ଜାତିସଂଘ ସୁରକ୍ଷା ପରିଷଦରେ ଫସର ଫାଟିଲା ଚାଇନାର ଚାଲ୍‌

ଜେନେଭା, ୧୬।୧: ଜାତିସଂଘରେ ଚାଇନାକୁ ଲୋକହସା ହେବାକୁ ପଡ଼ିଛି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପ୍ରସଙ୍ଗ ଚାଇନା ପକ୍ଷରୁ ଜାତିସଂଘର ସୁରକ୍ଷା ପରିଷଦରେ ଉପସ୍ଥାପନ କରାଯାଇଥିଲା। ତେବେ ଏନେଇ ଉପସ୍ଥିତ ଅନ୍ୟ ସଦସ୍ୟ କୌଣସି ମନ୍ତବ୍ୟ ଦେଇ ନ ଥିଲେ। ଫଳରେ ଭାରତକୁ ଅନ୍ତର୍ଜାତୀୟସ୍ତରରେ ସମସ୍ୟା ଭିତରକୁ ଟାଣିନେବା ପାଇଁ ଚାଇନା କରିଥିବା ଷଡ଼ଯନ୍ତ୍ର ଶେଷରେ ଫସର ଫାଟିଯାଇଛି। ସୂଚନାଯୋଗ୍ୟ, ଜାତିସଂଘ ସୁରକ୍ଷା ପରିଷଦରେ ଆଫ୍ରିକୀୟ ରାଷ୍ଟ୍ର ସମୂହ ସମ୍ପର୍କରେ ଆଳୋଚନା ପାଇଁ ରୁଦ୍ଧ ଦ୍ୱାର ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜାତିସଂଘରେ ଅବସ୍ଥାପିତ ଥିବା ଚାଇନାର ରାଷ୍ଟ୍ରଦୂତ ଝାଙ୍ଗ୍‌ ଜୁନ୍‌ ଭାରତ-ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ପ୍ରସଙ୍ଗ ଉଠାଇଥିଲେ। ଏଥିପାଇଁ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଦାୟୀ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri