଷ୍ଟ୍ରେଲିଆରୁ ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କଲେ ମୋଦି, ଟୁଇଟ କରି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

ସିଡନୀ,୨୪।୫: ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି ବୁଧବାର ଟୁଇଟ କରି ସୂଚନା ଦେଇଛନ୍ତି କି ୩ ଦେଶର ସଫଳ ଯାତ୍ରା ଶେଷ ହୋଇଛି। ପ୍ରଧାନମନ୍ତ୍ରୀ...

ଭାରତ ଗସ୍ତରେ ଦକ୍ଷିଣ କୋରିଆ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୮।୪: ଦକ୍ଷିଣ କୋରିଆ ବୈଦେଶିକ ମନ୍ତ୍ରୀ ପାର୍କ ଜିନ ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି। ଶନିବାର ଜିନ ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି...

ଦିଲ୍ଲୀରେ ବଢିବ ମହିଳା ଟ୍ୟାକ୍ସି ଚାଳକଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯ ।୭: ଦିଲ୍ଲୀ ସରକାର ଭବିଷ୍ୟତରେ ପେଷାଦାର ଡ୍ରାଇଭର ହେବାପାଇଁ ଡ୍ରାଇଭିଂ ପ୍ରଶିକ୍ଷଣ ନେବାକୁ ଇଚ୍ଛୁକ ଥିବା ମହିଳାମାନଙ୍କ ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବାକୁ...

ସେନାକୁ ସଫଳତା: ପୁଣି ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୯।୮: ସେନାକୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ପୁଣି ଏକ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୁଣ୍ଡ...

ପ୍ଲାଷ୍ଟିକ୍‌ ମୁକ୍ତ ଭାରତ ପାଇଁ ଶପଥ ନେବା

ନୂଆଦିଲ୍ଲୀ,୩୦ା୯(ପି.ଟି.): ସ୍ବଚ୍ଛ ଭାରତ ଅଭିଯାନ, ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତରେ ପ୍ଲଗିଙ୍ଗ୍‌ ଅଭିଯାନ ଆରମ୍ଭ କରିବା ଲାଗି ତାଙ୍କର...

Advertisement
Archives

Model This Week