ଜାଗରରେ ମନ୍ଦିର ଯାଉଥିବା ବେଳେ ଅଘଟଣ: ପୋଖରୀକୁ ଓଲଟିଲା ଗାଡ଼ି

ଉଦଳା,୨୧।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ଏକ ପୋଖରୀ ଭିତରକୁ ଶୁକ୍ରବାର ଗୋଟିଏ ଭ୍ୟାନ୍‌ ଓଲଟି ପଡିଛି। ସେଥିରେ ଥିବା ୪ଜଣ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଉଦଳାର ସର୍ବପୁରାତନ ମଣିନାଗେଶ୍ୱର ମନ୍ଦିର ନିକଟରେ ରହୁଥିବା ସଞ୍ଜିତ କୁମାର ସାହୁ ସକାଳେ ଶିବରାତ୍ରି ଯୋଗୁ ପରିବାର ଲୋକଙ୍କ ସହ ମନ୍ଦିର ବାହାରି ଥିଲେ। ହେଲେ ଘରୁ ବାହାରିବାର ଅଳ୍ପ ଦୂରରେ ସେମାନଙ୍କ ଭ୍ୟାନଟି ଭାରସାମ୍ୟ ହରାଇ ପୋଖରୀରେ ପଶିଯାଇଥିଲା। ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ଜଣାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ସେଠାରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ କଲେଜ ପରିଦର୍ଶନ କଲେ ଢେଙ୍କାନାଳ ଏମ୍‌ପି: ସମସ୍ୟା ସମ୍ପର୍କରେ ଜଣାଇବାକୁ ପରାମର୍ଶ

ତାଳଚେର,୮ା୧(ନି.ପ୍ର.)- ଢେଙ୍କାନାଳ ଏମ୍‌ପି ମହେଶ ସାହୁ ମଙ୍ଗଳବାର ତାଳଚେର ଅଞ୍ଚଳର ହିଙ୍ଗୁଳା ମହାବିଦ୍ୟାଳୟ, ବଲଣ୍ଡାସ୍ଥିତ ନୀଳକେଣ୍ଠଶ୍ୱର ମହାବିଦ୍ୟାଳୟ ଏବଂ ଥର୍ମାଲର ଗଡତଳ ଆଞ୍ଚଳିକ ମହାବିଦ୍ୟାଳୟ ପରିଦର୍ଶନ...

ଆହତଙ୍କୁ ମେଡିକାଲ ନେଲେ ତହସିଲଦାର

ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ଭାଟକୁମରଡା ନିକଟରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାରେ ବୁଧବାର ସନ୍ଧ୍ୟାରେ ଏକ ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୨ଜଣ...

୧୧୦୬ ସ୍କୁଲରେ ଝୁଲିବ ତାଲା

ବାରିପଦା ଅଫିସ,୨୨ା୧୦-ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ୨୦ରୁ କମ୍‌ ପିଲା ଥିବା ପ୍ରାଥମିକ ଓ ୨୫ରୁ କମ୍‌...

ଦୁର୍ଗମ ଅଞ୍ଚଳ ସମସ୍ୟା ବୁଝିଲେ ଜିଲାପାଳ

କାମାକ୍ଷାନଗର, ୯ା୭(ଡି.ଏନ୍‌.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତର ଦୁର୍ଗମ ମହୁଲଡ଼ଗର ଗ୍ରାମକୁ ଶୁକ୍ରବାର ପରିଦର୍ଶନରେ ଯାଇ ସମସ୍ୟା ବୁଝିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଏହି...

କରୋନା ଯୋଦ୍ଧା କରିଛ, ସମାନ ସୁବିଧା ଦିଅ

ବଲାଙ୍ଗୀର ଅଫିସ, ୨୩ା୫-ଆଗଧାଡିର କରୋନା ଯୋଦ୍ଧାଭାବେ ସରକାରଙ୍କ ସବୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ପାଳନ ଓ ଜନସାଧାରଣଙ୍କୁ ସେବା ଯୋଗାଇବାସତ୍ତ୍ୱେ ରାଷ୍ଟ୍ରୀୟ ବାଲ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ (ଆରବିଏସ୍‌କେ)ର...

ଅବଧି ସରିଛି, ରିଫିଲ ହେଉନି

ପାଲଲହଡ଼ା, ୨୪ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନି ନିର୍ବାପନ ବ୍ୟବସ୍ଥାର ବୈଧତା ସରିଥିଲେ ହେଁ ଏହାକୁ ରିଫିଲ କରାଯାଉ ନ ଥିବା ଅଭିଯୋଗ ହୋଇଛି।...

ଜିନ୍ଦଲଙ୍କ ୮୯ତମ ଜୟନ୍ତୀ ପାଳିତ

କଳିଙ୍ଗନଗର,୭ା୮(ଡି.ଏନ୍‌.ଏ.): ଜିନ୍ଦଲ ଗ୍ରୁପ୍‌ର ପ୍ରତିଷ୍ଠାତା ଓ.ପି.ଜିନ୍ଦଲଙ୍କ ୮୯ତମ ଜନ୍ମ ଜୟନ୍ତୀ ଜିନ୍ଦଲ ଷ୍ଟେନଲେସ ଲିମିଟେଡ କଳିଙ୍ଗନଗରଠାରେ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିନ୍ଦଲ କମ୍ପାନୀର...

ସାନିଟାଇଜ୍‌ ହେଲା ସଂକ୍ରାମକ ରୋଗ ଚିକିତ୍ସାଳୟ

ପୁରୀ ଅଫିସ,୨।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ସଂକ୍ରାମକ ରୋଗ ଚିକିତ୍ସାଳୟ (ଆଇଡିଏଚ୍‌)କୁ ସାନିଟାଇଜ୍‌ କରାଯାଇଛି। ଏହା ପରିସରରେ ଥିବା...

Advertisement
Archives

Model This Week