ଜାତୀୟ ରାଜପଥ ଉନ୍ନତିକରଣରେ ବିଳମ୍ବ ପ୍ରତିବାଦ: ବିଜେଡି ପକ୍ଷରୁ ଗଣଧାରଣା

ତାଳଚେର,୧୯ା୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବାଇପାସ୍‌ ଏବଂ ଗୋଡିବନ୍ଧ ଛକ ନିକଟରେ ଶନିବାର ବିଜେଡି ପକ୍ଷରୁ ଗଣଧାରଣା ଦିଆଯାଇଛି। ଜାତୀୟ ରାଜପଥ ଉନ୍ନତିକରଣରେ ବିଳମ୍ବ ଏବଂ ନିର୍ମାଣରେ ବ୍ୟାପକ ଦୁର୍ନୀତି ପ୍ରତିବାଦରେ ଏହି ଧାରଣା ଦିଆଯାଇଛି। ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ଆବାହକତ୍ୱରେ ପୂର୍ବତନ ନଗରପାଳ ପବିତ୍ର ଭୁତିଆଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଚାଲିଛି। ଶହ ଶହ କୋଇଲା ଟ୍ରକ ଯାତାୟତ ଫଳରେ ଜାତୀୟ ରାଜପଥ ବର୍ତ୍ତମାନ ସର୍ବସାଧାରଣଙ୍କ ପାଇଁ ମରଣଯନ୍ତା ପାଲଟି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା

ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ …

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

‘ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାର ପରମ୍ପରାକୁ ବଜାୟ ରଖିଛି ଭାଜପା’: ସଞ୍ଜୟ ରାଉତଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୯।୫: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ଗୋଷ୍ଠୀର ନେତା ଏବଂ ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀଙ୍କୁ ଚୟନ କରିବା…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ…

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ…

ଘାଇରେ ଭାସୁଛି ମୃତଦେହ: ଚନ୍ଦ୍ରଗିରିରେ ଚାଞ୍ଚଲ୍ୟ

ମୋହନା,୯।୫( ମନ୍ମଥ ମିଶ୍ର ): ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri