ଜାଣନ୍ତୁ ବର୍ଷାଦିନେ କିଭଳି ନେବେ ଗଛର ଯତ୍ନ

ଋତୁ ଅନୁସାରେ ଆମକୁ ଗଛର ଯତ୍ନନେବାକୁ ପଡ଼ିଥାଏ। ତେବେ ବର୍ଷାଦିନେ କିଭଳି ଯତ୍ନନେବା ଜାଣନ୍ତୁ ସେ ସମ୍ପର୍କରେ… .

ବର୍ଷାଦିନେ ଜୈବିକ ସାର ପ୍ରୟୋଗ କରନ୍ତୁ। ବର୍ଷାଦିନେ ଏହି ସାର ଗଛ ପାଇଁ ବେଶ୍‌ ଉପକାରୀ ହୋଇଥାଏ। ଗଛର ଉତ୍ତମ ବୃଦ୍ଧି ପାଇଁ ମାସରେ ଅନ୍ତତଃ ୨ ଥର ସାର ବଦଳାନ୍ତୁ।
ପ୍ରତିଦିନ ସନ୍ଧ୍ୟାରେ ଗଛରେ ପାଣି ଦିଅନ୍ତୁ। ଦ୍ୱିପ୍ରହର ସମୟରେ ପାଣି ଦିଅନ୍ତୁ ନାହିଁ। କାରଣ ଏହି ସମୟରେ ପାଣି ଦେଲେ ଗଛ ମରିଯିବା ଆଶଙ୍କା ଥାଏ।
ଏହିଦିନେ ଟେରାସ୍‌ ଗାର୍ଡେନିଂ କରିବା ଲାଭଦାୟକ। ବର୍ଷା ହେବା ଦ୍ୱାରା ମାଟି ଭଲ ରହିଥାଏ ଏବଂ ଗଛର ବୃଦ୍ଧି ଠିକ୍‌ ଭାବେ ହୋଇଥାଏ। କନ୍ଦମୂଳ, ଆଳୁ, ଗାଜର ଆଦି ଗଛକୁ ଟେରାସ୍‌ ଗାର୍ଡେନରେ ଲଗାନ୍ତୁ ନାହିଁ। କାରଣ ଏପରି କଲେ ବିଲ୍‌ଡିଂ ପ୍ରତି ବିପଦ ଥାଏ।
ଏହି ଋତୁରେ ଗଛ ଖୁବ୍‌ ଶୀଘ୍ର ବଢ଼ିଥାଏ। ତେଣୁ ଏହାର ଅଗଗୁଡ଼ିକୁ ଅଳ୍ପ କାଟି ଦିଅନ୍ତୁ।
ସମୟ ସମୟରେ କୀଟନାଶକ ପକାନ୍ତୁ। ଏହାଦ୍ୱାରା ଗଛର ଉପଯୁକ୍ତ ବୃଦ୍ଧିରେ କୌଣସି ଅସୁବିଧା ରହିବ ନାହିଁ। ଚାରା ଲାଗିଥିବା ସ୍ଥାନରେ ପାଣି ଜମା କରି ରଖନ୍ତୁ ନାହିଁ। ନଚେତ୍‌ ଗଛ ପଚିଯିବା ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ…

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

Dharmendra Pradhan Resign: କ’ଣ AAP ପରି ରାଜନୀତି ମଇଦାନକୁ ଓହ୍ଲାଇବ CJP? ପ୍ରେସ କନଫରେନ୍ସରେ କଲା ବଡ଼ ଘୋଷଣା

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା କକରୋଚ ଜନତା ପାର୍ଟି (CJP) ଏବଂ ଭାରତର ଯୁବ ଆନ୍ଦୋଳନଗୁଡ଼ିକ ପାଇଁ ଏକ ଐତିହାସିକ ଓ ଅଭୂତପୂର୍ୱ ବିଜୟ। ତଥାପି, CJPର ‘ଆମ…

CJP ମୁଖ୍ୟ ଅଭିଜିତ ଦୀପକେଙ୍କ ଘରୁ ଆସିଲା ଭାବାବେଗ ଭରା ଦୃଶ୍ୟ: ଏମିତି କହି ଭୋ ଭୋ ହୋଇ କାନ୍ଦିଲେ…

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଶନିବାର ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଶେଷରେ Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri