ଜହ୍ନାପଙ୍କ ଛକରେ ବସିଲା ମଙ୍ଗଳବାର ବଜାର

ଜହ୍ନାପଙ୍କ, ୨୫।୩ (ଡି.ଏନ.ଏ): କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ନାରାୟଣନଗରଠାରେ ମଙ୍ଗଳବାର ବସୁଥିବା ସାପ୍ତାହିକ ହାଟ ଜହ୍ନାପଙ୍କ ଛକଠାରେ ବସିଥିବା ଦେଖିବାକୁ ମିଳିଥିଲା । ଏ ନେଇ ପ୍ରଶାସନର ଥିବା ନିର୍ଦ୍ଦେଶକୁ ବ୍ୟବସାୟୀମାନେ ମାନିଥିଲେ । ବ୍ୟବସାୟୀମାନେ ପସରାକୁ ପସରା ୧ ମିଟର ଦୂରତ୍ୱରେ ବସିଥିବା ଦେଖିବାକୁ ମିଳିଥିଲା । ମୁଖ୍ୟ ଛକର ରାସ୍ତାର ଉଭୟ ପାର୍ଶ୍ୱରେ ବ୍ୟବସାୟୀ ବସିଥିବା ଯୋଗୁ ଗହଳି ଜଣାପଡିଥିଲା । ଏହି ହାଟ ଏକ ବଡ ପନିପରିବା ବଜାର ହୋଇଥିବାରୁ ଅଞ୍ଚଳର ୪ଟି ପଞ୍ଚାୟତର ଖାଉଟିମାନେ ସପ୍ତାହକ ଚଳିବା ପାଇଁ ପନିପରିବା କିଣିଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଦେଖି ଫେରୁଥିବା ବେଳେ ଦୁର୍ଘଟଣା: ୨ ମୃତ , ଜଣେ ଗୁରୁତର

ମାଲକାନଗିରି,୧୩।୭(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚମ୍ପାଖାରୀ ଗ୍ରାମ ନିକଟରେ ଏକ ମୋଟର ସାଇକେଲ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ...

ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ନୀତି ନିର୍ଘଣ୍ଟ

କେନ୍ଦ୍ରାପଡ଼ା ଅଫିସ, ୨୯।୫: ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ଲାଗି ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ସକାଳ ୬ରୁ ୭ଟା ମଧ୍ୟରେ ଶ୍ରୀଜୀଉ ସ୍ନାନ ମଣ୍ଡପକୁ ବିଜେ...

୨ମାସ ବିତିଲା, ହେଲାନି ମରାମତି: ଭଙ୍ଗା କଲଭର୍ଟରେ ବିପଦପୂର୍ଣ୍ଣ ଯାତାୟାତ

ଘସିପୁରା, ୮।୧୧(ଡି.ଏନ.ଏ.)-ଆଦିବାସୀ ଅପହଞ୍ଚ ଇଲାକା ଗୁଡ଼ିକରେ ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଆଜି...

ଏଫଏମ୍‌ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ: ‘ଚାକିରି ପଛରେ ନ ଗୋଡ଼ାଇ ନିଯୁକ୍ତି ସୁଯୋଗ ସୃଷ୍ଟି କର’

ବାଲେଶ୍ୱର ଅଫିସ, ୧୨।୭-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ ୟୁନିଭରସିଟି)ର ଏକବିଂଶତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ଡ. ମଧୁମିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ବାଇକ: ୨ ଗୁରୁତର

ବାଉଁଶୁଣୀ,୮।୩(ଡି.ଏନ୍‌.ଏ): ବୌଦ୍ଧ ଜିଲା ୫୭ନଂ ଜାତୀୟ ରାଜପଥ ବାଉଁଶୁଣି ଥାନା ଦନ୍ତାପାଲି ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଥିବା...

ଚୁଆପାଣିରେ ଶୋଷ ମେଣ୍ଟୁଛି

କାଳିଆପାଣି,୩୦।୧୦(ଡି.ଏନ.ଏ.): ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ସରକାରଙ୍କ ପ୍ରାଥମିକତା ରହିଛି। ହେଲେ ତାହା ଲୋକଙ୍କ ନିକଟରେ ପହଞ୍ଚି ପାରୁନାହିଁ। ଫଳରେ ଲୋକେ ଚୁଆପାଣିରେ ଶୋଷ...

ଡିଆର୍‌ଡିଓ ଆଣ୍ଟି-କୋଭିଡ୍‌ ଔଷଧ ଏବେ ବଜାରରେ, ୨-ଡିଜିଟିଏମ୍‌ ନାମରେ ହେବ ବିକ୍ରି…

ନୂଆଦିଲ୍ଲୀ,୨୮।୬: ଡିଆର୍‌ଡିଓ ଦ୍ୱାରା ପ୍ରସ୍ତୁତ ହୋଇଥିବା ଆଣ୍ଟି-କୋଭିଡ୍‌ ଔଷଧ ବଜାରରେ ୨-ଡିଜିଟିଏମ୍‌ ନାମରେ ହେବ ବିକ୍ରି କରାଯିବ। ଏନେଇ ଡିଆର୍‌ଡିଓ ପକ୍ଷରୁ ଘୋଷଣା କରାଯାଇଛି। ହାଇଦ୍ରାବାଦ୍‌...

ଏମ୍‌ସିଏଲ୍‌ କୋଇଲା ଖଣିରେ ବିସ୍ଫୋରଣ

ଝାରସୁଗୁଡ଼ା ଅଫିସ,୨୩ା୩: ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌) ଲଖନପୁର କ୍ଷେତ୍ରାଧିନ ବେଲପାହାଡ଼ ଖୋଲାମୁହଁ କୋଇଲା ଖଣି ୧ନଂ କ୍ୱାରୀରେ ବିସ୍ଫୋରଣ ହେବା ଫଳରେ ଖଣି ପାର୍ଶ୍ୱ ଯୋରାବଗା...

Advertisement
Archives

Model This Week