ଜାତୀୟ ଭୋଟର ଦିବସ ପାଳନ

ଅନୁଗୋଳ ଅଫିସ,୨୫।୧: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜାତୀୟ ଭୋଟର ଦିବସ ପାଳନ କରାଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବରେ ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଶାନ୍ତନୁ ସାର, ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏଥିରେ ସୁଦୃଢ଼ ଗଣତନ୍ତ୍ର ପାଇଁ ଶିକ୍ଷିତ ମତଦାତାଙ୍କ ଉପରେ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀରେ ବୁଡ଼ି ଯୁବତୀ ମୃତ

ମହାକାଳପଡ଼ା, ୨୭।୧୦ (ଡି.ଏନ୍‌.ଏ.)-ମହାକାଳପଡ଼ା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଗୋବରୀ ନଦୀରେ ବୁଡ଼ି ରବିବାର ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବ୍ଲକ ଅଧୀନ...

ଟ୍ରାକ୍ଟର-ଟ୍ରଲି ଚାପି ହୋଇ ଯୁବକଙ୍କ ଜୀବନ ଗଲା

ଝରିଗାଁ,୨ା୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଚିତାବେଡ଼ା ଗ୍ରାମରେ ରବିବାର ସକାଳେ ଟ୍ରାକ୍ଟର – ଟ୍ରଲି ଚାପି ହୋଇ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ...

ଉପଜିଲାପାଳଙ୍କୁ ବି ଛାଡ଼ିଲେନି, ଲୁଟ୍‌ ଉଦ୍ୟମ କରି ବନ୍ଧା ହେଲେ ୩

ବଡ଼ବିଲ,୨୫ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଉପ-ଜିଲାପାଳଙ୍କ ଗାଡ଼ି ଅଟକାଇ ଲୁଟ୍‌ ଉଦ୍ୟମ ଅଭିଯୋଗରେ ପୋଲିସ ଶନିବାର ୩ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ...

କଣାସ ବ୍ଲକରେ ୩ ମାସର ରାଶନ ଚାଉଳ ବଣ୍ଟନ

କଣାସ,୩।୨୦(ସ୍ବ.ପ୍ର.)- ମହାମାରୀ କରୋନା ସଂକ୍ରମଣ ମୁକାବିଲା ଲାଗି ସରକାର ଲକଡାଉନ ଘୋଷଣା ପରେ ଅଧିକାଂଶ ଗରିବ ଲୋକେ ରୋଜଗାର ବାଟ ବନ୍ଦ ସହ ଖାଦ୍ୟ ଯୋଗାଡ଼...

ରାଜଘାଟକୁ ଷ୍ଟେଶନ ମାନ୍ୟତା ଦାବି: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଡେଭଲପମେଣ୍ଟ କମିଟି କର୍ମକର୍ତ୍ତା

ରୂପ୍‌ସା,୧୨।୮(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ପାସେଞ୍ଜର ହଲ୍ଟକୁ ଷ୍ଟେଶନ ମାନ୍ୟତା ମିଳୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିସହ...

ସଚେତନତାର ବାର୍ତ୍ତା ନେଇ ଶୋଭାଯାତ୍ରା : ପାଳିଲେ ‘ବିଶ୍ୱ ମହିଳା ଦିବସ’

ସିମୁଳିଆ, ୮।୩(ଡି.ଏନ.ଏ.)-ନାରୀମାନଙ୍କୁ ସମ୍ମାନ ଓ ସଶକ୍ତୀକରଣର ବାର୍ତ୍ତା ଦେଇ ରବିବାର ପୂର୍ବାହ୍ନରେ ‘ବିଶ୍ୱ ମହିଳା ଦିବସ’ ପାଳିତ ଅବସରରେ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ପ୍ରୟାସ ଅନୁଷ୍ଠାନର...

କଖାରୁ ଫୁଲ, ଶାଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ

ନୟାଗଡ଼ ଅଫିସ/ଦଶପଲ୍ଲା,୨୩।୨(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସହର ହରିଡାବାରୀ ସତ୍‌ସଙ୍ଗ ବିହାର ସାହିରେ କଖାରୁ ଫୁଲ ଓ ଶାଗ ଖାଇ ରବିବାର ଗୋଟିଏ ପରିବାରର ୬ଜଣ...

ଅଳିଆ ଗଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଧରାକୋଟ,୧।୭(ଡି.ଏନ୍‌.ଏ.): ଧରାକୋଟ ବଡ଼ଦାଣ୍ଡ ସାହି ବାରି ପଛପଟେ ଏକ ଅଳିଆ ଗଦାରୁ ପରିତ୍ୟକ୍ତ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି। ଧରାକୋଟ ବଡଦାଣ୍ଡସାହିର ଭାଲୁ ପଣ୍ଡାଙ୍କ ଘର...

Advertisement
Archives

Model This Week