Posted inଫୁରସତ

ଜାଣନ୍ତି ୧୩ ସଂଖ୍ୟାକୁ କାହିଁକି ଡରିଥା’ନ୍ତି ଲୋକେ, ବାଜପେୟୀ ବି ଏଥିରୁ ବାଦ୍‌ ପଡ଼ି ନ ଥିଲେ

୧୩ ସଂଖ୍ୟାକୁ ସମଗ୍ର ବିଶ୍ୱର ଅଧିକାଂଶ ଲୋକେ ଡରିଥା’ନ୍ତି ବା ଅଶୁଭ ବୋଲି ମନେ କରିଥା’ନ୍ତି। କିନ୍ତୁ ଜାଣନ୍ତି କାହିଁକି ଏହି ସଂଖ୍ୟାକୁ ଡରିଥାନ୍ତି । ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ…
ଏନେଇ ଏକ ସର୍ବେକ୍ଷଣ କରାଯାଇଥିଲା ଯେଉଁଥିରେ ପଶ୍ଚିମ ଦେଶର ଲୋକେ ୧୩ ସଂଖ୍ୟାକୁ ବେଶୀ ଡରୁଥିବାବେଳେ ଭାରତରେ ମଧ୍ୟ ଏହି ସଂଖ୍ୟାକୁ ଡରିଥାନ୍ତି। ଏଠାକାର ଅଧିକାଂଶ ଲୋକ ଏହି ସଂଖ୍ୟାକୁ ଅଶୁଭ ବୋଲି କହିଥାନ୍ତି। ଚଣ୍ଡୀଗଡ଼ରେ ୧୩ ସଂଖ୍ୟାକୁ ଲୋକେ ଭାରି ଭୟ କରିଥାନ୍ତି। ଏପରିକି ସହରର ନକ୍ସା ଆଙ୍କୁଥିବା ଆର୍କିଟେଷ୍ଟ ୧୩ ନମ୍ବର ବିଶିଷ୍ଟ ସେକ୍ଟର ମଧ୍ୟ ତିଆରି କରନ୍ତି ନାହିଁ। ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ମଧ୍ୟ ୧୩ ସଂଖ୍ୟାକୁ ଡରୁଥିଲେ। କାରଣ ତାଙ୍କର ପ୍ରଧାନମନ୍ତ୍ରିତ୍ୱ କାଳରେ ତାଙ୍କ ସରକାର ପ୍ରଥମ ଥର ୧୩ ଦିନ ରହିଥିଲା। ଏହା ପରେ ଯେତେବେଳେ ଶପଥ ଉତ୍ସବ ଆସିଲା ତାହା ମଧ୍ୟ ୧୩ ତାରିଖରେ ପଡ଼ିଲା। ଯେଉଁ ସରକାର ଗଠନ ହେଲା ତାହା ମାତ୍ର ୧୩ ମାସ ପର୍ଯ୍ୟନ୍ତ ଚାଲିଲା। ବାଜପେୟୀ ୧୩ ତମ ପ୍ରଧାନମନ୍ତ୍ରୀ ମଧ୍ୟ ଥିଲେ। ୧୩ଟି ଦଳର ସହଯୋଗରେ ୧୩ ତାରିଖରେ ସେ ସରକାର ଗଠନ ପାଇଁ ଶପଥ ନେଇଥିଲେ। ୧୩ ତାରିଖରେ ମଧ୍ୟ ପରାଜୟ ଲାଭ କରିଥିଲେ। ତେଣୁ ୧୩ ତାରିଖକୁ ଭାରତରେ ଏହି ଦୃଷ୍ଟିରୁ ଅଶୁଭ ବୋଲି ଗଣନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri