ଜାତୀୟ ଏକଦା ଦିବସରେ ଗଣଦୌଡ଼

ସଜନାଗଡ଼,୩୧।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳିର ଭାଜପା ପକ୍ଷରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୫ତମ ଜନ୍ମଦିବସ ପାଳିତ ହୋଇଯାଇଛି। ଏହି ଦିବସକୁ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଇଛି। ଏହି ଅବସରରେ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ସ୍ଥାନୀୟ ବିଧାୟକ ଇଂ ସୁକାନ୍ତ କୁମାର ନାୟକଙ୍କ ନେତୃ୍‌ତ୍ୱରେ ଅନୁଷ୍ଠିତ ହୋଇଥିବାବେଳେ ଗଙ୍ଗାଧର ମିଶ୍ର, ରାଧାଗୋବିନ୍ଦ ଖଟୁଆ, ଅଭୟ ମିଶ୍ର, ସମରଶେଖର କାନୁନ୍‌ଗୋ, ଚନ୍ଦ୍ରଶେଖର ନନ୍ଦ, ଅଶୋକ ପ୍ରଧାନ, ପ୍ରଦୀପ ଆଚାର୍ଯ୍ୟ, ଜ୍ୟୋତିନ୍ଦ୍ର ମଲ୍ଲିକ ପ୍ରମୁଖ ଦଳୀୟ କର୍ମକର୍ତ୍ତା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଇସ୍‌ ମିଲ୍‌ ବନ୍ଦ ଦାବିରେ ରାସ୍ତାରୋକୋ

ଡୁଙ୍ଗୁରିପାଲି,୧୩ା୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି -ରାମପୁର ରାସ୍ତାର ଲଙ୍ଗଳକଣ୍ଟା ଛକରେ ରାଇସ ମିଲ୍‌ ନିର୍ମାଣ ବନ୍ଦ ଦାବି ନେଇ ଲଙ୍ଗଳକଣ୍ଟାର ଶତାଧିକ ଗ୍ରାମବାସୀ ବୁଧବାର...

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ...

ଫେବୃୟାରୀରେ ଓଡ଼ିଶାର ଜିଏସ୍‌ଟି ସଂଗ୍ରହରେ ୪୦% ବୃଦ୍ଧି

ଭୁବନେଶ୍ୱର,୩ା୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷର ଫେବୃୟାରୀରେ ରାଜ୍ୟ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଓ ସମନ୍ବିତ ଜିଏସ୍‌ଟି ଫଇସଲା ବାବଦକୁ ଓଡ଼ିଶା ପାଇଥିବା ଜିଏସ୍‌ଟି...

ଧୁମ୍‌ଧାମ୍‌ରେ ୭୩ତମ ସ୍ବାଧୀନତା ଦିବସ ପାଳିତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ଧୁମ୍‌ଧାମ୍‌ରେ ପାଳନ କରାଯାଇଛିା ବ୍ଳକର ବିଭିନ୍ନ ବିଦ୍ୟାଳୟ ଗୁଡ଼ିକରେ ସକାଳୁ ଛାତ୍ରୀଛାତ୍ରମାନେ ପହଞ୍ଚିଥିଲେ।...

ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି...

ସ୍ତ୍ରୀ ଆଗରେ ଆଖିବୁଜିଲେ ସ୍ବାମୀ

ଢେଙ୍କାନାଳ ଅଫିସ, ୧୬।୯:କରୋନା ମାରିଦେଲା ମଣିଷପଣିଆ। ଡାକ୍ତରଖାନା ବାରଣ୍ଡାରେ ପଡ଼ି ଯନ୍ତ୍ରଣା ଭୋଗୁଥିଲେ ଅଥଚ, କେହି ପଚାରିଲେନି କି ପାଖ ମାଡ଼ିଲେନି। ଶେଷରେ ଛଟପଟ ହୋଇ...

ଛାବିରି ନଦୀରେ ଭାସିଯାଇ ବ୍ୟକ୍ତି ନିଖୋଜ : ଉଦ୍ଧାର କାର୍ଯ୍ୟ ଜାରି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର ଡମ୍ବତୁରୁଜିଂ ଗ୍ରାମର ଚିନ୍ତାମଣି ମୁଦୁଲି (୪୫) ସୋମବାର ରାତିରେ ଛାବେରି ନଦୀରେ ଭାସିଯାଇଥିଲେ । ଏ ନେଇ ଖବର...

ମଙ୍ଗଳା ମନ୍ଦିର, ଚନ୍ଦ୍ରଭାଗାର ବିକାଶ ହେବ

ପୁରୀ ଅଫିସ/କାକଟପୁର/ଅସ୍ତରଙ୍ଗ/କୋଣାର୍କ,୨୫।୧୨(ଡି.ଏନ୍‌.ଏ.): ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଭୋରୁ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଚାଲିଥିବା ପରିକ୍ରମା...

Advertisement
Archives

Model This Week