Posted inଖେଳ

ଜାତୀୟ ପାରାଲିମ୍ପିକ୍‌ କମିଟି ବାସନ୍ଦ ପରେ ବିଶ୍ୱକପ ଆୟୋଜନକୁ ନେଇ ସଙ୍କଟ

ବିଶାଖାପାଟଣା,୪ା୨: ଭାରତୀୟ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ପାରାଲିମ୍ପିକ୍‌ କମିଟିକୁ ବାସନ୍ଦ କରାଯିବା ପରେ ଭାରତରେ ହେବାକୁ ଥିବା ପାରା ଶୁଟିଂ ବିଶ୍ୱକପର ଆୟୋଜନକୁ ନେଇ ଏବେ ସଙ୍କଟ ଦେଖାଦେଇଛି।

ଠିକ୍‌ ସମୟରେ ନିର୍ବାଚନ ନ ହେବା କାରଣରୁ ଶନିବାର କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପାରାଲିମ୍ପିକ୍‌ କମିଟିକୁ ବାସନ୍ଦ କରାଯାଇଥିଲା। ମାର୍ଚ୍ଚ ୬-୧୫ ମଧ୍ୟରେ କାର୍ନି ସିଂ ଶୁଟିଂ ରେଞ୍ଜରେ ଶୁଟିଂ ବିଶ୍ୱକପ ହେବାର କାର୍ଯ୍ୟକ୍ରମ ରହିଥିଲା। ଟୁର୍ନାମେଣ୍ଟରେ ୨୪ ପାରାଲିମ୍ପିକ୍ସ କୋଟା ମଧ୍ୟ ସାମିଲ ଥିଲା। ୫୨ ଦେଶର ୫୦୦ରୁ ଅଧିକ ଶୁଟର ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବେ। ନୂତନ କାର୍ଯ୍ୟକାରୀ କମିଟି ଗଠନ ପରେ ଟୁର୍ନାମେଣ୍ଟ ଆୟୋଜନ ହୋଇପାରିବ ବୋଲି କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣୀୟ ପ୍ରେମରୁ ହତ୍ୟା, ବନ୍ଧା ହେଲେ ୩ ଅଭିଯୁକ୍ତ

ବରଗଡ଼,୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲି ରାସ୍ତାରେ ଯୁବକ ଚନ୍ଦନ ରାଉତଙ୍କୁ ଅତି ନିର୍ମମ ଭାବେ...

କାମସାରି ଘରକୁ ଫେରୁଥିଲେ: ଗଛରେ ପିଟି ହୋଇ ଚାଲିଗଲା ୨ସାଙ୍ଗଙ୍କ ଜୀବନ

ସନ୍ତ୍ରୀଛକ,୪।୧(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ବଉଳିଗଡ଼ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ୨ସାଙ୍ଗଙ୍କ ମୃତ୍ୟୁ ଘଟିଛି।...

ବେଙ୍ଗାଲୁରୁରେ ନାବାଳିକାଙ୍କୁ ଗଣବଳାତ୍କାର: ଗିରଫ ହେଲେ ୩ ଅଭିଯୁକ୍ତ

ବେଙ୍ଗାଲୁରୁ,୪ା୧: କର୍ନାଟକର ହୁବ୍‌ଲିରେ ଜଣେ ୧୩ ବର୍ଷୀୟା ବାଳିକାଙ୍କୁ ୩ ଜଣ ନାବାଳକ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନଙ୍କ ବୟସ ୧୪ରୁ ୧୫ ବର୍ଷ...

୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ

ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ...

ପଞ୍ଚମ ଆଶେସ୍‌ ଟେଷ୍ଟ: ପ୍ରଥମ ଦିନ ଖେଳ ସୁଦ୍ଧା ଇଂଲଣ୍ଡ ୨୧୧/ ୩

ସିଡ୍‌ନୀ,୪ା୧: ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ରବିବାରଠାରୁ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍‌ସିଜି)ରେ ପଞ୍ଚମ ତଥା ଅନ୍ତିମ ଆଶେସ୍‌ ଟେଷ୍ଟ କ୍ରିକେଟ୍‌ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଜୋ...

ନାଇଜେରିଆରେ ବଡ଼ ଆକ୍ରମଣ, ଗୁଳି ମାଡ଼ରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ

ଅବୁଜା,୪।୧ : ନାଇଜେରିଆର ଏକ ଗାଁକୁ ବନ୍ଧୁକଧାରୀମାନେ ପୁଣି ଥରେ ଟାର୍ଗେଟ କରିଛନ୍ତି  । ରିପୋର୍ଟ ଅନୁଯାୟୀ ଅତି କମରେ ୩୦ ଜଣଙ୍କୁ ଗୁଳି କରି...

ଭୟଙ୍କର ଦୁର୍ଘଟଣା: କାର୍‌କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌, ଶିଶୁକନ୍ୟା ସମେତ ଗୋଟିଏ ପରିବାରର ୩ ମୃତ

ଗଜପତି,୪ା୧(ଗିରିଧାରୀ ପରିଛା): ନୂଆବର୍ଷର ପ୍ରଥମ ରବିବାରରେ ଗୋଟିଏ ପରିବାରରେ ତିନିଜଣଙ୍କ ଜୀବନ ଦୀପ ଲିଭିଯାଇଛି। ଗଜପତି ସୀମାନ୍ତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଧୀନ...

ସ୍ବାସ୍ଥ୍ୟାବସ୍ଥାରେ ଆସୁଛି ସୁଧାର: କୋମାରୁ ବାହାରିଲେ ମାର୍ଟିନ

ସିଡ୍‌ନୀ,୪ା୧: ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ତଥା ଟେଷ୍ଟ ଲିଜେଣ୍ଡ ଡାମିଏନ ମାର୍ଟିନ କୋମାରୁ ବାହାରି ଆସିଛନ୍ତି। ଏ ନେଇ ସିଡ୍‌ନୀ ମର୍ନିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri