Posted inଖେଳ

ଜାତୀୟ ଶିବିରରେ ଜବାମଣୀ

କଟକ ଅଫିସ,୧୮ା୬- ଜୁଲାଇ ୧ରୁ ୧୭ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଏଏଫ୍‌ସି ମହିଳା ଏସିଆ କପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ନିମନ୍ତେ ଜାତୀୟ ଦଳର ପ୍ରସ୍ତୁତ ଶିବିର ଅନୁଷ୍ଠିତ ହେବ । ଜାତୀୟ ଶିବିରରେ ଜବାମଣୀ ଟୁଡ଼ୁଙ୍କୁ ଏକମାତ୍ର ଓଡ଼ିଆ ଖେଳାଳି ଭାବେ ସ୍ଥାନ ମିଳିଛି । ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) ସମ୍ପାଦକ ସଞ୍ଜୟ ବେହେରା ଜବାମଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପର୍ନ ଷ୍ଟାର୍‌ ଥିଲେ ଏହି ବ୍ୟକ୍ତି, ଏବେ ଅନ୍ତର୍ଜାତୀୟ ମ୍ୟାଚରେ କରୁଛନ୍ତି ଅମ୍ପାୟରିଂ

ଅକଲାଣ୍ଡ,୧୦।୧୧:ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ୫ ଉଇକେଟରେ ବିଜୟ ହାସଲ କରିଥିଲା। ନଭେମ୍ବର ୫ରେ...

ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ

ହେମଗିର, ୧୯।୪ (ଡି.ଏନ.ଏ)-ଆଧ୍ୟାତ୍ମିକତା ତଥା ଭଗବତ ପ୍ରେମକୁ ପ୍ରତ୍ୟେକ ମାନବ ଜୀବନରେ ପରିସ୍ଫଟ କରିବା ପାଇଁ ହେମଗିର ବ୍ଲକର ଲୁଆବାହାଲଠାରେ ପ୍ରତ୍ୟେକ ବର୍ଷପରି ଏବର୍ଷ ମଧ୍ୟ...

ଦେବାଶିଷ ରନରଅପ୍‌

ଭୁବନେଶ୍ୱର, ୫।୬ (କ୍ରୀଡ଼ା ପ୍ରତିନିଧି): ହରିୟାଣାର ଝଜାରଠାରେ ଅନୁଷ୍ଠିତ ୧୮ ବର୍ଷରୁ କମ୍‌ ବାଳକ ନ୍ୟାଶନାଲ ସିରିଜ ଟେନିସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଦେବାଶିଷ ସାହୁ ରନରଅପ୍‌...

ଓଡ଼ିଶା ଫୁଟ୍‌ବଲରେ ନୂଆ ଅଧ୍ୟାୟ

ଭୁବନେଶ୍ୱର, ୧ା୬ (ସ୍ପୋଟର୍‌ସ ବ୍ୟୁରୋ): ଜୁନ୍‌ ୯ରୁ ଓଡ଼ିଶାରେ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ୨୦୨୩ ଅନୁଷ୍ଠିତ ହେବାକୁ ଯାଉଛି। ଏହାର ଅବ୍ୟବହିତ ପୂର୍ବରୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ...

ବ୍ରାଭୋ କେତୋଟି ମ୍ୟାଚ୍‌ ଖେଳିବେନି

ଆବୁଧାବି,୨୧।୯(ପି.ଟି.): ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଆଗାମୀ କେତୋଟି ମ୍ୟାଚ୍‌ ଖେଳିବେ ନାହିଁ ବୋଲି ଚେନ୍ନାଇ ସୁପର କିଙ୍ଗ୍ସ ହେଡ୍‌ କୋଚ୍‌ ଷ୍ଟିଫାନ ଫ୍ଲେମିଂ କହିଛନ୍ତି। ବ୍ରାଭୋଙ୍କ...

୩୦୫୮ ଖେଳାଳିଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କରିପାରନ୍ତି ଏହି କ୍ରିକେଟର୍‌

ଲିଡ୍ସ,୨୭।୮: ଇଂଲଣ୍ଡର ଟେଷ୍ଟ ଅଧିନାୟକ ଜୋ ରୁଟ ଏବେ ତାଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଫର୍ମରେ ଅଛନ୍ତି। ୨୦୨୧ରେ ସେ ଏପର୍ଯ୍ୟନ୍ତ ୧୩୯ରୁ ଅଧିକ ଟେଷ୍ଟ ରନ...

କରୋନାରେ ଯୁବ ସୁମୋ ରେସଲର ମୃତ

ଟୋକିଓ,୧୩।୫(ଏଏଫ୍‌ପି): କୋଭିଡ୍‌-୧୯ ସଂକ୍ରମଣରେ ଜାପାନର ଜଣେ ୨୮ ବର୍ଷୀୟ ସୁମୋ ରେସଲର କିୟୋଟାକା ସୁଏଟେକ ମୃତ୍ୟୁବରଣ କରିଛନ୍ତି। ଅବଶ୍ୟରେ ସେ ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ...

ଡୋପିଂକୁ ରୋକିବା ପାଇଁ ବିଏଫ୍‌ଆଇର ନୂଆ ପ୍ରୟାସ

ନୂଆଦିଲ୍ଲୀ,୧୩।୧୨(ପି.ଟି.)- ଗତ କିଛି ଦିନ ମଧ୍ୟରେ ଏକାଧିକ ଭାରତୀୟ ବକ୍ସର ଡୋପ୍‌ ଟେଷ୍ଟରେ ବିଫଳ ହେବା ପରେ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ନିଦ...

Advertisement
Archives

Model This Week