ଜାତୀୟ ଏକତା ଦିବସ : ଦେଶର ଏକତା, ଅଖଣ୍ଡତା ଅକ୍ଷୁଣ୍ଣ ରଖିବାକୁ ଶପଥ

ବାରିପଦା ଅଫିସ,୩୧।୧୦: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ.ପ୍ରଜ୍ଞା ପାରମିତା ଜେନାଙ୍କ ପୌରହିତରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ, ଶିକ୍ଷା କର୍ମଚାରୀ ଓ ଛାତ୍ରୀଛାତ୍ର ଉପସ୍ଥିତ ରହି ଦେଶର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ଅକ୍ଷୁଣ୍ଣ ରଖିବା ପାଇଁ ମିଳିତ ଭାବେ ଶପଥ ପାଠ କରିଛନ୍ତି। ଏହି ଅବସରରେ ଶିକ୍ଷକ ଅମିତାଭ ମିଶ୍ର ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୀବନୀ ଉପରେ ଆଲୋକପାତ କରିଥିବା ବେଳେ ଶିକ୍ଷକ ଡ.ଶଶିଧର ବିଶ୍ୱାଳ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଂହାସନୀ ପୀଠରେ ୧୪୪ ଧାରା: ପୂଜାର୍ଚ୍ଚନାରେ ସୀମିତ ରଜପର୍ବ

ପୋଲସରା,୧୪ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୋଲସରା ବ୍ଲକ ପାଣ୍ଡିରିପଡ଼ା ପଞ୍ଚାୟତ କସିପଡ଼ାସ୍ଥିତ ସିଂହାସନୀ ପୀଠରେ ବେଶ୍‌ ଧୁମ୍‌ଧାମ୍‌ରେ ରଜପର୍ବ ପାଳିତ ହୋଇ ଆସୁଥିବାବେଳେ ଚଳିତବର୍ଷ କରୋନା କଟକଣା...

ଝିଅ ଭୟରେ ବାହାର କଲେ, ପୁଅ ହେବାରୁ ଘରକୁ ନେଲେ

ପାରାଦୀପ, ୩୦।୧୦(ସ୍ବ.ପ୍ର.): ଝିଅ ପୁଅ ଜନ୍ମ ହେବା ପାଇଁ ଏବେବି ମହିଳାଙ୍କୁ ଦୋଷ ଦିଆଯାଉଛି। ଜଣେ ମହିଳାଙ୍କ ପୂର୍ବରୁ ୨ଟି ଝିଅ ଥିଲା। ପୁନର୍ବାର ସେ...

ସେବାୟତଙ୍କ ପାଇଁ ଲାଗୁ ହେଲା ଡ୍ରେସ୍‌ କୋଡ୍‌

ପୁରୀ ଅଫିସ, ୨୨।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା ତଥା ଗର୍ଭଗୃହକୁ ପ୍ରବେଶ କରୁଥିବା ସେବାୟତଙ୍କ ପାଇଁ ଡ୍ରେସ୍‌ କୋଡ୍‌ ଲାଗୁ ହୋଇଛି। ପାରମ୍ପରିକ ବସ୍ତ୍ର ପରିଧାନ...

ନିମ୍ନମାନର ଛତୁଆ ପ୍ରଦାନକୁ ନେଇ ତୀବ୍ର ଅସନ୍ତୋଷ

ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ବିଡିଓ ବିଜୟ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷା ପିଙ୍କି ବେହେରା ପୌରୋହିତ୍ୟ...

ସଇଁନ୍ତଳା ରେଲୱେ ଷ୍ଟେଶନ ନିକଟରେ ଭୟାବହ ଅଗ୍ନିକାଣ୍ଡ

ଟିଟିଲାଗଡ଼,୧୫।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ରେଲୱେ ଷ୍ଟେଶନ ନିକଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ବହୁ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ଖବରପାଇ ଘଟଣାସ୍ଥଳରେ...

ଗଞ୍ଜାମ ଉପେନ୍ଦ୍ର ଭଞ୍ଜ, କବିସୂର୍ଯ୍ୟଙ୍କ ପୁଣ୍ୟମାଟି: ବାଚସ୍ପତି

ଦିଗପହଣ୍ଡି,୨୨ା୧(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ଖେଳପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଖେମୁଣ୍ଡି ମହୋତ୍ସବ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ...

ବରଗଡ଼ରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଲା

ବରଗଡ଼ ଅଫିସ, ୧।୬: ବରଗଡ଼ ଜିଲାରେ ସୋମବାର ପୁଣି ୩ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅଞ୍ଚଳର ଏବଂ ତାମିଲନାଡୁ...

‘ସ୍ଥାଣୁ ପାଲଟିଛି ବାଲେଶ୍ୱର ପୌରପାଳିକା’

ବାଲେଶ୍ୱର ଅଫିସ, ୧୦।୧୨: ଦୀର୍ଘ ୮ ମାସ ହେଲା ପୌର ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ବାଲେଶ୍ୱର ସହରରେ କୌଣସି ଉନ୍ନତିମୂଳକ କାର୍ଯ୍ୟ ହୋଇନାହିଁ। ବାଲେଶ୍ୱର...

Advertisement
Archives

Model This Week