ଜାତିସଂଘ ଅର୍ଥନୀତି ବିଶେଷଜ୍ଞଙ୍କ ପ୍ରଶଂସା

ଜାତିସଂଘ,୧୫।୫(ପି.ଟି.): କରୋନା ମହାମାରୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଅର୍ଥନୀତିକୁ ସଜାଡିବା ଲାଗି ଭାରତ ସରକାର ଆଣିଥିବା ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜକୁ ଜାତିସଂଘର ଅର୍ଥନୀତି ବିଶେଷଜ୍ଞମାନେ ଉଚ୍ଚ ପ୍ରଶଂସା କରିଛନ୍ତି। ବିକାଶଶୀଳ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ଏହା ସର୍ବବୃହତ ପ୍ୟାକେଜ୍‌। ଭାରତ ସରକାରଙ୍କ ଘୋଷଣା ସ୍ବାଗତଯୋଗ୍ୟ ବୋଲି ଗ୍ଲୋବାଲ ଇକୋନୋମିକ୍‌ ମନିଟରାଇଜିଂ ବ୍ରାଞ୍ଚ୍‌ ମୁଖ୍ୟ ହମିଦ ରଶିଦ୍‌ କହିଛନ୍ତି। ଭାରତର ଜିଡିପିର ୧୦ ପ୍ରତିଶତ ଆର୍ଥତ୍କ ପ୍ୟାକେଜ ଘୋଷଣା କରିଥିବାବେଳେ ଅଧିକାଂଶ ବିକାଶଶୀଳ ରାଷ୍ଟ୍ର ୦.୫ରୁ ୧ ପ୍ରତିଶତ ପ୍ୟାକେଜ୍‌ ଆଣିଛନ୍ତି। ଆମେରିକା ଜିଡିପିର ୧୩ ପ୍ରତିଶତ ଏବଂ ଜାପାନ ୨୧ ପ୍ରତିଶତ ଆର୍ଥତ୍କ ପ୍ୟାକେଜ ଘୋଷଣା କରିଥିବାବେଳେ ଭାରତ ତୃତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେଦରଲ୍ୟାଣ୍ଡସରେ ଚିହ୍ନଟ ହେଲେ ପ୍ରଥମ କରୋନା ଭାଇରସ ସଂକ୍ରମିତ

ଆମଷ୍ଟରଡାମ,୨୮।୨: କରୋନା ଭାଇରସ ବିଶ୍ୱର ବିଭିନ୍ନ ଦେଶକୁ ବ୍ୟାପିଥିବା ବେଳେ ୟୁରୋପୀୟ ଦେଶ ନେଦରଲାଣ୍ଡସରେ ପ୍ରଥମ କରୋନା ସଂକ୍ରମିତଙ୍କ ଚିହ୍ନଟ କରାଯାଇଛି। ନେଦରଲ୍ୟାଣ୍ଡସର ତିଲବର୍ଗ ସହରରେ...

ମହାମାରୀ ସତ୍ତ୍ୱେ ଏହା ବିଶ୍ୱର ସବୁଠୁ ସୁଖୀ ଦେଶ

ହେଲସିଙ୍କି (ଫିନଲାଣ୍ଡ),୧୯।୩ : ବିଶ୍ୱର ସବୁଠୁ ସୁଖୀ ଦେଶ ମାନ୍ୟତା ପାଇଛି ଫିନଲାଣ୍ଡ। ମହାମାରୀ ସତ୍ତ୍ୱେ କ୍ରମାଗତ ଚତୁର୍ଥ ଥର ପାଇଁ ଫିନଲାଣ୍ଡ ବଜାୟ ରଖିଛି...

କାଲିଫର୍ନିଆ ଜଙ୍ଗଲରେ ନିଆଁ: ଅନ୍ଧାରରେ ୨ ଲକ୍ଷ ପରିବାର

କଲିଫର୍ନିଆ,୨୫।୧୦: ଆମେରିକାର କାଲିଫର୍ନିଆରେ ଥିବା ଜଙ୍ଗଲରେ ଗତ ବୁଧବାର ଲାଗିଥିବା ନିଆଁ ବେଳକୁ ବେଳ ବଢିବାରେ ଲାଗିଛି। ଏହା ଏବେ ଏତେ ଭୟଙ୍କର ହୋଇଯାଇଛି ଯେ...

ଲକ୍‌ଡାଉନ୍‌ରେ ଘରେ କଏଦ୍‌ ଥିବା ଲୋକଙ୍କ ଶୁଭୁଛି ଚିତ୍କାର

ବେଜିଂ,୧୧।୪: ଚାଇନା ବର୍ତ୍ତମାନ ଜିରୋ କୋଭିଡ ପଲିସି ଅନୁସରଣ କରୁଛି। ଚାଇନାର ସବୁଠୁ ବଡ଼ ସହର ସଂଘାଇରେ କୋଭିଡ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଚାଇନାର...

କାନାଡାରେ ଗୋଟାବାୟା-ମହିନ୍ଦାଙ୍କ ବିରୋଧରେ ପ୍ରତିବନ୍ଧକ…

ଅଟଓ୍ବା/କଲମ୍ବୋ,୧୦।୧ : ନାଗରିକ ବିବାଦର ମାନବିକ ଅଧିକାରର ଉଲ୍ଲଂଘନ ପାଇଁ ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷେ ଏବଂ ମହିନ୍ଦା ରାଜପକ୍ଷେ, ସେମାନଙ୍କ କର୍ମଚାରୀ ସୁନୀଲ ରତ୍ନାୟକେ...

ଗୁରୁତର ସଙ୍କଟରେ ଆମେରିକାର ଖବରକାଗଜ ଶିଳ୍ପ

ନ୍ୟୁୟର୍କ,୧୧ା୪: କରୋନା ଭାଇରସ୍‌ ସଂକ୍ରମଣ ଖବର ସାଉଁଟିବାକୁ ପ୍ରବଳ ଆଗ୍ରହ ଦେଖାଉଥିବା ଆମେରିକା ସାମ୍ବାଦିକଙ୍କ ପାଇଁ ଏବେ ବିପଦ ଘନେଇ ଆସିଛି। ଏହା ଖବରକାଗଜ ଶିଳ୍ପ...

ତଓ୍ବାଙ୍ଗ ପ୍ରସଙ୍ଗରେ ଭାରତର କାର୍ଯ୍ୟକୁ ପ୍ରଶଂସା କଲା ଆମେରିକା…

ଓ୍ବାଶିଂଟନ,୧୪।୧୨ : ଅରୁଣାଚଳ ପ୍ରଦେଶର ତୱାଙ୍ଗ ସେକ୍ଟର ନିକଟରେ ଭାରତୀୟ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ପରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଗ୍ରହଣ...

ଦାୟିତ୍ୱ ନେଲେ ଲିଜ୍‌ ଟ୍ରସ୍‌

ଲଣ୍ଡନ,୭।୯: ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ୱିତୀୟ କଞ୍ଜରଭେଟିଭ୍‌ ପାର୍ଟିର ନବନିର୍ବାଚିତ ନେତା ଲିଜ୍‌ ଟ୍ରସ୍‌ଙ୍କୁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ତଥା ଫାଷ୍ଟ ଲେଡି ଅଫ୍‌ ଟ୍ରେଜେରି ନିଯୁକ୍ତ...

Advertisement
Archives

Model This Week